Latest Odisha News
Browsing Category

ଓଡିଶା

Odisha

ନିର୍ବାଚନ ଆସନ୍ନ ବେଳେ ଦଳ ବଦଳ କରୁଥିବା ପରିବାରକୁ ଆକ୍ରମଣ? ବାଦ ପଡିଲେନି ଛୋଟ ପିଲା

ଭଦ୍ରକ: ଯଦିଓ ଏବେ ପାଗ ଶୀତୁଆ ରହିଛି ହେଲେ ନିର୍ବାଚନ ଆସନ୍ନ ବେଳେ ସାମାଜିକ ସ୍ଥିତି ଉଷ୍ମ ରହିଛି। କାରଣ ଦଳ ବଦଳ କରିବାକୁ ଯାଉଥିବା ଏକ ପରିବାର ରାଜନୈତିକ ଶତ୍ରୁତା କାରଣରୁ ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଯେଉଁଥିରେ ଦୁଇ ଜଣ ଛୋଟ ପିଲା ମଧ୍ୟ ଗୁରୁତର ଆହତ ହୋଇଛନ୍ତି।…

ବୋରିଗୁମ୍ମା ଦୁର୍ଘଟଣାରେ ୩ମୃତ, ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା 

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣା। ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଲେ । ଏଥିସହ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଓ ଆହତଙ୍କ…

ୟୁ.ଟି.ଆ କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି

ଭୁବେନଶ୍ଵର: ଦେଶ ପାଳିଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସାରା ରାଜ୍ୟରେ ଜାତୀୟ ଧ୍ଵଜା ସମ୍ମାନର ସହ ଉତ୍ତୋଳନ କାରଯାଇଛି । ଏହି ପରିପେକ୍ଷୀରେ ମିଳିତ ଶିକ୍ଷକ ଓ କର୍ମଚାରୀ ସଂଘ(ୟୁ.ଟି.ଆ) କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଛି । ଏହି ଉପଲକ୍ଷେ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ, ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ୫୦ ଜଣଙ୍କୁ ମିଳିଛି ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ। ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ…

ପାପର ପ୍ରାୟଶ୍ଚିତ ପାଇଁ ମହୋଦଧିରେ ସ୍ନାନ କଲେ କଂସ ମହାରାଜ, ମହାପ୍ରଭୁଙ୍କ କ୍ଷମା ମାଗିଲେ

ପୁରୀ: ସରିଲା ବିଶ୍ବ ପ୍ରସିଦ୍ଧ ବରଗଡର ଧନୁଯାତ୍ରା । କଂସ ବଧ ସହିତ ଶେଷ ହୋଇଛି ଧନୁଯାତ୍ରା । କଂସ ବଦ୍ଧ ପରେ ମଥୁରା ନଗରୀକୁ ଫେରିଛନ୍ତି କୃଷ୍ଣ ଓ ବଳରାମ । ସେପଟେ ଧନୁଯାତ୍ରା ସାରି ପୁରୀରେ ପହଞ୍ଚିଛନ୍ତି ମହାରାଜ କଂସ ଭୂମିକାରେ ଅଭିନୟ କରିବା ଥିବା ହୃଷିକେଶ ଭୋଇ । ଧନୁଯାତ୍ରାରେ…

‘ବୀର ଗାଥାର ତୃତୀୟ ସଂସ୍କରଣ’ ପ୍ରତିଯୋଗିତା ଉତ୍ସବ, ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଭିଭାଷଣ ପଢି ଗୌରବ ଆଣିଲେ ଓଡ଼ିଆ ଝିଅ

କଟକ: କଟକ ତଥା ସମଗ୍ର ଓଡିଶା ପାଇଁ ଗୌରବ ଆଣିଲେ ଓଡିଆ ଝିଅ ବର୍ଣ୍ଣାଳୀ ସାହୁ । ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ‘ବୀର ଗାଥାର ତୃତୀୟ ସଂସ୍କରଣ’ ପ୍ରତିଯୋଗିତାର ସମ୍ମାନ ପ୍ରଦାନ ଉତ୍ସବରେ ପ୍ରତିରକ୍ଷାମନ୍ତ୍ରୀଙ୍କ ଅଭିଭାଷଣ ପଢି ଚର୍ଚ୍ଚାରେ ଏବେ…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡ଼ରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ଆଦିବାସୀମାନଙ୍କ “ପବିତ୍ର…

ଭୁବନେଶ୍ଵର: ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ । ରାଜ୍ୟପାଳ ରଘୁବର ଦାସ ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ…

କାର୍ଯ୍ୟରେ ଅବହେଳା ଅଭିଯୋଗ; ନିଲମ୍ବିତ ହେଲେ ଆରପିଏଫ ଇନ୍ସପେକ୍ଟର ଧର୍ମେନ୍ଦ୍ର ମିଶ୍ର

ବଲାଙ୍ଗୀର: ଲୋକ କଥା ରହିଛି ଯେ, ଯିଏ ଭୁଲ୍ କାମ କରୁଛି ସିଏ ଯେତିକି ଦୋଷୀ, ଆଉ ସେହି ଲୋକକୁ ଯିଏ ସହଯୋଗ କରୁଛି କିମ୍ବା ତାହା ଭୁଲ୍ ଦେଖି ଯିଏ ଚୁପ୍ ରହୁଛି ସେ ତା ଠାରୁ ମଧ୍ୟ ବଡ ଦୋଷୀ । ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡରେ । କାର୍ଯ୍ୟରେ ଅବହେଳା…

ବାଲୁକାକଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣେଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସବୁଠି ଉତ୍ସାହ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା କରି ସେଥିରେ ହୀନ୍ଦିରେ ମେରା ଭାରତ୍…

ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା, ପୋଲିସର ତଦନ୍ତ ଜାରି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା । ମୃତ ଯୁବକ ଜଣକ ହେଲେ ସୁବଳୟା ଧିବରପଡାର ଡମ୍ବରୁଧର ଅଧିକାରୀ । ଘଟଣା ସ୍ଥଳରେ ସୁବଳୟା ପୋଲିସ ର ତନାଘନା ଆରମ୍ଭ । ଅଭିଯୋଗ ଅନୁସାରେ ଗତକାଲି ସଂଧ୍ୟାରେ ଡମ୍ବରୁ ଘରୁ ବାହାରି କେଉଁକାମରେ ଯାଇଥିଲେ,…