Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡିପଥେରିଆ ଆତଙ୍କ: ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ପରିସ୍ଥିତି ଅନୁଧ୍ୟାନ କଲେ ଡାକ୍ତରୀ ଟିମ୍

ମାଲକାନଗିରି: ମାଲକାନଗିରି ଡିପଥେରିଆ ଆତଙ୍କ। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମେଡିକାଲ ଟିମ୍ ଗାଁରେ ପହଂଚି ସ୍ଥିତି ପରଖିଛି। ମୃତକ ଜଣକ ଛାତ୍ର ହୋଇଥିବାରୁ ତଙ୍ଗଗୁଡ଼ା ଆବାସିକ ବିଦ୍ୟାଳୟରେ ପହଞ୍ଚି ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି ଟିମ୍ । କୋରାପୁଟ,…

ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ

ଭୁବନେଶ୍ବର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। କାର୍ଯ୍ୟସୂଚୀ ଅନୁଯାୟୀ, ସୋମବାର ଦିନ ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରିବେ ମୁଖ୍ୟମନ୍ତ୍ରୀ। ଏହା ପରେ ଝାଡ଼ଖଣ୍ଡରେ ପହଞ୍ଚି ସେଠାରୁ ରାଞ୍ଚିରୁ ହେଲିକପ୍‌ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ…

ଧରାପଡ଼ିବ କିଏ କହୁଛି ମିଛ ? ୫ ପୁଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ ? ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ। ଏଥିନିମନ୍ତେ ସେମାନଙ୍କୁ ଧରି ଆଜି…

ଲବଣଗିରି ମନ୍ଦିର ପ୍ରତିଷ୍ଠାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଲବଣଗିରି ମନ୍ଦିର ପ୍ରତିଷ୍ଠା ହେବାକୁ ଯାଉଛି। ଏଥିଲାଗି ଡିସେମ୍ବର ୧୨ରେ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ଐତିହାସିକ ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ହନୁମାନ ମନ୍ଦିର…

୬ରେ ଲଘୁଚାପ, ଓଡ଼ିଶା ଉପରେ ପଡିବନି ପ୍ରଭାବ !

ଭୁବନେଶ୍ୱର: ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଥାଇଲାଣ୍ଡରେ ମଧ୍ୟ ଆଉ ଏକ ଲଘୁଚାପ…

ବଦଳିଲେ ବହୁ ଜିଲ୍ଲାର ଏସ୍‌ପି, ପିନାକ ମିଶ୍ର ହେଲେ ଭୁବନେଶ୍ୱରର ନୂଆ ଡିସିପି

ଭୁବନେଶ୍ୱର: ଆଜି ଏସ୍‌ପି ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୨୦ଟି ଜିଲ୍ଲାର ଏସ୍‌ପିଙ୍କ ବଦଳି ହୋଇଛି। ବ୍ରହ୍ମପୁର ଓ ରାଉରକେଲାକୁ ମଧ୍ୟ ମିଳିଛନ୍ତି ନୂଆ ଏସ୍‌ପି। ଆଉ ଏହି କ୍ରମରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହଙ୍କୁ ମଧ୍ୟ ତାଙ୍କ ପଦରୁ ହଟାଇ ଦିଆଯାଇଛି। କଟକ ଡିସିପିଙ୍କର ମଧ୍ୟ…

କୋଣାର୍କରେ କାଉ ମଡ଼କ, ଆତଙ୍କିତ ସ୍ଥାନୀୟ ବାସିନ୍ଦା

ପୁରୀ: କୋଣାର୍କର ବିଭିନ୍ନ ସ୍ଥାନରେ କାଉ ମଡ଼କ ପରେ ପୁଣିଥରେ ବାର୍ଡ ଫ୍ଲୁ ବ୍ୟାପିବାର ଆଶଙ୍କା ଦେଖାଦେଇଛି। ସୂଚନାନୁସାରେ, ସ୍ଥାନୀୟ ଲୋକମାନେ କୋଣାର୍କର ଏକ କିଲୋମିଟର ଦୂରତ୍ୱ ମଧ୍ଯରେ ମୃତ କାଉ ଗୁଡିକୁ ପଡିଥିବାର ଦେଖିଥିଲେ। ଯଦିଓ କାଉମାନେ କାହିଁକି ମୃତ୍ୟୁବରଣ କରୁଛନ୍ତି ତାହାର…

ଅଚ୍ୟୁତ ସାମନ୍ତଙ୍କୁ ଆଇକନିକ ହେଲଥକେୟାର ଲିଡର୍‍ ସମ୍ମାନ

ଭୁବନେଶ୍ୱର: କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସୋସିଏସନ୍‍ ଅଫ୍‍ ହେଲ୍‍ଥକେୟାର ପ୍ରୋଭାଇଡର୍ସ (ଏଏଚ୍‍ପିଆଇ) ଇଣ୍ଡିଆ ପକ୍ଷରୁ ସମ୍ମାନଜନକ ଆଇକନିକ ହେଲଥକେୟାର ଲିଡର୍‍ ସମ୍ମାନ ପ୍ରଦାନ କରାଯାଇଛି। ରବିବାର ଚେନ୍ନାଇଠାରେ ଅନୁଷ୍ଠିତ ଦ୍ୱିତୀୟ ଏଏଚ୍‍ପିଆଇ…

ଆଇପିଏସ ସ୍ତରରେ ଅଦଳ ବଦଳ, ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର

ଭୁବନେଶ୍ୱର: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର। ଗୁଇନ୍ଦା ନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ଏଡିଜିଙ୍କଠାରୁ ଆରମ୍ଭ କରି କଟକ-ଭୁବନେଶ୍ୱର ପୁଲିସ କମିଶନର ପର୍ଯ୍ୟନ୍ତ ଅନେକ ଗୁରୁତ୍ୱପୂର୍ଣ୍ଣ ଓ ବଡ଼ ବଡ଼ ପଦବୀରେ ଥିବା ଆଇପିଏସ ଅଫିସରଙ୍କୁ ବଦଳି…

ଆନ୍ଧ୍ରରୁ ଆଣି ଓଡ଼ିଶା ନମ୍ବର ଲଗାଇ ବିକୁଥିଲେ ବାଇକ; ୧୯ଟି ବାଇକ ସହ ଧରାପଡିଲା ଚୋର

ପାରଳାଖେମୁଣ୍ଡି: ଆନ୍ଧ୍ରରୁ ଚୋରି ଆଣି ଓଡ଼ିଶା ନମ୍ବର ଲଗାଇ ବାଇକ ବିକୁଥିଲା। ୧୯ଟି ବାଇକ ସହ ଧରାପଡିଲା ଚୋର। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରୁ ଚୋରି ହୋଇଥିବା ୧୯ଟି ବାଇକ୍ ଜବତ କରିଛି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ। ଏହି ମାମଲାରେ ଅନ୍ୟଜଣ ଅଭିଯୁକ୍ତ ଫେରାର ଅଛି।…