Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ପୌଷପୂର୍ଣ୍ଣିମା: ରାଜରାଜେଶ୍ଵର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବା ସହ ରତ୍ନସିଂହାସନରେ ଶ୍ରୀଜୀଉମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ବିଭୂଷିତ ହେବେ। ପୂର୍ବଦିନରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ…

ସମଲେଇ ପ୍ରକଳ୍ପ ଲୋକାର୍ପଣ: ୨୭ରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆସନ୍ତା ୨୭ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସେଦିନ ଚତୁର୍ଥ ଶନିବାର ଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ଥିବା ବେଳେ ସମସ୍ତ ଶିକ୍ଷାନୁଷ୍ଠାକୁ ବନ୍ଦ ଘୋଷାଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀ…

ଫେବୃଆରୀ ୧୬ରୁ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ତିନିଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀ ସଂପଦ ସମାବେଶ।ଜନତା ମଇଦାନଠାରେ ଚାଲିବ ଏହି ସମାବେଶ। ଏହା ପୂର୍ବରୁ ମତ୍ସ୍ୟ ଓ ପ୍ରାଣୀସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

5T ସ୍କୁଲ ରୂପାନ୍ତରଣ: ୨୮୬ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮୬ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି । ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁରରରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ଖୋର୍ଦ୍ଧା…

IPS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ପୋଲିସ କମିଶନର, ସଞ୍ଜୀବ ପଣ୍ଡା ହେଲେ ନୂଆ ସିପି

ଭୁବନେଶ୍ୱର: IPS ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।ଭୁବନେଶ୍ବର-କଟକ ଟ୍ବିନ୍‌ ସିଟିର ପୋଲିସ କମିଶନରଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସଞ୍ଜୀବ ପଣ୍ଡାଙ୍କୁ ଦାୟିତ୍ଵ ଦିଆଯାଇଛି। ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ଭାବେ ଦାୟିତ୍ବ…

ଫେବ୍ରୁଆରୀ ୩ରୁ ଭୁବନେଶ୍ୱର କାହାଣୀ ଉତ୍ସବର ତୃତୀୟ ସଂସ୍କରଣ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଭୁବନେଶ୍ୱର କାହାଣୀ ଉତ୍ସବ ‘BhuFesTo’ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ଆସନ୍ତା ଫେବ୍ରୁଆରୀ ୩ରୁ ୫ ଯାଏ ଭୁବନେଶ୍ୱରର ୪ଟି ସ୍ଥାନରେ ଏହା ଆୟୋଜିତ ହେବ। ଇନ୍ଦିରା ଗାନ୍ଧୀ ପାର୍କ, ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ…

ଶଙ୍ଖ ଛାଡ଼ି ହାତ ଧରିଲେ ବଳଭଦ୍ର ମାଝୀ

ଭବାନୀପାଟଣା: ଶଙ୍ଖ ଛାଡ଼ି ହାତ ଧରିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ  କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ…

କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ କରାଯାଉ: ଓଡ଼ିଶା ଅଭିଭାବକ ମହାସଂଘ

ଭୁବନେଶ୍ୱର: କୋଚିଂ ସେଣ୍ଟର ପଞ୍ଜିକରଣ ସହ ନୂଆ ଗାଇଡଲାଇନ ଲାଗୁ ପାଇଁ ଦାବି କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଏଗୁଡିକୁ ନିୟନ୍ତ୍ରଣ କରିବାପାଇଁ ଓଡିଶା ଅଭିଭାବକ ମହାସଂଘ ଦୀର୍ଘ ଦିନ ଲଢେଇ କରିଆସୁଥିଲା। ପ୍ରାୟ ୪ବରର୍ଷ ପରେ କେନ୍ଦ୍ର ସରକାର କୋଚିଂ ସେଣ୍ଟର ଉପରେ ସ୍ୱତନ୍ତ୍ର ଗାଇଡ଼ ଲାଇନ…

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହି ବିଲଡିଂର ଲୋକାର୍ପଣ କରିଛନ୍ତି ।…