Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୋକିମ୍, ଚିରଞ୍ଜୀବ ଓ କୃଷ୍ଣଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ, ଶ୍ରୀକାନ୍ତଙ୍କ ଉପରେ ଲାଗୁ ହେବ କି ସମାନ ନିୟମ?

ଭୁବନେଶ୍ଵର: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିଛି କଂଗ୍ରେସ। ସେହିପରି ଅନ୍ୟତମ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ବିରୋଧରେ ଲାଗୁ ହୋଇଥିବା ବହିଷ୍କାର ଆଦେଶ ମଧ୍ଯ ପ୍ରତ୍ୟାହାର କରିଛି କଂଗ୍ରେସ।…

ନେତାଙ୍କ ଘର ବାହୁଡା: ଦଳକୁ ଫେରିଲେ ୩ କଂଗ୍ରେସ ନେତା

ଭୁବନେଶ୍ଵର: ଘରକୁ ଫେରିଲେ ଦୁଇ ବରିଷ୍ଠ କଂଗ୍ରେସ ନେତା । ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳଙ୍କ ଉପରୁ ହଟିଲା ନିଲମ୍ବନ । ଉଭୟଙ୍କ ନିଲମ୍ବନ ହଟିବା ନେଇ ରାଜ୍ୟ ପ୍ରଭାରୀ ଅଜୟ କୁମାରଙ୍କ ସୂଚନା । ଏଥିସହ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ ମଧ୍ୟ ପୁଣିଥରେ ଦଳକୁ…

ଭବାନୀପାଟଣା ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଗଲେ ରୋଗୀ

ଭବାନୀପାଟଣା: ଭବାନୀପାଟଣା ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ନିଆଁ ଲାଗିଯାଇଛି । ରାତି ପ୍ରାୟ ୧୨ଟା ବେଳେ ସ୍ତ୍ରୀ ପ୍ରସୂତି ଓ ଶିଶୁ ବିଭାଗ ବିଲ୍ଡିଂର ଚତୁର୍ଥ ମହଲାରେ ନିଆଁ ଲାଗିଥିଲା । ତେବେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ…

ପୋଲିସ-ମାଓବାଦୀ ଗୁଳି ବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ

ବୌଦ୍ଧ: ପୁଣି ବୌଦ୍ଧରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ପୋଲିସର ସର୍ଚ୍ଚ ଅପରେସନ ବେଳେ ଗୁଳି ବିନିମୟ । ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଗୋଟିଏ ମାଓ…

ପରଲୋକରେ ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡା, ରାଜ୍ୟ ବିଜେପିର ଶୋକ

କଟକ: ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ପରଲୋକ । ଆଜି ୭୬ ବର୍ଷ ବୟସରେ କଟକ ସିଡିଏ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କିଛି ଦିନ ହେବ ଅସୁସ୍ଥତା କାରଣରୁ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ସାମ୍ୱାଦିକତା ଏବଂ ସମାଜସେବା କ୍ଷେତ୍ରରେ ତାଙ୍କର…

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ଲାଗିଛି ମୋହର  

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ବୈଠକରେ ୧୨ଟି ବିଭାଗର ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାମାଜିକ ସୁରକ୍ଷା ଓ…

ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତା: ପ୍ରଥମ ସ୍ଥାନ ଅଧିକାର କଲା ମୟୂରଭଞ୍ଜ ଦ୍ରୌପଦୀ ବାଳିକା…

ଭୁବନେଶ୍ବର: ଜାନୁୟାରୀ ୨୧ ଓ ୨୨ ତାରିଖ ଦୁଇ ଦିନ ବ୍ୟାପି ନୂଆଦିଲ୍ଲୀ ସ୍ଥିତ ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମଠାରେ ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏଥିରେ ଓଡିଶାର ମୟୂରଭଞ୍ଜ ଜିଲ୍ଲାର ଦ୍ରୌପଦୀ ବାଳିକା ଉଚ୍ଚବିଦ୍ୟାଳୟ, ପାଇପ ବ୍ୟାଣ୍ଡ (ବାଳିକା)…

ଭକ୍ତଙ୍କ ପ୍ରତି ସେବାୟତଙ୍କ ଆଚରଣ ଓ ଉଚ୍ଚାରଣରେ ପରିବର୍ତ୍ତନ ଆଣିବାକୁ ନିବେଦନ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଗତ 17 ତାରିଖ ଦିନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ଭବ୍ୟ ଭାବେ ଅନୁଷ୍ଠିତ ହୋଇଯାଇଥିବା ବେଳେ, ପ୍ରକଳ୍ପ ଉଦ୍ଘାଟନ ନେଇ ସାରା ରାଜ୍ୟରେ ଅର୍ପଣ ରଥ ଘୁରି ବୁଲିଥିଲା । ଏହା ମାଧ୍ୟମରେ ରାଜ୍ୟର କୋଣ ଅନୁକୋଣରୁ ଜଗନ୍ନାଥ ପ୍ରେମୀ ଭକ୍ତ ମାନେ ଚାଉଳ, ଗୁଆ ଓ ଟଙ୍କା…

IAS ସ୍ତରରେ ବଡ ଧରଣର ଅଦଳବଦଳ; ୧୭ ଜିଲ୍ଲାପାଳଙ୍କୁ ଏକାଥରକେ ବଦଳି

ଭୁବନେଶ୍ବର : IAS ସ୍ତରରେ ବଡ ଧରଣର ଅଦବଦଳ କଲେ ରାଜ୍ୟ ସରକାର । ୧୭ଜିଲ୍ଲାପାଳଙ୍କୁ ଏକାଥରେ ବଦଳି କରାଯାଇଛି । ପୁରୀ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ବରଗଡ଼ , ବଲାଙ୍ଗିର, ରାୟଗଡା , ଅନଗୁଳ , ଯାଜପୁର , କୋରାପୁଟ , କେନ୍ଦ୍ରପଡା , ସମ୍ବଲପୁର , ମାଲକାନଗିରି, ବୌଦ୍ଧ , ସୋନପୁର, ନୟାଗଡ…

ବାସଭବନରେ ରହି ଭର୍ଚ୍ଚୁଆଲ ମାଧ୍ୟମରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମନ୍ଦିରରେ ବିଜେ କରିଛନ୍ତି ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର । ସମସ୍ତ ରିତିନୀତି ଓ ପୂଜା ବିଧାନ ସହ ଶେଷ ହେଲା ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ । ଆଜି ପୂର୍ଣ୍ଣ ହେଲା କୋଟି କୋଟି ଭକ୍ତଙ୍କ ମନୋକାମନା । ଆଜିର ଏହି ଉତ୍ସବରେ ସାରା ଦେଶ ହୋଇଯାଇଛି…