Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି। ସକାଳଠୁ ଏଯାବତ କୁହୁଡିର ଚାଦର ଏବେ ଘେରି ରହିଛି। ଉପକୂଳ ଓଡ଼ିଶା ଓ ଏହାର ଆଖପାଖ ଜିଲ୍ଲାଗୁଡ଼ିକରେ ଆଜି ସକାଳେ ଘନ କୁହୁଡ଼ି ଲାଗି ରହିଥିବା ଭୁବନେଶ୍ୱର ପାଣିପାଗ…

ଓଡିଶାରୁ ରାମଲଲାଙ୍କ ପାଇଁ ଅଯୋଧ୍ୟା ଗଲା ଅହିଂସା ସିଲ୍କ ଖଣ୍ଡୁଆ ପାଟ

ଭୁବନେଶ୍ୱର: ଉଠୁଛି ପଡୁଛି ଅଯୋଧ୍ୟା ନଗରୀ । ଆଉ ମାତ୍ର କିଛି ଦିନର ଅପେକ୍ଷା । ଭବ୍ୟ ରାମମନ୍ଦିରରେ ବିରାଜିବେ ପ୍ରଭୁ ରାମଲାଲା । ସାରା ବିଶ୍ଵ ଦେଖିବା ପ୍ରଭୁ ଶ୍ରୀ ରାମଙ୍କ ଆଗମନର ଉତ୍ସବ । ସେଥିପାଇଁ ଦେଶର ସବୁ କୋଣ ଅନୁକୋଣରେ ଏବେ ଉତ୍ସବର ମାହୋଲ । ପ୍ରଭୁ ରାମଙ୍କ ଭକ୍ତିରେ ଦେଶବାସୀ ।…

ଆଜିଠୁ ପୁରୀକୁ ଗଡିବ ଜଗନ୍ନାଥ ଏକ୍ସପ୍ରେସ

ଭୁବନେଶ୍ୱର: ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ଜଗନ୍ନାଥ ଏକ୍ସପ୍ରେସ ସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେବାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ୩୦ଟି ଯାକ ଜିଲ୍ଲାରୁ ପୁରୀ କୁ ସିଧାସଳଖ ଗଡ଼ିବ ଏସି ଡିଲକ୍ସ ଆରାମଦାୟକ ବସ। ତେବେ ପ୍ରଥମ…

ଓସ୍‌ଜା ବାର୍ଷିକ କ୍ରୀଡ଼ା ପୁରସ୍କାର ସମାରୋହ; “ଶୃଙ୍ଖଳା ହିଁ ସଫଳତାର ମାପକାଠି: କିଶୋର ଜେନା” 

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମ୍‌ ଟେନିସ ସେଣ୍ଟରରେ ଆୟୋଜିତ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା) ଦ୍ବାରା ଚଳିତ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଏସିଆଡ଼ କ୍ରୀଡ଼ା ପଦକ ବିଜେତା ଜାଭେଲିନ୍‌ ଫିଙ୍ଗାଳି କିଶୋର ଜେନା ଯୋଗଦେଇଥିଲେ। ଶୃଙ୍ଖଳା ଓ…

ତୃତୀୟ ଦିନରେ ଜମୁଛି ଧନୁଯାତ୍ରା: ଗୋପପୁରରେ କୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ନନ୍ଦରାଜା ଓ ରାଣୀ

ବରଗଡ: ତୃତୀୟ ଦିନରେ ଜମୁଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଗୋପପୁରରେ ଶ୍ରୀକୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ନନ୍ଦରାଜା ଓ ନନ୍ଦରାଣୀ । ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ । କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର । ଏହାସହ କୃଷ୍ଣଙ୍କ ଆଗମନରେ…

ସପରିବାର ସହ କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗ

ଭୁବନେଶ୍ବର: କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ଦିଲ୍ଲୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ଯୋଗ ଦେଇଛନ୍ତି । କଂଗ୍ରେସ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଛି ।…

ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି, ଅନ୍ତରୀଣ ସୁରକ୍ଷା ଫେବୃଆରୀ ୧ ଯାଏଁ ବଳବତ୍ତର

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି । ଫେବ୍ରୁଆରି ୧ ଯାଏଁ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି । ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରଦାପ ଜେନା ଦାୟର କରିଥିବା…

ଫେକ୍‌ ଆକାଉଣ୍ଟ ମାମଲା: ର‍୍ୟାକେଟ୍‌ର ଅନ୍ୟତମ ସଦସ୍ୟ ସୌରଭ ମାଇତି ଗିରଫ

ଭୁବନେଶ୍ବର: ଫେକ୍‌ ଆକାଉଣ୍ଟ ମାମଲାରେ ଆଉ ଜଣେ ଗିରଫ । ପଶ୍ଚିମବଙ୍ଗ ମେଦିନାପୁରରୁ (୩୦) କୁ ଗିରଫ କଲା ଏସ୍‌ଟିଏଫ୍ । ଗିରଫ ପରେ ସୌରଭକୁ ୪ ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ବର ଅଣାଯାଉଛି । ଗରିବ ଓ ଅପାଠୁଆ ଲୋକଙ୍କ ଠାରୁ ଡକ୍ୟୁମେଣ୍ଟ ଆଣି ତାଙ୍କ ନାଁ ରେ ଆକାଉଣ୍ଟ ଖୋଲି ବେଆଇନ…

ରାଜଧାନୀରୁ ବିପୁଳ ପରିମାଣର କଫ୍ ସିରଫ ଜବତ, ୨ ଗିରଫ

ଭୁବନେଶ୍ବର: ବିପୁଳ ପରିମାଣର କଫ ସିରପ ଜବତ କଲା ନୟାପଲ୍ଲୀ ପୋଲିସ । ୧୬୮୦ ଟି ବୋତଲ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ମହିମା ନଗର ଗାଢକଣ ର ଜଗନ୍ନାଥ ଜେନା ଓରଫ ଜଗନ (୪୭) ଓ ସାଲିଆ ସାହି ବସ୍ତିର ଅନିଲ କୁମାର ନାୟକ ଓରଫ ଅଞ୍ଛୁ (୨୫) ।…

ପ୍ରତୀକ୍ଷାର ଅନ୍ତ ଘଟିଲା; ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ । ନିର୍ଦ୍ଧାରିତ ସମୟ ଅନୁସାରେ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ସହ ଫଳକ ଉନ୍ମୋଚନ ହୋଇଛି । ତିନି ଦିନ ଧରି…