Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ପରିକ୍ରମା ପ୍ରକଳ୍ପର ଲୋକାର୍ପଣ, ସାମିଲ ହେବେ ୯୦ ଦେଶର ପ୍ରତିନିଧି

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀ ଏବେ ଉତ୍ସବମୁଖର। ଏହି ପରିକ୍ରମା ପ୍ରକଳ୍ପ ଆଜି ଅର୍ଥାତ ବୁଧବାର ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ। ଜଗନ୍ନାଥ ହେରିଟେଜ୍ କରିଡର ଭାବରେ ମଧ୍ୟ ଜଣାଶୁଣା | ଓଡ଼ିଶା ବ୍ରିଜ୍ ଏବଂ ନିର୍ମାଣ ନିଗମ (ଓବିସିସି) ଦ୍ୱାରା ଏହି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ସ୍ୟାଣ୍ଡ ଆନିମେସନ କଲେ ବାଲୁକା ଶିଳ୍ପୀ ମାନସ ସାହୁ

ପୁରୀ: ଆସନ୍ତା କାଲି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହା ପାଇଁ ଚାଲିଛି ଜୋରଦାର୍ ପ୍ରସ୍ତୁତି। ଏହାରି ଭିତରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ସ୍ୟାଣ୍ଡ ଆନିମେସନ ଜରିଆରେ ଏହାକୁ ଚିତ୍ରଣ କରିଛନ୍ତି। ଆନିମେସନ ଭିଡିଓଟି ୩ମିନିଟି ୩୯ସେକେଣ୍ଡର ହୋଇଥିବା…

ଫେବୃଆରୀ ୩ରୁ ଭୁବନେଶ୍ୱରରେ ଏକାମ୍ର ଉତ୍ସବ ଆୟୋଜନ କରିବ ବିଡିଏ

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୩ରୁ ଏକାମ୍ର ଉତ୍ସବ ଆୟୋଜନ କରିବ ବିଡିଏ। IDCO ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ କାର୍ଯ୍ଯକ୍ରମ। ଏକାମ୍ର ଉତ୍ସବ ତିନୋଟି ଉପାଦାନ ଅର୍ଥାତ୍- ଭୁବନ୍-ଇ-ସ୍ୱର୍ ବା ମୁଖ୍ୟ ଇଭେଣ୍ଟ , ସିଟି କାର୍ନିଭାଲ୍- ଲୋକ ଉତ୍ସବ ଏବଂ ଖାଦ୍ୟ ମହୋତ୍ସବ - ଆମ ବ୍ୟଞ୍ଜନରେ…

ପ୍ରତିଶୃତି ରଖିଲେ ରେଳମନ୍ତ୍ରୀ: ଦଶପଲ୍ଲା ଷ୍ଟେସନରେ ଖୋଲିଲା ରିଜର୍ଭେସନ ଟିକେଟ୍ କାଉଣ୍ଟର

ଭୁବନେଶ୍ୱର: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜାନୁଆରୀ ୨୦୨୪ର ପ୍ରଥମ ସପ୍ତାହରେ ଦଶପଲ୍ଲା ଗସ୍ତ ସମୟରେ ଏହି ଅଞ୍ଚଳର ଲୋକମାନେ ଦଶପଲ୍ଲା ରେଳ ଷ୍ଟେସନରେ ଯାତ୍ରୀ ସଂରକ୍ଷଣ ପ୍ରଣାଳୀ (PRS) କାଉଣ୍ଟର ବା ରିଜର୍ଭରେସନ ଟିକେଟ କାଉଣ୍ଟର ଖୋଲିବାକୁ ଦାବି କରିଥିଲେ। ଶ୍ରୀ ବୈଷ୍ଣବ…

ଓଡ଼ିଶାରେ କେତେ ରୂପାନ୍ତରୀକରଣ ହୋଇଛି?: ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ ପରେ ତେଜିଲା ବୟାନବାଜି

ଭୁବନେଶ୍ୱର: ଦୀର୍ଘ ୨୫ ବର୍ଷ ସରକାରରେ ରାଜ୍ୟରେ ଅନେକ ରୂପାନ୍ତରୀକରଣ ହୋଇଛି। ଶାସକ ଦଳ ବିଜେଡିର ଏହି ଦାବିକୁ ନେଇ ଏବେ ବିରୋଧୀ ଘେରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ବାନ କରିଛନ୍ତି ଯେ ଏଥିପାଇଁ ଏକ ମଞ୍ଚ ପ୍ରସ୍ତୁତ ହେଉ।…

ଖଣି ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦୁଇ ଅଟକ

ଖୋର୍ଦ୍ଧା: ଜଣେ ଖଣି ଅଧିକାରୀ ମରଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ଦୁଇ ଜଣ ସନ୍ଦିଗ୍ଧଙ୍କୁ ଅଟକ କରିଛି। ଏହି ଆକ୍ରମଣରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ନେଇ ଉଭୟଙ୍କୁ ପଚରାଉଚରା କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ସହର ଉପକଣ୍ଠ…

ପୁଅ-ଝିଅଙ୍କୁ ଧରି କୂଅକୁ ଡେଇଁଥିବା ମହିଳାଙ୍କୁ ୮ବର୍ଷ ଜେଲ୍, ଆତ୍ମହତ୍ୟା ପାଇଁ ଉସକାଇଥିବା ସ୍ୱାମୀଙ୍କୁ ୫ ବର୍ଷ…

ବାଲିଗୁଡା: ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କୁ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ୨୦୨୧ ମସିହାରେ ରାଇକିଆ ଅଞ୍ଚଳରେ କୂଅକୁ ଠେଲି ନିଜେ କୁଅ କୁ ଡେଇଁବା ଘଟଣାରେ ମହିଳାଙ୍କୁ ୮ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଅତିରିକ୍ତ ଜିଲ୍ଲା ଜଜ୍ । ଏହାସହ…

ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଯୋଗଦେଲେ ମନୋରମା ମହାନ୍ତି

ଭୁବନେଶ୍ୱର: ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡ. ମନୋରମା ମହାନ୍ତି। ପୂର୍ବରୁ ଏହି ପଦରେ ଥିବା ଏଚ୍ ଆର୍ ବିଶ୍ବାସଙ୍କ ସ୍ଥାନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଡ. ମହାନ୍ତି ତାଙ୍କ ନୂଆ ଭୂମିକାରେ ଅନେକ ଅଭିଜ୍ଞତା…

‘ପିଡିଏସ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପୋଷ୍ଟର ଲାଗିବା ବେଆଇନ, ଲୋକେ ହଟାଇଲେ ପୋଲିସ ଦେଉଛି ଧମକ’

ଭୁବନେଶ୍ୱର: ପିଡିଏସ୍ କେନ୍ଦ୍ରରେ ପୋଷ୍ଟର ଲଗାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି । ମୁଖପାତ୍ର ଅନୀଲ ବିଶ୍ୱାଳ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ କେନ୍ଦ୍ର ପକ୍ଷରୁ ଚାଉଳ ଯୋଗାଇ ଦିଆଯାଇଥିବା ଜାଣିବା ପରେ ଲୋକେ…