Latest Odisha News

BREAKING NEWS

Browsing Category

ଓଡିଶା

Odisha

୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଆଇସିଡିଏସ ସୁପରଭାଇଜର

ଫୁଲବାଣୀ: ୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଆଇସିଡିଏସ ସୁପରଭାଇଜର । ଫିରିଙ୍ଗିଆ ଆଇସିଡିଏସ ସୁପରଭାଇଜର ଶୈଳବାଳା ସାହୁଙ୍କୁ ଧରିଲା ଭିଜିଲାନ୍ସ । ମିନି ଅଙ୍ଗନବାଡ଼ିରୁ ଅତିରିକ୍ତ ଅଙ୍ଗନବାଡ଼ି କରିବାକୁ ମୁର୍ଜା ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ ୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର ।…

ପୁଟ୍ରୀ ମହୁଲ ସଂରକ୍ଷିତ ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଠାବ, ବିସ୍ଫୋରକ ସାମଗ୍ରୀ ଜବତ

କଳାହାଣ୍ଡି: ସର୍ଚ୍ଚ ଅପରେସନ୍‌ ବେଳେ କଳାହାଣ୍ଡି ଜିଲ୍ଲା ଏମ୍‌. ରାମପୁର ଥାନା ଅଧିନ ପୁଟ୍ରୀ ମହୁଲ ସଂରକ୍ଷିତ ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଠାବ ହୋଇଛି । ସେଠାରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ବର୍ତ୍ତମାନ ମଧ୍ୟ ସେହି ଜଙ୍ଗଲରେ କମ୍ୱିଂ ଅପରେସନ ଜାରି ରହିଛି ।…

ସନ୍ଦିଗ୍ଧ ଘରୁ ୭ଟି ସିମ୍‌ବକ୍ସ ଠାବ, ଜଣେ ଗିରଫ

ଭୁବନେଶ୍ବର: ସନ୍ଦିଗ୍ଧ ଘରୁ ୭ଟି ସିମ୍‌ବକ୍ସ ଠାବ । ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଏକ ସନ୍ଦିଗ୍ଧ ଘରୁ ଠାବ ହୋଇଛି ୭ଟି ସିମ୍‌ବକ୍ସ । ସ୍ପେଶାଲ ସ୍କ୍ବାଡ୍‌ ଓ ଲକ୍ଷ୍ମୀସାଗର ପୋଲିସର ମିଳିତ ଚଢାଉ ବେଳେ ସିମ୍‌ ବକ୍ସ ସହ ଜଣକୁ ଅଟକ ରଖିଛି ପୋଲିସ । ତେବେ ବିଭିନ୍ନ ଫ୍ରଡ୍‌ କଲ୍‌ କରିବାକୁ ଏହି…

ଏହି ଦୁଇ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଆସନ୍ତା ଦୁଇଟି ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସେହି ଅନୁସାରେ ଅଗଷ୍ଟ ୧୯ ଏବଂ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ…

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ୱାଇ.ବି ଖୁରାନିଆ

ଭୁବନେଶ୍ୱର: ବିଧିବଦ୍ଧ ଭାବେ ନୂତନ ପୋଲିସ ଡିଜି ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୁର ଖୁରାନିଆ । ଆଜି ଅପରାହ୍ନ ସମୟରେ ସେ ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ହେଉଛନ୍ତି ୱାଇ.ବି ଖୁରାନିଆ । ପ୍ରଥମେ ନବନିଯୁକ୍ତ…

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଦମନ, ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ

ଭୁବନେଶ୍ୱର: ଘୋଷଣା ହୋଇଛି ୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୨୦୨୨ରେ ରିଲିଜ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର 'ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ପୁରସ୍କାର ମିଳିଛି। ଜାତୀୟ ପୁରସ୍କାର ମିଳିବା ପରେ ଓଡ଼ିଆ ସିନେ ଜଗତ ସହ ଦମନର ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ମନରେ ଖୁସିର ଲହରୀ…

ନରମିଲା ବିଜେପି…ଜିଦରେ ବିଜେଡି

ଭୁବନେଶ୍ବର: ବିଧାୟକଙ୍କ ପାଠଶାଳାକୁ ନେଇ ଥମୁନି ବିବାଦ। ବିରୋଧୀ ବିଜେଡି ଓ କଂଗ୍ରେସର ବୟକଟ୍ ଧମକ ପରେ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର ନେଇ ସଂଶୋଧିତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜେପି ନଡ୍ଡାଙ୍କୁ ଅତିଥି ତାଲିକାରୁ ବାଦ୍ ଦିଆଯାଇଥିବା ବେଳେ…

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ, କହିଲେ ଏପରି କିଛି..

ଭୁବନେଶ୍ବର: ହାତ ଛାଡିଲେ ବିଜୟ ପଟ୍ଟନାୟକ । ଆଜି ସେ କଂଗ୍ରେସ ର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି । କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୟ ପ୍ରତିକ୍ରିୟା ଦେଇ କହିଛନ୍ତି, ଦଳରେ ମୋର କୌଣସି ସମ୍ମାନ ଓ…

ଥାନା ଆଗରେ ନିଜ ଦେହରେ ନିଆଁ ଲଗାଇଦେଲେ ମହିଳା

ସାଲେପୁର: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା । ମାହାଙ୍ଗା ଥାନା ଆଗରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମହିଳା ଜଣଙ୍କ । ଗୁରୁତର ଅବସ୍ଥାରେ ମହିଳାଙ୍କୁ କଟକ ଏସସିବି କୁ ସ୍ଥାନାନ୍ତର କରାଯାଇଛି । ମହିଳାଙ୍କ ଶରୀରରେ ୫୪ ପ୍ରତିଶତ ପୋଡି ଯାଇଛି । ତେବେ…

ଯୋଗାଣ ଅଧିକାରୀଙ୍କ ଅମାପ ସମ୍ପତି, ୪ଟି ପ୍ଳଟ୍‌ , ୨ଟି କୋଠା ଠାବ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ। ଏକାଥରେ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ । ଚଢ଼ାଉ ବେଳେ ଶ୍ରୀ ପ୍ରଦୀପ ମହାପାତ୍ରଙ୍କ ଘରୁ ଅମାପ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ l ଭୁବନେଶ୍ବରରେ ୨ ମହଲା ଓ କଟକରେ ଏକ…