Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ: ଲୋକାରଣ୍ୟ ଶ୍ରୀକ୍ଷେତ୍ର, ଉଠୁଛି ପଡୁଛି ଯଜ୍ଞ ବେଦୀ

ଭୁବନେଶ୍ଵର: ରାତି ପାହିଲେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବ । ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ସେଥିପାଇଁ ଯଜ୍ଞମଣ୍ଡପ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ । ତିନି ଦିନ ବ୍ୟାପୀ ଚାଲିଥିବା ଏହି ଯଜ୍ଞ…

ଜଗନ୍ନାଥଙ୍କ ପ୍ରେମରେ ବଲିଉଡ୍ ସିଙ୍ଗର, ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ନେଇ ଗାଇଲେ ଗୀତ

ଭୁବନେଶ୍ଵର: କୋଟି ଓଡ଼ିଆଙ୍କ ପ୍ରାଣକେନ୍ଦ୍ର ମହାପ୍ରଭୁ ଜଗନ୍ନାଥ । ତାଙ୍କର ଦର୍ଶନ ଟିକେ ପାଇଁ ପୃଥିବୀର କୋଣ ଅନୁକୋଣରୁ ପ୍ରତିଦିନ ଲକ୍ଷାଧିକ ଶ୍ରାଦ୍ଧାଳୁ ପୁରୀ ଆସିଥାନ୍ତି । ମହାପ୍ରଭୁଙ୍କୁ ସ୍ୱଚକ୍ଷୁରେ ଦର୍ଶନ କରି କୃପା ଭିକ୍ଷା କରିଥାନ୍ତି । ଏବେ ପୁରୀର ଚିତ୍ର ବଦଳିଛି । ସାରା…

ଖଣି ମାଫିଆଙ୍କ ଆତଙ୍କ ରାଜ୍, ଚଢ଼ାଉବେଳେ ମାଇନିଙ୍ଗ ଅଫିସରଙ୍କୁ ମରଣାନ୍ତକ ଆକ୍ରମଣ

ଖୋର୍ଦ୍ଧା: ଖୋର୍ଦ୍ଧାରେ ଖଣି ମାଫିଆଙ୍କ ଆତଙ୍କରାଜ । ଖୋର୍ଦ୍ଧା ଟାଉନ ଥାନା ଗୁଡୁମ ପଥର ଖଣିରେ ବେଆଇନ ଖଣି ଖନନ ଉପରେ ଚଢାଉ ବେଳେ ମାଇନିଂ ଅଫିସରଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କଲେ ଖଣି ମାଫିଆ । ଆକ୍ରମଣରେ ଗୁରୁତର ହୋଇଛନ୍ତି । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା: ଆଜି ଦ୍ଵିତୀୟ ଦିନରେ ରଙ୍ଗମହଲ ଉଦଘାଟନ କରିବେ ମହାରାଜ କଂସ

ବରଗଡ: ଆରମ୍ଭ ହୋଇଯାଇଛି ୭୬ ତମ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଦୀର୍ଘ ୧୧ ଦିନ ଧରି ଚାଲିବ ବରଗଡ଼ରେ ମହାରାଜ କଂସଙ୍କ ରାଜୁତି । ଉଦଘାଟନୀ ଦିବସରେ ରାଜକୀୟ ଆଡମ୍ବର ସହ ଦେବକୀ ବସୁଦେବଙ୍କ ବିବାହ ହୋଇଯାଇଥିବା ବେଳେ ମହାରାଜ ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ସିଂହାସନ ଆରୋହଣ କରିଛନ୍ତି…

ମଣ୍ଡି ଅବ୍ୟବସ୍ଥା: ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ: ଧାନମଣ୍ଡି ଅବ୍ୟବସ୍ଥା ନେଇ ଆଜି ୧୨ ଘଣ୍ଟିଆ ଦେବଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସମର୍ଥନ କରୁଛି ଜିଲ୍ଲା କୃଷକ ସଂଘ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଆଜି…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ଶହ ଶହ ପଶୁପକ୍ଷୀ ବଳି

ବଲାଙ୍ଗୀର: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ । ଆଜି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ପାଳିତ ହେଉଛି ଶୁଲିଆ ମହୋତ୍ସବ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହେବ ଗାଁ ରାସ୍ତା । ଏଥିପାଇଁ ଖଇରଗୁରା ଗାଁର ବଡ଼ଖଳା ଓ କୁମୁରିଆ ଗାଁର…

ପ୍ରକାଶ ପାଇଲା ଜୁନିଅର ଟିଚର (ସ୍କିମାଟିକ) ରେଜଲ୍ଟ

ଭୁବନେଶ୍ବର: ପ୍ରକାଶ ପାଇଲା ଜୁନିଅର ଟିଚର ( ସ୍କିମାଟିକ ) ରେଜଲ୍ଟ ।ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ୱେବସାଇଟ osepa.odisha.gov.in ରେ ପ୍ରକାଶ ପାଇଛି ପରୀକ୍ଷା ଫଳ ।ମୋଟ ୧୮ ହଜାର ୭୮୮ ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଦୀର୍ଘ ୭ ବର୍ଷ ପରେ ନିଯୁକ୍ତି…

ନିଜ ଭାଷାରେ ମିଳିବ ପାଣିପାଗ ଖବର: PMS ଆପ୍ ଲୋକାର୍ପିତ କଲେ ଉପ-ରାଷ୍ଟ୍ରପତି 

ଭୁବନେଶ୍ୱର: ଏଣିକି ପ୍ରତି ପଞ୍ଚାୟତରେ ପାଣିପାଗର ତଥ୍ୟ ପହଞ୍ଚିବ । ଆଇଏମଡିର ମୋବାଇଲ ଆପ ଜରିଆରେ ଏହି ତଥ୍ୟ ପହଞ୍ଚାଯିବାର ବ୍ୟବସ୍ଥା କରାଯାଇଛି । ନିଜ ନିଜ ଭାଷାରେ ଚାଷୀ ଓ ସାଧାରଣ ଲୋକ ପାଇପାରିବେ ପାଣିପାଗ ଖବର । ଏନେଇ ପଞ୍ଚାୟତ ମୌସମ ସେବା ‘PMS’ ଆପର ଶୁଭାରମ୍ଭ କରିଛନ୍ତି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ସମୀକ୍ଷା କଲେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । ତାଙ୍କ ସହ ଅନ୍ୟ ବରିଷ୍ଠ ପୋଲିସ…

ବିରଜା ହାଟକୁ ଅନ୍ୟତ୍ର ସ୍ଥାନାନ୍ତରିତ ନିଷ୍ପତ୍ତିକୁ ବ୍ୟବସାୟୀଙ୍କ ବିରୋଧ

ଯାଜପୁର: ଯାଜପୁର ଜିଲ୍ଲା ର ବିରଜା ହାଟକୁ ଅନ୍ୟତ୍ର ସ୍ଥାନାନ୍ତର ନିଷ୍ପତ୍ତି କୁ ବ୍ୟବସାୟୀ ଙ୍କ ବିରୋଧ ଜାରି ରହିଛି । ଆଜି ପ୍ରଭାବିତ ବ୍ୟବସାୟୀ ଙ୍କ ପକ୍ଷରୁ ଏକ ପ୍ରତିବାଦ ସଭା କରାଯାଇଥିଲା । ଏଥିରେ କ୍ଷତିଗ୍ରସ୍ତ ବ୍ୟବସାୟି ଙ୍କୁ ପ୍ରଥମେ ଥଇଥାନ କରିବା ପରେ ଅନ୍ୟତ୍ର ସ୍ଥାନାନ୍ତର…