Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୁଃଖଦ ଖବର: ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିସ

ଭୁବନେଶ୍ୱର: ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିସ । ଆଜି ସକାଳ ୯ଟାରେ ସିଂହ କ୍ରିସର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୨୦୦୪ରେ ନନ୍ଦନକାନନରେ ଜନ୍ମ ହୋଇଥିଲା କ୍ରିସ୍ l କ୍ରିସ୍‌ କଳ୍ପନା ଓ ଜିତ୍ ନାମକ ୨ଟି ଛୁଆ ଜନ୍ମ ଦେଇଛି l ଗତ ଜୁଲାଇ ୨୬ରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲା…

ଏସସିବିରେ ରୋଗୀଙ୍କୁ ଦୁଷ୍କର୍ମ ଘଟଣା, ମୁହଁ ଖୋଲିଲେ ଗିରଫ ଡାକ୍ତରଙ୍କ ପତ୍ନୀ

କଟକ: ଏସସିବିରେ ରୋଗୀଙ୍କୁ ଜଣେ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗରେ ମୁହଁ ଖୋଲିଛନ୍ତି ତାଙ୍କ ପତ୍ନୀ। ତାଙ୍କର କହିବାନୁସାରେ, ମୋ ସ୍ବାମୀଙ୍କୁ ଫଶାଯାଉଛି, ଜାଣିଶୁଣି କ୍ୟାରିୟର ନଷ୍ଟ କରିଦେବାକୁ ଚାହୁଁଛନ୍ତି। ସେ ଆସନ୍ତା ମାସରେ ଡିଗ୍ରୀ ପାଇଥାନ୍ତେ ବୋଲି ସେ କହିଛନ୍ତି। ତାଙ୍କ ବିରୋଧରେ…

ଅନୁସୂଚିତ ଜାତି ଓ ଜନଜାତି ପକ୍ଷରୁ ଆସନ୍ତା ୨୧ରେ ଭାରତ ବନ୍ଦ ଡାକରା

ଭୁବନେଶ୍ବର: ଆସନ୍ତା ୨୧ରେ ଭାରତ ବନ୍ଦ । ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହାକୁ କିପରି ସଫଳ କରାଯିବ ସେନେଇ ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ ଡାକବଙ୍ଗଳାର ଅନୁସୂଚିତ ଜାତି ସମାଜର…

ଚିତ୍ରୋତ୍ପଳା ନଦୀକୁ ଡେଇଁଲେ ମା’ ଓ ପୁଅ

ସାଲେପୁର: କଟକ ସାଲେପୁରରେ ଘଟିଯାଇଛି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ, ଜଣେ ମହିଳା ନିଜ ଛୋଟ ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ି‌ଛନ୍ତି। ସେମାନଙ୍କ ଘର ନେମାଳ ଅଞ୍ଚଳରେ ହୋଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ପୁଅର ମୃତଦେହ ନଦୀରୁ ଉଦ୍ଧାର କରିଥିବା ବେଳେ ମା’ର ସନ୍ଧାନ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭୂତତ୍ତ୍ଵବିତ୍‌

ଭବନେଶ୍ୱର: ଭିଜିଲାନ୍ସ ଜାଲରେ ଭୂତତ୍ତ୍ଵବିତ୍‌। ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜିଓଲୋଜିଷ୍ଟ। ବଲାଙ୍ଗୀର ଜିଲ୍ଲାର ଭୂତଳ ଜଳ ବିଭାଗରେ କାର୍ଯ୍ୟରତ ଏହି ଭୂତତ୍ତ୍ଵବିତ୍‌ ଜଣକ ହେଉଛନ୍ତି ଅସୀମ ଅଂଶୁମାନ ନାୟକ। ସେ ବୁଧବାର ଜଣେ ବ୍ୟକ୍ତିଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ…

ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ଭୁବନେଶ୍ବର ଏମ୍ସରେ ଡାକ୍ତରଙ୍କ ଆନ୍ଦୋଳନ

ଭୁବନେଶ୍ୱର: ଭୁବନେଶ୍ବର ଏମ୍ସରେ ଡାକ୍ତରଙ୍କ ଆନ୍ଦୋଳନ। ରୋଗୀ ସେବା ବାଧାପ୍ରାପ୍ତ। କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ଆନ୍ଦୋଳନ। ସିନିୟର୍ ଓ ଜୁନିୟର୍ ରେସିଡେଣ୍ଟ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ। ସୂଚନା ଅନୁସାରେ, କଲିକତାରେ ଜଣେ ଲେଡି ଟ୍ରେନି…

ଗଞ୍ଜେଇ ମାଫିଆଙ୍କ ସହ ଲିଙ୍କ: ୭ ପୋଲିସଙ୍କ ସହ ୨ ହୋମଗାର୍ଡ ବିଦା

କୋରାପୁଟ: ଗଂଜେଇ ମାଫିଆଙ୍କ ସହ ଲିଙ୍କ୍‌ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ । ମାଛକୁଣ୍ଡ ଓ ଲମତାପୁଟ ଥାନାର ୭ ପୋଲିସ କର୍ମଚାରୀ ସସ୍‌ପେଣ୍ଡ । ୩ ଜଣ ଏସ୍‌ଆଇ, ୨ ଜଣ ଏପିଏଫ୍‌, ୨ କନ୍‌ଷ୍ଟେବଲ ସସ୍‌ପେଣ୍ଡ ହୋଇଛନ୍ତି । ଏପରିକି ତାଲିମ ନେଉଥିବା ୨ ଜଣ ଏସ୍‌ଆଇଙ୍କ ପ୍ରତି ବି କାର୍ଯ୍ୟାନୁଷ୍ଠାନ…

ଧର୍ମ ଉପରେ ଆକ୍ରମଣକୁ କଡା ନିନ୍ଦା, ବାଲୁକା ଚିତ୍ରକଳା ମାଧ୍ୟମରେ ଶାନ୍ତି ପାଇଁ ପଦ୍ମଶ୍ରୀ ସୁଦର୍ଶନଙ୍କ ଅପିଲ

ପୁରୀ: ଶେଖ ହାସିନା ସରକାରର ପତନ ପରେ ବାଂଲାଦେଶରେ ହିଂସା ଥମିବାର ନାଁ ଧରୁନାହିଁ। ଏହି ହିଂସା ଏବେ ସାଂପ୍ରଦାୟିକ ହିଂସାର ରୂପ ନେଇଛି। ହିନ୍ଦୁଙ୍କ ମନ୍ଦିର ଭଙ୍ଗାରୁଜା ସହ ହିନ୍ଦୁଙ୍କୁ ଆକ୍ରମଣ କରାଯାଉଛି। ଯାହାଫଳରେ ବାଂଲାଦେଶର ସଂଖ୍ୟାଲଘୁ ହିନ୍ଦୁ ମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ତେବେ…

ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ। ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ମିଳିବ ମେଡାଲ। ୧୫ ପୋଲିସ…

ଭିଜିଲାନ୍ସ ଜାଲରେ ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନା

ବାଲେଶ୍ୱର: ନୀଳଗିରି ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ବାଲିଗୋହିରି ସ୍ଥିତ ଭଡା ଘରେ ଭିଜିଲାନ୍ସ ଚଢ଼ାଉ କରିଛି। OMBADC ପାଣ୍ଠି ହଡ଼ପ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ । ୧ କୋଟିରୁ ଅଧିକ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ।…