Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୀଳଗିରିରୁ ବାଲେଶ୍ୱରକୁ ଗଡ଼ିଲା ପାସେଞ୍ଜର ଟ୍ରେନ୍, ଶୁଭାରମ୍ଭ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ବାଲେଶ୍ଵର: ନୀଳଗିରି ରୁ ବାଲେଶ୍ୱରକୁ ଗଡ଼ିଲା ମେମୁ ଟ୍ରେନ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସବୁଜ ପତାକା ଦେଖାଇ ଏହି ଟ୍ରେନ୍ ର ଶୁଭାରମ୍ଭ କରିଛନ୍ତି । ୮ଟି ବଗି ବିଶିଷ୍ଟ ଏହି ଟ୍ରେନ୍ ରେ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ବଗି ରହିଛି । ମୋଟ୍ ୧୬ କିଲୋମିଟର ପର୍ଯ୍ୟନ୍ତ ଏହି ଟ୍ରେନ ଚଳାଚଳ…

ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ଼ଗେ, ଭୁବନେଶ୍ୱରରେ ହେବ ବିଶାଳ ସମାବେଶ

ଭୁବନେଶ୍ୱର: ଚଳିତ ମାସ ଶେଷ ସପ୍ତାହରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ। ରାଜ୍ୟ କଂଗ୍ରେସ ନେତାଙ୍କ ମନୋବଳ ବଢାଇବା ସହିତ ବିଶାଳ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି…

ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ବେଳେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ ଓ ରୋଷେୟା

କେନ୍ଦ୍ରାପଡା: ମଧ୍ୟାହ୍ନ ଭୋଜନ ପ୍ରସ୍ତୁତିବେଳେ ଅଘଟଣ । ଅଳ୍ପକେ ବର୍ତ୍ତିଲେ ପାଚିକାଙ୍କ ସମେତ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡା ପୌରପାଳିକା ୮ନଂ ୱାର୍ଡ ଅଧିନ ମନକରପୁର ପ୍ରାଥମିକ ବିଦ୍ୟାଳୟରେ । ଘଟଣାସ୍ଥଳରେ ପହଞ୍ଚି ନିଆଁ କୁ ଆୟତ୍ତ କଲା ଅଗ୍ନିଶମବାହିନୀ…

ସାରଙ୍ଗଯୋଡ଼ି ଓଡିଶା ଗ୍ରାମ୍ୟବ୍ୟାଙ୍କ ଶାଖାରେ ଚୋରି ଉଦ୍ୟମ ଫେଲ୍

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳ ସାରଙ୍ଗଯୋଡି ସ୍ଥିତ ଓଡିଶା ଗ୍ରାମ ବ୍ୟାଙ୍କ ଶାଖା ରୁ ଚୋରି ଉଦ୍ୟମ । ଆଜି ସକାଳୁ ବ୍ୟାଙ୍କ ତାଲା ଭଙ୍ଗା ଯାଇଥିବା ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ମୁତାବକ, ଗତକାଲି…

ନୂଆପଡାରେ ସାମ୍ବାଦିକଙ୍କ ବୁମ୍ ଫିଙ୍ଗି ଅପମାନିତ କଲେ ପ୍ରକ୍ସି ସରପଞ୍ଚ

ନୂଆପଡା: ରାଜ୍ୟ ତଥା ରାଜ୍ୟ ବାହାରେ ବାରମ୍ବାର ସାମ୍ବାଦିକ ମାନେ କେବେ ରାଜନେତା ତ କେବେ ସରକାରୀ କର୍ମଚାରୀ ତ ଆଉ କେବେ ଅସାଧୁ ବ୍ୟକ୍ତି ଙ୍କ ଆକ୍ରମଣ ର ଶିକାର ହେଉଛନ୍ତି । ହେଲେ ସରକାରଙ୍କ ଉକ୍ତ ଆକ୍ରମଣ କାରୀଙ୍କ ବିରୁଦ୍ଧ ଦୃଢ କାର୍ଯ୍ୟାନୁଷ୍ଠାନ ଅଭାବ ଯୋଗୁଁ ଏହା କମିବା ବଦଳରେ…

ଶୁଭାରମ୍ଭ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଆଜି ଅଙ୍କୁରପୂଜନ

ପୁରୀ: ଶ୍ରୀମଣ୍ଡିତ ହୋଇଛି ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜି ହେବ ଅଙ୍କୁରପୂଜନ। ଯଜ୍ଞ କାର୍ଯ୍ୟ ପାଇଁ ସରିଛି ଆଚାର୍ଯ୍ୟ ବରଣ । ଶ୍ରୀନଅର ଠାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଚାର୍ଯ୍ୟ ବରଣ କରିବା ସହ ଗୁଆ ଟେକିଛନ୍ତି । ଏହା ପରେ ଅଙ୍କୁରରୋପଣ ହୋଇଛି । ଆଜି…

ପୋଖରୀରେ ଭାସୁଛି ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଛତାପୀପଳ ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଆଜି ସକାଳୁ ସକାଳୁ ଗାଁରେ ଥିବା ଏକ ପୋଖରୀରେ ଜଣେ ବୃଦ୍ଧାଙ୍କର ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ ଗ୍ରାମବାସୀ । ମୃତ ବ୍ୟକ୍ତି ଜଣଙ୍କ ହେଲେ କାଲୁ ଦୀପ । ଖବର ମୁତାବକ,…

ପୂରଣ ହେବ ନୀଳଗିରିବାସୀଙ୍କ ସ୍ୱପ୍ନ: ଆଜିଠାରୁ ନୀଳଗିରରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ

ବାଲେଶ୍ଵର: ବହୁ ଦିନର ଅପେକ୍ଷାର ଅନ୍ତ ଘଟିଲା । ପୂରଣ ହେଲା ନୀଳଗିରିବାସୀଙ୍କ ସ୍ୱପ୍ନ । ଆଜିଠାରୁ ନୀଳଗିରିରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ସଙ୍କେତ ଦେଖାଇ ରେଳ ଚଳାଚଳର ଶୁଭାରମ୍ଭ କରିବେ । ନୀଳଗିରି ଗୋପୀନାଥପୁର ନିକଟରେ ନବ ନିର୍ମିତ ରେଳ…

ଶିଶୁ ଶ୍ରମିକ ରଖିବେନି ଉଠାଦୋକାନୀ, ଦେବାକୁ ପଡ଼ିବ ଅଣ୍ଡରଟେକିଂ

ଭୁବନେଶ୍ବର: ଶିଶୁ ଶ୍ରମିକ ନିରୋଧୀ ଆଇନ ଥାଇ ବି ଆମ ଦେଶରେ ଶିଶୁ ଶ୍ରମିକଙ୍କ ସଂଖ୍ୟା ଚିନ୍ତାଜନକ ସ୍ଥିତିରେ ରହିଛି । ଆଇନକୁ ଉଲ୍ଲଂଘନ କରି ଶିଶୁ ଶ୍ରମିକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିୟୋଜିତ କରାଯାଉଛି । ଫଳରେ ସେମାନେ ଶୋଷଣ ଓ ନିର୍ଯାତନାର ଶିକାର ହେଉଛନ୍ତି । ଏଣୁ ବଢ଼ୁଥିବା ଶିଶୁ…

ଓଏଏସ୍ ସ୍ତରରେ ଅଦଳବଦଳ, ୧୨ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ବର: ୧୨ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ରନାଥ କରଙ୍କୁ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ହୋଇଥିବା ବଦଳିକୁ ବାତିଲ କରାଯାଇଛି । ଝାରସୁଗୁଡ଼ା…