Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଫୋନ କରି କଥା ହେଲେ ମମତା ବାନାର୍ଜୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଫୋନ କରି କଥା ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ l ପଶ୍ଚିମବଙ୍ଗର ଶ୍ରମିକଙ୍କ ଉପରେ ଓଡ଼ିଶାରେ ଅତ୍ୟାଚାର ଅଭିଯୋଗ ହେଉଛି । ଏହାକୁ ଗୁରୁତ୍ୱର ସହ ନେବା ସହ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି ମମତା ।…

ବିବାଦ…ବିତ୍ତିହୋତ୍ର…ବିଦାୟ

ଭୁବନେଶ୍ବର: ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ । ପୂର୍ବତନ ଜେଲ୍ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ରଙ୍କର ଭୁବନେଶ୍ବର ଏମସରେ ମୃତ୍ୟୁ ହୋଇଛି । ସେ ଷ୍ଟୋମାକ କ୍ୟାନସରରେ ଆକ୍ରାନ୍ତ ଥିଲେ । ପ୍ରଥମେ ତାଙ୍କୁ କଟକ ଆଚାର୍ଯ୍ୟ ହରିହର ମେଡିକାଲ ଓ ପରେ ଭୁବନେଶ୍ବର ଏମସରେ…

ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟ ନୋଟିସ

କଟକ: ନିର୍ବାଚନରେ ଅନିୟମିତତା ମାମଲାରେ ଆଉ ଜଣେ ବିଧାୟକଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ନୋଟିସ ଜାରି ହୋଇଛି । ରସିଦ୍ ଅସଲମ ନାମକ ଜଣେ ଭୋଟର ସାରଦାଙ୍କ ନାଁରେ ମାମଲା ଦାଏର କରିଥିଲେ । ତେବେ ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ…

ଭତ୍ତାଧାରୀ ବୟସ୍କଙ୍କ ସହ ପ୍ରତାରଣା କରିଛି ବିଜେପି: ନବୀନ

ଭୁବନେଶ୍ୱର: ବୟସ୍କଙ୍କ ଭତ୍ତା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ l ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ସେୟାର କରି ବିଜେପିକୁ ଟାର୍ଗେଟ କରିଛନ୍ତି ନବୀନ l ନବୀନ ଲେଖିଛନ୍ତି ଯେ, ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ…

କୁବେର ପୂର୍ବତନ ମୁଖ୍ୟଯନ୍ତ୍ରୀ, ଭୁବନେଶ୍ବରରେ ୭ଟି ଫ୍ଲାଟ୍

ଭୁବନେଶ୍ୱର: କୁବେର ପୂର୍ବତନ ଯନ୍ତ୍ରୀ l ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କଠାରୁ ଅମାପ ସଂପତ୍ତି ଜବତ କରିଛି ଭିଜିଲାନ୍ସ l ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କର ଭୁବନେଶ୍ବରରେ ୭ଟି ଓ ଝାରସୁଗୁଡ଼ାରେ ୩ଟି ଫ୍ଲାଟ ସହ ଭୁବନେଶ୍ବର, କଟକ ଓ ଜଟଣୀରେ ୭ଟି…

ବାଂଲାଦେଶୀ ନାଁରେ ପଶ୍ଚିମବଙ୍ଗ ଲୋକଙ୍କୁ ମାଡ଼, ଆଲର୍ଟ ରହିଛନ୍ତି ସରକାର

ଭୁବନେଶ୍ବର: ବାଂଲାଦେଶରେ ହିଂସା ପରେ ବାଂଲାଦେଶୀ ଅନୁପ୍ରବେଶକାରୀ ଭାରତ ତଥା ଓଡିଶା ସୀମା ଦେଇ ଭାରତକୁ ପ୍ରବେଶ ପାଇଁ ଆଲର୍ଟ ରହିଛନ୍ତି ସରକାର । ଜଳ, ସ୍ଥଳ ସବୁଠି କଡା ନଜର ରଖିଛନ୍ତି । ଅନ୍ୟପକ୍ଷରେ ଯେଉଁମାନଙ୍କ ପ୍ରତି ଟିକେ ବି ସନ୍ଦେହ ହେଉଛି ସେମାନଙ୍କୁ ଯାଞ୍ଚ କରାଯାଉଛି । ଏନେଇ…

ଜିରା ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବରଗଡ: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀକୁ ଡେଇଁ ଅନେକ ପ୍ରାଣ ହରାଉଥିବା ଖବର ସାମ୍ନାକୁ ଆସୁଛି । ପୁଣି ଆଜି ଏଭଳି ଏକ ଘଟଣା ବରଗଡରେ ଦେଖିବାକୁ ମିଳିଛି । ଜିଲ୍ଲାର ୱାର୍ଡ ନମ୍ବର ୨ ବାଲିଟିକ୍ରା ଜିରା ନଦୀରୁ ଆଜି ସକାଳ ୮ ସମୟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।…

ଆରପାରିରେ ପୂର୍ବତନ ଡିଜିଙ୍କ ବିବାଦିତ ପୁଅ ବିତ୍ତିହୋତ୍ର

ଭୁବନେଶ୍ବର: ଆଉନାହାନ୍ତି ବହୁ ଚର୍ଚ୍ଚିତ ତଥା ବିବାଦିତ ବିତ୍ତିହୋତ୍ର ମହାନ୍ତି । ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । କ୍ୟାନ୍ସରରେ ବହୁଦିନ ଧରି ପୀଡିତ ଥିଲେ ବିତ୍ତିହୋତ୍ର । ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ତେବେ ସୂଚନା…

ଦିଲ୍ଲୀ ପରେଡରେ ଯୋଗ ଦେବେ ଏନଏସଏସ ସ୍ବେଚ୍ଛାସେବୀ

ଭୁବନେଶ୍ବର: ପ୍ରଥମ ଥର ପାଇଁ ଦିଲ୍ଲୀ ପରେଡରେ ସାମିଲ ହେବାକୁ ଏନଏସଏସ ସ୍ବେଚ୍ଛାସେବୀ ଦିଲ୍ଲୀ ଯାଉଛନ୍ତି । ଏଥିପାଇଁ ତାଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ତରଫରୁ ନିମନ୍ତ୍ରଣ ଆସିଛି । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଦିଲ୍ଲୀ ପରେଡରେ ଉପସ୍ଥିତ ରହି ପରେଡ ଦେଖିବେ ଏନଏସଏସ ସ୍ବେଚ୍ଛାସେବୀ । ଏନେଇ…

ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସାମିଲ ହେଲେ ୩ ବର୍ଷର ଗୋକୁଲ

କନ୍ଧମାଳ: ବୟସ ମାତ୍ର ୩ ବର୍ଷ ହେଲେ ବୁଦ୍ଧି ଆଉ ସ୍ମରଣଶକ୍ତି ବିଚକ୍ଷଣ । ଯାହା ବି ଥରେ ଜାଣିନିଅନ୍ତି ତାକୁ ସବୁଦିନ ପାଇଁ ନିଜ ମୁଣ୍ଡ ଭିତରେ କଏଦ୍ କରିଦିଅନ୍ତି । ବର୍ଣ୍ଣମାଳା,ପଶୁପକ୍ଷୀଙ୍କ ନାମ ଏବଂ ବିଭିନ୍ନ ସଂଖ୍ୟା ଯେଉଁଠି କିଛି ତାଙ୍କ ବୟସର ପିଲାଙ୍କ ପାଇଁ କାଠିକର ପାଠ । ସେଠି ସିଏ…