Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସାମିଲ ହେଲେ ୩ ବର୍ଷର ଗୋକୁଲ

କନ୍ଧମାଳ: ବୟସ ମାତ୍ର ୩ ବର୍ଷ ହେଲେ ବୁଦ୍ଧି ଆଉ ସ୍ମରଣଶକ୍ତି ବିଚକ୍ଷଣ । ଯାହା ବି ଥରେ ଜାଣିନିଅନ୍ତି ତାକୁ ସବୁଦିନ ପାଇଁ ନିଜ ମୁଣ୍ଡ ଭିତରେ କଏଦ୍ କରିଦିଅନ୍ତି । ବର୍ଣ୍ଣମାଳା,ପଶୁପକ୍ଷୀଙ୍କ ନାମ ଏବଂ ବିଭିନ୍ନ ସଂଖ୍ୟା ଯେଉଁଠି କିଛି ତାଙ୍କ ବୟସର ପିଲାଙ୍କ ପାଇଁ କାଠିକର ପାଠ । ସେଠି ସିଏ…

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ନୂଆ ପ୍ରକଳ୍ପ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର: ଆଜି ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ନୂଆ ପ୍ରକଳ୍ପ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଏଥିସହ ଏନଏଚ୍…

ପୁରୀରେ ପ୍ରବଳ ବର୍ଷା, ଘଡଘଡି: ଜଣେ ମହିଳା ମୃତ

ପୁରୀ: ଆଜି ପ୍ରବଳ ବର୍ଷାରେ ବେହାଲ ପୁରୀ । ସକାଳୁ ସକାଳୁ ଲାଗିରହିଛି ବର୍ଷା ଓ ଘଡଘଡି । ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ୭ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ…

ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଘରୁ ମିଳିଲା ପୁଳାପୁଳା ସୁନା ଅଳଙ୍କାର ଓ ବିଦେଶୀ ମୁଦ୍ରା

ଭୁବନେଶ୍ୱର: ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି।  ପୂର୍ବତନ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଚାଲିଛି ରେଡ୍। ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ରେଡ୍ କରିବାକୁ…

ପୁଣି ବଢ଼ିବ ବର୍ଷା; ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼,…

ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା

ସମ୍ବଲପୁର: ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା । ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ବିସ୍ଥାପିତ ଲୋକଙ୍‌କୁ ଜମି ପଟ୍ଟା ପ୍ରଦାନ କରିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ । ଏନେଇ ମନ୍ତ୍ରୀ କହିଛନ୍ତି, ହୀରାକୁଦ ନଦୀ ବନ୍ଧ ଯୋଜନାରେ ଯେଉଁ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ପ୍ରତି ସୋମବାର ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେଉଥିବା ଜନଶୁଣାଣି ଆସନ୍ତାକାଲି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି…

କୋଟିଏ ଟଙ୍କାର ଚୋରି ସାମଗ୍ରୀ ଜବତ, ୬ ଗିରଫ

କାମାକ୍ଷାନଗର: ଧରାପଡ଼ିଲେ ‘ସ୍କୁଲ ଚୋର’। ଚୋରଙ୍କ ଚୋରୀ ଦେଖି ତାଜୁବ୍ ପୋଲିସ। ସ୍କୁଲ, ପଞ୍ଚାୟତ ଘରେ କରୁଥିଲେ ଚୋରି । ଆଖି ପିଛୁଳାକେ ଖାଲି କରି ଦେଉଥିଲେ ସ୍କୁଲ୍ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ପୋଲିସ ୬ ଅଭିଯୁକ୍ତଙ୍କୁ ଗିରଫ କରିଛି । ସୂଚନା ଅନୁସାରେ, ୬ ଜଣିଆ…

୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୪ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ପୁରୀ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ…

ଆଳୁ ସମସ୍ୟା: ମମତାଙ୍କୁ ଆଳୁ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ କଲେ ଅନୁରୋଧ । ରାଜ୍ୟରେ ଆଳୁ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମମତାଙ୍କୁ ଅନୁରୋଧ କଲେ ମୋହନ । ଅନୁରୋଧ ପରେ ମମତା ବାନାର୍ଜୀ ଉପଯୁକ୍ତ…