Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରେମିକ ଛୁରାମାଡ଼ରେ ଯୁବତୀ ଗୁରୁତର

ଖୋର୍ଦ୍ଧା: ବଚସା ଭୁଲିଲା ସମ୍ପର୍କ। ପ୍ରେମିକ ଛୁରାମାଡ଼ କରିବାରୁ ଜଣେ ଯୁବତୀ ଗୁରୁତର ଆହତ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ଏହପରି ଏକ ଘଟଣା ଘଟିଛି। ଯାଜପୁର ଜିଲ୍ଲାର ଏହି ନାବାଳିକା ଜଣକ ଖୋର୍ଦ୍ଧା ସହରର ଏକ ଗାଡ଼ି ଶୋ'ରୁମରେ କାମ କରନ୍ତି। ସବୁଦିନ ଭଳି ସେ ଦିନ ଡ୍ୟୁଟିକୁ ଯାଇ…

ହାଇଟେକ ହସ୍ପିଟାଲ ଦୁର୍ଘଟଣା: ଡିଏନଏ ରିପୋର୍ଟରୁ ସ୍ପଷ୍ଟ, ତୃତୀୟ ମୃତକ ଦିଲ୍ଲୀପ ସାମନ୍ତରାୟ

ଭୁବନେଶ୍ୱର: ହାଇଟେକ୍ ହସ୍ପିଟାଲରେ ଏୟାର କଣ୍ଡିସନର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ତୃତୀୟ ବ୍ୟକ୍ତିଙ୍କ ଡିଏନଏ ରିପୋର୍ଟ ଆସିଛି। ମୃତ ବ୍ୟକ୍ତି ଦିଲ୍ଲୀପ ସାମନ୍ତରାୟ ବୋଲି ରିପୋର୍ଟରେ ସ୍ପଷ୍ଟ ହୋଇଛି। ପ୍ରଥମେ ପ୍ରାଣ ହରାଇଥିବା ବ୍ୟକ୍ତି ଜ୍ୟୋତି ଏବଂ…

ଟ୍ରାକ୍ଟର ଧକ୍କାରେ ଆମ୍ବୁଲାନ୍ସ ଚାଳକ ଓ ଜଣେ ରୋଗୀଙ୍କ ମୃତ୍ୟୁ

ଝାରସୁଗୁଡ଼ା: ୪୯ ନମ୍ବର ଜାତୀୟ ରାଜପଥରେ ଟ୍ରାକ୍ଟର ଧକ୍କାରେ ଆମ୍ବୁଲାନ୍ସ ଚାଳକ ଓ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଆମ୍ବୁଲାନ୍ସଟି ଲଖନପୁରରୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଉଥିବା ବେଳେ ରାଜପଥର ସଦର ଥାନା ନିକଟରେ ଟ୍ରାକ୍ଟରଟି ଧକ୍କା ଦେଇଥିଲା।…

୫ଟି ଅଧ୍ୟକ୍ଷଙ୍କ ଘୋଷଣା: ଅଙ୍ଗନବାଡ଼ି, ଆଶା କର୍ମୀ ଓ ରୋଷେୟାଙ୍କ ଦରମା ବୃଦ୍ଧି ହେବ

ନବରଙ୍ଗପୁର: ରାଜ୍ୟ ସରକାର ଖୁବ୍ ଶୀଘ୍ର ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ଦରମା ବୃଦ୍ଧି ପାଇଁ କାର୍ଯ୍ୟ କରୁଛନ୍ତି ବୋଲି ନବରଙ୍ଗପୁର ଜିଲ୍ଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ସୂଚନା ଦେଇଛନ୍ତି। ଜିଲ୍ଲାର ରାଇଘରଠାରେ ଆୟୋଜିତ ଆମ ଓଡ଼ିଶା ଆମ ନବୀନ…

ସାତକୋଶିଆରେ ଚାଲିଛି କୁମ୍ଭୀର ଗଣନା, ୧୦ରୁ ହେବ ପକ୍ଷୀ ଗଣନା

ଅନୁଗୁଳର ସାତକୋଶିଆରେ ଚାଲିଛି କୁମ୍ଭୀର ଓ ପକ୍ଷୀ ଗଣନା । ଏଥିପାଇଁ ସାତକୋଶିଆ, ଆଠମଲ୍ଲିକ, ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ୧୪ଟି ଟିମ ବିଭିନ୍ନ ଜାଗାରେ ଡଙ୍ଗାରେ ଯାଇ କୁମ୍ଭୀର ଗଣନା କରୁଛନ୍ତି । ଏହି ଦଳରେ ୫୬ ଜଣ ବନ କର୍ମଚାରୀଙ୍କୁ ସାମିଲ କରାଯାଇଛି । ସାତକୋଶିଆ ମହାନଦୀ ଗଣ୍ଡରେ ୨୩…

ଅଯୋଧ୍ୟାରୁ ଆସିଛି ଡାକରା, ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ପୁରୀର ୬ ମଠାଧୀଶ

ପୁରୀ: ଅଯୋଧ୍ୟାରୁ ଆସିଛି ଡାକରା । ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ । ଆସନ୍ତା ଜାନୁଆରୀ ୨୨ ତାରିଖ ପୌଷ ଶୁକ୍ଳ ଦ୍ଵାଦଶୀ ତିଥିରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ଏହି ମହୋତ୍ସବ ପାଇଁ ଜାନୁଆରୀ ୧୯ ତାରିଖରେ ଅଯୋଧ୍ୟା ଯାତ୍ରା କରିବେ ଏହି ମଠାଧୀଶ…

ଠାକୁରଙ୍କୁ ବି ଛାଡିଲେନି; ସୁବର୍ଣ୍ଣମେରୁ ମନ୍ଦିର ରେ ପଶି ଦାନ ବାକ୍ସ ଚୋରୀ କଲେ ଦୁର୍ବୁତ୍ତ

ସୁବର୍ଣ୍ଣପୁର: ଠାକୁରଙ୍କୁ ବି ଛାଡୁନାହାନ୍ତି ଚୋର । ସୁବର୍ଣ୍ଣପୁର ସହରର ଇଷ୍ଟଦେବ ସୁବର୍ଣ୍ଣମେରୁ ମନ୍ଦିର ରେ ହୋଇଛି ଚୋରି । ଗତକାଲି ରାତିରେ ସହରର ସୁବର୍ଣ୍ଣମେରୁ ମନ୍ଦିରରୁ କେହି ଦୁର୍ବୁତ୍ତ ହୁଣ୍ଡିକୁ ଚୋରି କରି ନେଇଥିବା ଜଣାପଡିଛି । ଚୋର ମାନେ ମନ୍ଦିର ରୁ ହୁଣ୍ଡିକୁ ବୋହି ନେଇ ଏକ…

ଜିଲ୍ଲା ଓ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ସାଉଁଟିଲେ ଅଧ୍ୟାପିକା ଡ. ଗାର୍ଗୀ ମହାନ୍ତି

ବାରିପଦା: ଆନ୍ତର୍ଜାତିକ ମିଲେଟ୍‌ ବର୍ଷରେ ମିଲେଟ୍‌ ଗବେଷଣାରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟକୁ ଏକ ବଡ଼ ଧରଣର ସଫଳତା ମିଳିଛି । ବିଶ୍ୱବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗର ଅଧ୍ୟାପିକା ଡ. ଗାର୍ଗୀ ମହାନ୍ତି ଓ ତାଙ୍କର ଚାରିଜଣ ଗବେଷକ ଛାତ୍ରଛାତ୍ରୀମାନଙ୍କ ଗବେଷଣା…

ରାଜଧାନୀରେ ପୁଣି ବଡ଼ ଧରଣର ଲୁଟ୍, ସରକାରୀ ବାବୁଙ୍କ ଘରେ କଳାକନା ବୁଲାଇଲେ ଲୁଟେରା

ଭୁବନେଶ୍ୱର: ବର୍ତ୍ତମାନ ଲୁଟେରାଙ୍କ କବଜା ରେ ରାଜଧାନୀ । ପ୍ରତିଦିନ ସହରର ଅନେକ ସ୍ଥାନରେ ଲୁଟର ଶିକାର ହେଉଛନ୍ତି ରାଜଧାନୀବାସୀ । ମୋଟାମୋଟି ଭାବେ କହିବାକୁ ଗଲେ ଏବେ ଅସୁରକ୍ଷିତ ହୋଇପଡିଛନ୍ତି ଭୁବନେଶ୍ବରବାସୀ । ଏନେଇ ଅନେକ ସମୟରେ ଅଭିଯୋଗ କରାଯାଉଥିଲେ ସୁଦ୍ଧା ସେମାନଙ୍କୁ ଧରିବାରେ…

ସ୍ବାଭିମାନ ଅଞ୍ଚଳରେ ଉଇଁଲା ବିକାଶର ନୂତନ ସୂର୍ଯ୍ୟ, ଆକଶପଥରେ ଯୋଡି ହେଲା ମାଲାକାନଗିରି

ମାଲକାନଗିରି: ସ୍ବାଭିମାନ ଅଞ୍ଚଳରେ ଉଇଁଲା ବିକାଶର ନୂତନ ସୂର୍ଯ୍ୟ । ଆକଶପଥରେ ଯୋଡି ହେଲା ମାଲାକାନଗିରି ଜିଲ୍ଲା । ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରିବା ପରେ ଏହାକୁ ଲୋକାର୍ପଣ କରିଛନ୍ତି। ଲୋକାର୍ପିତ…