Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ବାରଙ୍ଗ ୧୯୯୯’ ଓ୍ବେବ ସିରିଜ ନିର୍ମାତାଙ୍କୁ ୧୦ କୋଟି ଟଙ୍କାର ମାନହାନି ନୋଟିସ ପଠାଇଲେ ଅଞ୍ଜନା ମିଶ୍ର

ଭୁବନେଶ୍ୱର: ଓଟିଟି ପ୍ଲାଟଫର୍ମ କାଞ୍ଚା ଲଙ୍କାକୁ ଲିଗାଲ ନୋଟିସ। ୧୯୯୯ରେ ହୋଇଥିବା ଗଣଦୁଷ୍କର୍ମ ଘଟଣାର ପୀଡ଼ିତା ଅଞ୍ଜନା ମିଶ୍ର ଭୁବନେଶ୍ୱରର ଏକ ଅଦାଲତର ଦ୍ବାରସ୍ଥ ହୋଇ ମାନହାନି ମାମଲା ଦାୟର କରିଛନ୍ତି। ଅଞ୍ଜନା ଓଡ଼ିଆ ୱେବ୍ ସିରିଜ୍ 'ବାରଙ୍ଗ ୧୯୯୯' ପାଇଁ ଓଟିଟି ପ୍ଲାଟଫର୍ମ ବିରୋଧରେ…

ତୀର୍ଥସ୍ଥାନ ପର୍ଯ୍ୟଟନସ୍ଥଳୀରେ ପରିଣତ ହେଉଛି କହି ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ: ସୋମବାର ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ପବିତ୍ର ଓ ତୀର୍ଥସ୍ଥଳକୁ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ନେଇ ଚିନ୍ତା ପ୍ରକଟ କରିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ (ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ) ଓ ସମଲେଇ ପ୍ରକଳ୍ପର ଉଦଘାଟନ ପାଇଁ…

ହାଇଟେକ୍ ଦୁର୍ଘଟଣା: ଡାକ୍ତରଖାନା ଠିକ୍ ପଦକ୍ଷେପ ନେଇଛି, ଯେକୌଣସି ତଦନ୍ତର ସମ୍ମୁଖୀନ ହେବାକୁ ପ୍ରସ୍ତୁତ କହିଲେ ମାଲିକ…

ଭୁବନେଶ୍ୱର: ହାଇଟେକ ହସ୍ପିଟାଲରେ ମୃତକଙ୍କ ପରିଚୟକୁ ଦେଖାଦେଇଥିବା ଘଟଣାକୁ ନେଇ ବିବାଦ ଲାଗି ରହିଥିବା ବେଳେ ବିସ୍ଫୋରଣରେ ୪ ଜଣ ଏସି ଟେକ୍ନିସିଆନଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲ ମାଲିକ ତିରୁପତି ପାଣିଗ୍ରାହୀ କହିଛନ୍ତି ଯେ ଦୁର୍ଘଟଣା ପରେ ମେଡିକାଲ ପକ୍ଷରୁ…

ହାଇଟେକ ହସ୍ପିଟାଲ ମାଲିକ ଶାସକ ଦଳର ନେତା ହୋଇଥିବାରୁ ରାଜ୍ୟ ସରକାର ନିରବ: ବିଜେପି ମୁଖପାତ୍ର

ଭୁବନେଶ୍ୱର: ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଏସି କମ୍ପ୍ରେସର ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ଏବଂ ପରେ ମୃତଦେହ ପରିଚୟକୁ ନେଇ ସୃଷ୍ଟି ହୋଇଥିବା ବିବାଦକୁ ନେଇ ବିଜେପି ପକ୍ଷରୁ ଏହାର ମାଲିକ ତିରୁପତି ପାଣିଗ୍ରାହୀ ଏବଂ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରାଯାଇଛି। ଏହି ଘଟଣାର…

NH-55 ନକ୍ସାପାଲିରୁ ଧନୁପାଲି ଛକ ଏବଂ ଧନୁପାଲି ଛକରୁ ସିନ୍ଦୁରପଙ୍କ ରାସ୍ତାର ଉନ୍ନତିକରଣ ଓ ଷ୍ଟ୍ରିଟ୍ ଲାଇଟ୍…

ଭୁବନେଶ୍ବର: ଏନଏଚ୍-୫୫ର ନକ୍ସାପାଲିରୁ ଧନୁପାଲି ଛକ ଏବଂ ଧନୁପାଲି ଛକରୁ ସିନ୍ଦୁରପଙ୍କ ରାସ୍ତାର ଉନ୍ନତିକରଣ ଏବଂ ଷ୍ଟ୍ରିଟ୍ ଲାଇଟ୍ ବ୍ୟବସ୍ଥାକୁ ମଞ୍ଜୁରୀ ମିଳିଛି । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରକ୍ଷା କରିଛନ୍ତି କେନ୍ଦ୍ର…

ଲାଞ୍ଚ ନେଇ ବନ୍ଧା ହେଲେ ଜୟପୁର ଟାଉନ ଥାନା ଏଏସଆଇ ଅନିଲ ନାୟକ

ଜୟପୁର: ଲାଞ୍ଚ ନେଇ ଧରା ହେଲେ ଲାଞ୍ଚୁଆ ପୋଲିସ୍ ବାବୁ। ଜୟପୁର ଟାଉନ ଥାନା ଏଏସଆଇ ଅନିଲ କୁମାର ନାୟକଙ୍କୁ ଧରିଛି ଭିଜିଲାନ୍ସ ।୫ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍ । ଜଣେ ବ୍ୟକ୍ତିଙ୍କ ଗାଡି ମୁକୁଳାଇବା ପାଇଁ ଜଣେ ବ୍ୟବସାୟଙ୍କ ମାଧ୍ୟମରେ ୫ହଜାର ଟଙ୍କା ଲାଞ୍ଚ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଅରିନ୍ଦମ, ଦଳ ବଦଳ ନେଇ ଚର୍ଚ୍ଚା ଜୋର

ଭୁବନେଶ୍ୱର: ଗତକାଲି ରବିବାର ଜାନୁଆରୀ ୭ ତାରିଖରେ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବଙ୍କୁ ଅଭିନେତାରୁ ନେତ ପାଲଟିଥିବା ଅରିନ୍ଦମ ରୟ ସାକ୍ଷାତ କରିଥିଲେ। ଏକ ରୁଦ୍ଧଦ୍ୱାର ବୈଠକରେ ଉଭୟଙ୍କ ମଧ୍ୟରେ ଗୁରୁତ୍ତ୍ୱପୂର୍ଣ୍ଣ ଆଲୋଚନା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି। ତେବେ ଏହି ଖବର ସାମ୍ନାକୁ…

ଡକ୍ଟର ସତ୍ୟାନନ୍ଦ ପଣ୍ଡାଙ୍କ ଷଷ୍ଠ ଶ୍ରାଦ୍ଧବାର୍ଷିକୀରେ ୬ ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ 

ପାରାଦୀପ: ଡ. ସତ୍ୟାନନ୍ଦ ପଣ୍ଡା ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ଆର୍ଥିକ ଅନଗ୍ରସର ତଥା ପ୍ରତିଭାବାନ ୬ ଜଣ ଛାତ୍ରଛାତ୍ରୀଙ୍କୁ ସ୍କଲାରସିପ୍ ପ୍ରଦାନ କରାଯାଇଛି।ଡକ୍ଟର ସତ୍ୟାନନ୍ଦ ପଣ୍ଡାଙ୍କ ତିରୋଧାନର ଷଷ୍ଠ ବାର୍ଷିକୀ ଅବସରରେ ଏହି ବୃତ୍ତି ପ୍ରଦାନ କରାଯାଇଛି।ପାରାଦୀପ ଅଂଚଳର ବିଶିଷ୍ଟ…

ମହାପ୍ରଭୁଙ୍କ ସାନିଧ୍ୟ ପାଇଲେ ବଲିଉଡର ପ୍ରଖ୍ୟାତ ଗାୟକ ଶଙ୍କର ମହାଦେବନ୍

ପୁରୀ: ଜଗନ୍ନାଥ ଧାମରେ ବଲିଉଡର ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ୍ । ଆଜି ସକାଳୁ ସକାଳୁ ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିଛନ୍ତି ଗାୟକ ଶଙ୍କର ମହାଦେବନ୍ । ତାଙ୍କ ସହ ଶ୍ରୀଜିଉଙ୍କୁ ତାଙ୍କ ପତ୍ନୀ ମଧ୍ୟ…

ଜଟଣୀରୁ ୪୧ ଗ୍ରାମ ଓଜନର ବ୍ରାଉନସୁଗାର ଜବତ, ୨ ଗିରଫ

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ବ୍ରାଉନସୁଗାର ଜବତ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କ ନିକଟରୁ ୪୧ ଗ୍ରାମ ଓଜନର ବ୍ରାଉନ ସୁଗାର ଏବଂ ୪ ହଜାର ୩୭୦ ଟଙ୍କା ଜବତ ହୋଇଛି । ଖବର ମୁତାବକ, ବେଆଇନ ବ୍ରାଉନସୁଗାର ବିକ୍ରୟ ଅଭିଯୋଗରେ ଜଟଣୀ ଥାନାଧିକାରୀଙ୍କ ନିର୍ଦ୍ଦେଶକ୍ରମେ…