Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାତି ସୁଦ୍ଧା ପିକ୍ ଅତିକ୍ରମ, ତଳିଆ ଅଞ୍ଚଳରେ ପଶିପାରେ ପାଣି

ଭୁବନେଶ୍ଵର; ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଏନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ତେବେ ମହାନଦୀରେ ଜଳସ୍ତର ବଢୁଥିବାରୁ କେବଳ ତଳିଆ ଅଞ୍ଚଳରେ ପାଣି ପଶିପାରେ । ଏନେଇ ସତର୍କ ଅଛୁ। ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍ ଅତିକ୍ରମ କରିବ ବନ୍ୟାଜଳ ବୋଲି କହିଛନ୍ତି…

ଘର ଲୋକଙ୍କ ଠାରୁ ଠିକଣା ନେଇ ଭିଆଇଲେ କାଣ୍ଡ, ନେଇଗଲେ ଯୁବକଙ୍କ ଜୀବନ

ପୁରୀ: ଘର ଲୋକଙ୍କ ଠାରୁ ଯୁବକଙ୍କ ଠିକଣା ପଚାରିଲେ, ଠିକଣା ପାଇ ନେଇଗଲେ ଜୀବନ । ଏମିତି କିଛି ବୀଭତ୍ସ ହତ୍ୟାକାଣ୍ଡର ଅଭିଯୋଗ ଆସିଛି ପୁରୀରୁ । ଆଉ ମୃତକ ଜଣଙ୍କ ହେଉଛନ୍ତି ପୁରୀ ହାଡଗୋଡିଆ ସାହି ରାଧାଗୋବିନ୍ଦ ଲେନର ଦିନେଶ କୁମାର ଖୁଣ୍ଟିଆ । ତେବେ ମିଳିଥିବା ସୂଚନା ଅନୁଯାୟୀ,…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ବର: ମାଟି ପାଇଁ ନିଜ ଜୀବନ ଦେଇଥିବା ମହାନ ସଂଗ୍ରାମୀଙ୍କ ସମ୍ମାନରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଣିକି ସେମାନଙ୍କ ପରିବାର ଲୋକେ ପାଇବେ ଭତ୍ତା । ଆଜି କ୍ରାନ୍ତି ଦିବସରେ କିଛି ଏପରି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ…

ଟିଟ୍ ଫର ଟାଟ୍ , ଆଳୁ ନେଇ ପଶ୍ଚିମବଙ୍ଗ ଉପରେ ତାତିଲା ଓଡିଶା

କଟକ: ରାଜ୍ୟରେ ଏବେ ତାତିଛି ଆଳୁ ବଜାର । କିଲୋ ପିଛା କେଉଁଠି ୪୫,୫୦ରେ ବିକ୍ରି ହେଉଥିବା ବେଳେ ଆଉ କେଉଁଠି ୬୦ ଛୁଇଁଛି । ସେପଟେ ସରକାରଙ୍କ ସମସ୍ତ ପ୍ରଚେଷ୍ଟା ପରେ ବି ପଶ୍ଚିମବଙ୍ଗ ଆଳୁ ଗାଡି ଛାଡିବାକୁ ନାରାଜ । ଗତକାଲି ଏମିତି ବି ପରିସ୍ଥିତି ଦେଖିବାକୁ ମିଳିଥିଲା ଯେ, ଓଡିଶାକୁ…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ, ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ବର: ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ପଶ୍ଚିମ ଝାଡଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ଅନେକ ରାଜ୍ୟରେ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହାସହିତ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏହା…

ଫୁଲୁଛିମହାନଦୀ, ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା l ଫଳରେ ଫୁଲୁଛି ମହାନଦୀ । ବର୍ତ୍ତମାନ ମୁଣ୍ଡୁଳି ଠାରେ ୫.୭୮ ଲକ୍ଷ କୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି । ସେପଟେ ମହାନଦୀର ଜଳସ୍ତର ବଢୁଥିବା ଦେଖି ୧୦ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ଏସଆରସି l ବିଶେଷକରି ତଳିଆ ଅଞ୍ଚଳ…

ବଢୁଛି ଜଳସ୍ତର, ହୀରାକୁଦ ଖୋଲିଲା ଆଉ ୬ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମର ଖୋଲିଲା ଆଉ ୬ ଗେଟ୍ । ମୋଟ ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ହୀରାକୁଦର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଜଳସ୍ତର । ଏହି ଦୃଷ୍ଟିରୁ ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲା ଯାଇଛି l ଗତକାଲି ପର୍ଯ୍ୟନ୍ତ ୮ଟି ଗେଟ୍ ଦେଇ ବନ୍ୟାଜଳ…

ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ନବୀନ

ଭୁବନେଶ୍ଵର: ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବସିଥିବା ରାଜ୍ୟସ୍ତରୀୟ ସମନ୍ବୟ କମିଟି ବୈଠକରେ ଏନେଇ ସୂଚନା ଦେଇଛନ୍ତି ନବୀନ । ଦଳୀୟ କର୍ମୀ ଓ ତୃଣମୂଳ ସ୍ତରର ନେତାଙ୍କୁ ଭେଟିବେ ନବୀନ । ଏଥିପାଇଁ ନଭେମ୍ବରରୁ ବିଭିନ୍ନ ଜିଲ୍ଲା ଗସ୍ତ…

ଓଡିଶା ରେରା ଦୃଷ୍ଟାନ୍ତମୂଳକ କାର୍ଯ୍ୟନୁଷ୍ଠାନ; ଭାଙ୍ଗିବ ବେଆଇନ ତିନି ମହଲା

ଭୁବନେଶ୍ବର: ଭାଙ୍ଗିବ ବେଆଇନ ତିନି ମହଲା । ଆସନ୍ତା ଦୁଇ ମାସ ମଧ୍ୟରେ ବେଆଇନ୍ ଭାବେ ନିର୍ମାଣ ହୋଇଥିବା ଅଷ୍ଟମରୁ ଦଶମ ମହଲାକୁ ଭାଙ୍ଗିବ ଓଡିଶା ସ୍ଥାବର ସମ୍ପତ୍ତି ନିୟାମକ ପ୍ରାଧିକରଣ (ଓରେରା) । ନିୟମ ଉଲ୍ଲଘଂନ ପାଇଁ ଦୃଷ୍ଟାନ୍ତମୂଳକ କାର୍ଯ୍ୟନୁଷ୍ଠାନ ନେଇଛି ଓଡ଼ିଶା ରେରା । ଖାଲି…

ନାଫେଡ ଯୋଗାଇବ ଆଳୁ, କିଲୋକୁ ମାତ୍ର ୩୦ ଟଙ୍କା

ଭୁବନେଶ୍ୱର: ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ…