Latest Odisha News

BREAKING NEWS

Browsing Category

ଓଡିଶା

Odisha

ରିମାଣ୍ଡରେ ଖୁଲାସା; ୯୯ ରାଣୀର ରାଜା ଥିଲା ସତ୍ୟଜିତ ସାମଲ

ଭୁବନେଶ୍ବର: ଖୋଲୁଛି ଧୋକାବାଦ ସତ୍ୟଜିତ ସାମଲଙ୍କ ଗୁମର । ଗତକାଲି ଠୁ ଦୁଇ ଦିନିଆ ରିମାଣ୍ଡରେ ଗଲା ପରେ ଧିରେ ଧିରେ ଖୋଲୁଛି ସବୁ ରହସ୍ୟ । ୪୯ ନୁହେଁ ବରଂ ୯୯ ମହିଳାଙ୍କ ସହ ଥିଲା ତାର ସମ୍ପର୍କ । ରିମାଣ୍ଡର ପଚରା ଉଚରା ସମୟରେ ଫେକ୍ ପୋଲିସ ଆଇଡି ସହ ପାସପୋର୍ଟ ଜବତ ହୋଇଛି । ଅଭିଯୁକ୍ତ…

ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି। ଗତକାଲି ୫୪୭ ଡେଙ୍ଗୁ ଟେଷ୍ଟିଂରୁ ୩୪ ଜଣ ପଜିଟିଭ ଚି଼ହ୍ନଟ ହୋଇଛନ୍ତି। ପହର ଦିନ ଅଧିକ ଥିଲା କାରଣ ଏହା ଦୁଇ ଦିନର ମିଳିତ ଡାଟା। ହେଲେ ଗତ ବର୍ଷ ଏହି ସମୟ ତୁଳନାରେ କମ ଅଛି। ଗତ ବର୍ଷ ଏ ଯାଏଁ ୨୫ ହଜାର ଟେଷ୍ଟ ହୋଇଥିଲା।…

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ୫-ଟି ଚାର୍ଟର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି…

ସେପ୍ଟେମ୍ବର ୩ରେ ହେବ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ୱର: ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ l ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି l ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର l ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ l ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି l ଅଗଷ୍ଟ ୨୧…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଘୂର୍ଣ୍ଣିବଳୟ…

ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ହେଲେ ଓଡିଆ ପୁଅ

ଭୁବନେଶ୍ବର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ…

ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ମହାନଦୀ ଜଳସ୍ତର, ନାହିଁ ବନ୍ୟା ଆଶଙ୍କା

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ବର୍ଷା ବିତ୍ପାତ । ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣ ବଢୁଛି ହୀରାକୁଦ ଜଳସ୍ତର । ଫଳରେ ରାଜ୍ୟରେ ମହାନଦୀ ପ୍ରମୁଖ ଅନ୍ୟାନ୍ୟ ନଦୀ, ନାଳ ପୁରିଥିବାରୁ ଅନେକ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାକୁ ନେଇ ବନ୍ୟା ଆଶଙ୍କା…

ଲଗାଣ ବର୍ଷାରେ ବେହାଲ ଓଡିଶା, ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୟାଗଡ଼ ଭାପୁରରେ ଦ୍ବିତୀୟ ସର୍ବାଧିକ ୨୧୦…

ହିଣ୍ଡାଲକୋ ଖଣି ମାମଲାରେ ଆକ୍ସନ ମୋଡ଼ରେ ସିବିଆଇ

ଭୁବନେଶ୍ୱର: ୨୦୧୧ରୁ ୨୦୧୩ ମଧ୍ୟରେ କୋଇଲା ଖନନ ପାଇଁ ପରିବେଶ ମଞ୍ଜୁରି ପାଇବାରେ ଦୁର୍ନୀତି ଅଭିଯୋଗରେ ଆଦିତ୍ୟ ବିର୍ଲା ଗ୍ରୁପର ଅଗ୍ରଣୀ ଆଲୁମିନିୟମ ଉତ୍ପାଦନକାରୀ ହିଣ୍ଡାଲକୋ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମାମଲା ରୁଜୁ କରିଛି। ଓଡ଼ିଶାର ଝାରସୁଗୁଡ଼ାର ପ୍ରଦୂଷିତ…