Latest Odisha News

BREAKING NEWS

Browsing Category

ଓଡିଶା

Odisha

ମା’ ଗୃହ ୱାଡେନ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁ ଘଟଣା; ଆଜି ରାୟଗଡ଼ା ବନ୍ଦ

ରାୟଗଡା: ଆଜି ରାୟଗଡ଼ା ବନ୍ଦ । ମା’ ଗୃହ ୱାଡେନ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ ଦାବି କରି ଜିଲ୍ଲା ଆଦିବାସୀ ମହାସଂଘ ଆଜି ୧୨ ଘଣ୍ଟିଆ ରାୟଗଡ଼ା ଜିଲ୍ଲା ବନ୍ଦ ଡାକରା ଦେଇଛି । ଏହି ବନ୍ଦ ପାଳନ ସକାଳ ୬ ଟା ରୁ ଆରମ୍ଭ ହୋଇ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଜାରି ରହିବ । କେବଳ…

ଆଜିଠୁ ତିନି ଦିନିଆ ଓଡିଶା ଗସ୍ତରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର: ଆଜିଠୁ ତିନି ଦିନିଆ ଓଡିଶା ଗସ୍ତରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ସନ୍ଧାରେ ଭୁବନେଶ୍ବରରେ ପହଞ୍ଚିବା ପରେ ନୟାଗଡ ଦଶପଲ୍ଲା ଠାରେ ରେଳବାଇ ଓ କଣ୍ଟିଲୋରେ ଡାକ ବିଭାଗ କାର୍ଯ୍ୟକ୍ରମରେ ଯୋଗଦେବେ । ଜାନୁଆରୀ ୬ ତାରିଖ ରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର…

ସରିଲା ଗଣନା, ଚିଲିକାରେ ମୋଟ ୧୧ ଲକ୍ଷ ୩୭ ହଜାର ପକ୍ଷୀ

ବାଲୁଗାଁ: ଶେଷ ହୋଇଛି ଚଳିତବର୍ଷ ପାଇଁ ଚିଲିକାରେ ପକ୍ଷୀ ଗଣନା କାର୍ଯ୍ୟ । ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧୀନରେ ଆରମ୍ଭ ହୋଇଥିଲା ଏହି ଶୀତକାଳୀନ ପକ୍ଷୀ ଗଣନା କାର୍ଯ୍ୟ । ତେବେ ଗତବର୍ଷ ଅପେକ୍ଷା ଚଳିତବର୍ଷ ୧୮୭ ପ୍ରଜାତିର ପକ୍ଷୀଙ୍କ ଆଗମନ ହୋଇଛି । ସେଥିମଧ୍ୟରୁ ଏକ ନୂତନ ଅତିଥୀ ଭାବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ସର୍ବଦଳୀୟ ବୈଠକ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଏହି ବୈଠକ କରାଯାଇଛି। ଏଥିରେ ସମସ୍ତ ଜାତୀୟ ଓ ରାଜ୍ୟସ୍ତରୀୟ ସ୍ଵୀକୃତିପ୍ରାପ୍ତ ରାଜନୈତିକ ଦଳର…

ଲାଞ୍ଚ ନେଇ ଯାଉଥିଲେ ଫରେଷ୍ଟ ଗାର୍ଡ, ମାଡ଼ିବସିଲା ଭିଜିଲାନ୍ସ 

ନବରଙ୍ଗପୁର ; ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଫରେଷ୍ଟ ଗାର୍ଡ।  ଫରେଷ୍ଟ ଗାର୍ଡ ଜଣକ ହେଉଛନ୍ତି ବିନାୟକ ସୋରି। ସେ  ନବରଙ୍ଗପୁର ନନ୍ଦାହାଣ୍ଡି ବ୍ଲକର ଜଗନ୍ନାଥପୁର ବିଟରେ ଫରେଷ୍ଟ ଗାର୍ଡ ଭାବରେ କାମ କରୁଛନ୍ତି।  ସୂଚନା ଅନୁସାରେ ଫରେଷ୍ଟ ଗାର୍ଡ ବିନାୟକ ସୋରି ଖାତିଗୁଡା…

ଚାରା ଦୁର୍ନୀତି ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ : ସିବିଆଇ ତଦନ୍ତ ଦାବି କଲା ବିଜେପି

ଭୁବନେଶ୍ୱର: ଚାରା ଦୁର୍ନୀତି ଅଭିଯୋଗ ଆଣି ବିଜେଡି ଉପରେ ବର୍ଷିଛନ୍ତି ଜିଲ୍ଲା ସଭାପତି ବାବୁ ସିଂ। ହକି ମହାକୁମ୍ଭ ବେଳେ ଗଛ ଲଗାଇ ସହରକୁ ସବୁଜମୟ କରିବା ନାଁରେ ରାଜ୍ୟ ସରକାର ବିରାଟ ଦୁର୍ନୀତି କରିଥିବା କହି ଟାର୍ଗେଟ କରିଛନ୍ତି । ଓଡ଼ିଶାର ମୁଖ କହିଲେ ଭୁବନେଶ୍ୱରକୁ ବୁଝାଏ, ଯଦି ଏଠାରେ…

ଖୁବ୍ ଶୀଘ୍ର ବଣାଇଗଡ଼ ଉପଖଣ୍ଡସ୍ତରୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାଇଲିସିସ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବଣାଇ ଉପଖଣ୍ଡ ଡାକ୍ତରଖାନାରେ ହେମୋ ଡାଇଲିସିସ୍ ସୁବିଧା ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବୃକକ୍ ଜନିତ ସମସ୍ୟା ଦେଇ ଗତି କରୁଥିବା ରୋଗୀମାନେ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ। ଗଲା ମାର୍ଚ୍ଚ ୨୦୨୩ ରେ…

ଦିଲ୍ଲୀରେ ଝଲସିବ ଓଡ଼ିଶା ପ୍ରଜ୍ଞାପନ ମେଢ଼

ଭୁବନେଶ୍ବର: ଦିଲ୍ଲୀରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇଛି। ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ଦିଆଯାଇଛି।…

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେନି ଶଙ୍କରାଚାର୍ଯ୍ୟ

ପୁରୀ: ଆସନ୍ତା ଜାନୁଆରୀ ୨୨ ତାରିଖରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି । ସେଥିପାଇଁ ଚଳଚଞ୍ଚଳ ଏବେ ପୁରା ଦେଶ । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେବେ । । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

STF ପାଇଁ ସଫଳତାର ବର୍ଷ ଥିଲା ୨୦୨୩, ୭୫ ଅଭିଯୁକ୍ତ ହୋଇଥିଲେ ଗିରଫ

ଭୁବନେଶ୍ଵର: STF ପାଇଁ ସଫଳତାର ବର୍ଷ ଥିଲା ୨୦୨୩ । ଗତ ବର୍ଷ ଏସଟିଏଫ୍ ୪୧ଟି ମାମଲା ରୁଜୁ କରି ଓଡିଶା ସମେତ ୬ ରାଜ୍ୟର ୭୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏତଦବ୍ୟତୀତ ୮କିଲୋ ବ୍ରାଉନସୁଗର, ୪୫୬ କୁଇଣ୍ଟାଲ୍ ଗଞ୍ଜେଇ, ୨କେଜି ୮୮୦ ଗ୍ରାମର ଅଫିମ ଜବତ କରିଛି ଏସଟିଏଫ୍ । ଏଥିସହ ଲକ୍ଷ ଲକ୍ଷ…