Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୋଲିବ କେଳେଙ୍କାରୀ ଗୁମର; ୨ ଦିନିଆ ରିମାଣ୍ଡରେ ଧୋକାବାଜ ୫ ସ୍ତ୍ରୀଙ୍କ ସ୍ବାମୀ

ଭୁବନେଶ୍ବର: ରିମାଣ୍ଡରେ ଗଲା ୫ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ । ଆଜିଠୁ ୨ ଦିନିଆ ରିମାଣ୍ଡରେ ନେଇଛି କମିଶନରେଟ ପୋଲିସ । ଖୋଳତାଡ଼ ପରେ ଖୋଲିବ ରସିକିଆ ପ୍ରେମିକର ସମସ୍ତ ଗୁମର । ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରରେ ୫ ଜଣ ମହିଳାଙ୍କୁ ବିବାହ କରିଥିଲା ସତ୍ୟଜିତ । ଖାଲି ସେତିକି…

ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ନିଖୋଜ ଘଟଣା: ହେବ ଡିଏନ୍ଏ ଟେଷ୍ଟ

ୱାୟନାଡ୍: ୱାୟନାଡ୍ ଭୂସ୍ଖଳନରେ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ନିଖୋଜ ଘଟଣା l ଡିଏନ୍ଏ ଟେଷ୍ଟ ପାଇଁ ନମୁନା ଦେଲେ ସ୍ୱାଧୀନଙ୍କ ଭଉଣୀ ସୋମାଲି l ୪୮ ଘଣ୍ଟା ମଧ୍ୟରେ ଆସିବ ଡିଏନ୍‌ଏ ଟେଷ୍ଟ ରିପୋର୍ଟ l ଅନ୍ୟପଟେ ଆହତ ଡାକ୍ତର ସ୍ୱୀକୃତି ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଏବେ ସୁଧାର ଆସିଛି l…

ଜାଲିଆତି କରି ଟଙ୍କା ହଡ଼ପ ଅଭିଯୋଗ, ସରକାରୀ ଆକାଉଣ୍ଟରୁ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଗାଏବ

ସୁବର୍ଣ୍ଣପୁର: ସରକାରୀ ଆକାଉଣ୍ଟରୁ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଗାଏବ। ଜାଲିଆତି କରି ଟଙ୍କା ହଡ଼ପ ହୋଇଥିବା ସୂଚନା। ସୁବର୍ଣ୍ଣପୁର ଜିଲ୍ଲା ଉଠା ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ ପ୍ରଫୁଲ୍ଲ ବେହେରାଙ୍କ ନାମରେ ୟୁନିୟନ ବ୍ୟାଙ୍କ ସୋନପୁର ଶାଖାରେ ଥିବା ଆକାଉଣ୍ଟରୁ ଟଙ୍କା ହେରଫେର ହୋଇଛି।…

ପୁଣି ଆଳୁ ଚଡକ: କେଜି ୬୦ ଛୁଇଁଲା

ଭୁବନେଶ୍ବର: ଗତ କିଛି ଦିନ ହେବ ଆଳୁ ଦର ସ୍ବାଭାବିକ ଥିବା ବେଳେ ଏବେ ପୁଣି ବଜାରରେ ତେଜିଛି ଆଳୁ ନିଆଁ । ଗୋଟିଏ ପଟେ ପଶ୍ଚିମବଙ୍ଗ ଆଳୁ ଦେଉନଥିବା ବେଳେ ୟୁପିରୁ ଆଳୁ ଆସିବା ଆଶା ଏବେ ମଉଳି ପଡିଛି । ଯାହା ଓଡିଶା ବଜାରରେ ଆଳୁ ଉପରେ ମହଙ୍ଗା ମାଡ କରିଛି । ଗୋଟିଏ ଦିନରେ ଆଳୁ କେଜି ୨୦ ରୁ…

ନୂଆଖାଇ ପାଇଁ ବାହାରିଲା ଶୁଭ ଲଗ୍ନ

ବଲାଙ୍ଗୀର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ। ଚଳିତ ଥର ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ…

ରତ୍ନଭଣ୍ଡାରର ସିବିଆଇ ତଦନ୍ତ ଦାବି କଲେ ସୁଦର୍ଶନ

ପୁରୀ: ଥମୁନି ରତ୍ନଭଣ୍ଡାର ପ୍ରସଙ୍ଗ । ଅନେକ ତର୍କ ବିତର୍କ ପରେ ଜୁଲାଇ ୧୪ ରେ ରତ୍ନଭଣ୍ଡାର ଖୋଲାଯାଇଥିଲା । ସବୁ କିଛିର ଯାଞ୍ଚ କରି ଅଳଙ୍କାରମାନ ସ୍ଥାନାନ୍ତରିତ କରିଥିଲେ ଯାଞ୍ଚ କମିଟି ସଦସ୍ୟ । ହେଲେ ଏବେ ବି ଅନେକ କିଛି ଉପରୁ ପରଦା ହଟିନି ବୋଲି ସାଧାରଣରେ ଚର୍ଚ୍ଚା । ଯାହାକୁ ନେଇ…

ତୃତୀୟ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବ ଜାତୀୟ ସନ୍ତରଣ ପ୍ରତିଯୋଗିତା

ଭୁବନେଶ୍ୱର: ତୃତୀୟ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବ ଜାତୀୟ ସନ୍ତରଣ ପ୍ରତିଯୋଗିତା ।ଆଜିଠୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଇନଡୋର୍ ଜଳକ୍ରୀଡା କେନ୍ଦ୍ରରେ ୪୦ ତମ ସବ-ଜୁନିୟର ଏବଂ ୫୦ ତମ ଜୁନିୟର ସନ୍ତରଣ ପ୍ରତିଯୋଗିତା ର ଆୟୋଜନ ହେବାକୁ ଯାଉଛି ।…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥ ଗିରଫ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ପ୍ରଦୀପ ରଥଙ୍କର ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ। ରେଡ ବେଳେ ତାଙ୍କ ଘରୁ ମିଳିଥିବା ଆଖି ତରାଟିଲା ଭଳି ସୁନା ଗହଣା ମିଳିଛି। କେଜିଏରୁ…

ନିଟ୍-ୟୁଜି ପେପର ଲିକ୍ ମାମଲା, ଭୁବନେଶ୍ବରରୁ ଜଣଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ବର: ନିଟ୍-ୟୁଜି ପେପର ଲିକ୍ ମାମଲାରେ ଭୁବନେଶ୍ବରରୁ ଆଉ ଜଣଙ୍କୁ ଗିରଫ କଲା ସିବିଆଇ। ଭୁବନେଶ୍ବରରୁ ସୁଶାନ୍ତ ସାମନ୍ତଙ୍କୁ ଗିରଫ କଲା ସିବିଆଇ। ପ୍ରଶ୍ନପତ୍ର ବିତରଣରେ ସଂମ୍ପୃକ୍ତ ଅଭିଯୋଗରେ ଗିରଫ କରାଯାଇଥିବା ସୂଚନା ମିଳିଛି। ସୁଶାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ।…

ଆଜିଠୁ ୯ ତାରିଖ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ହେବ। ସନ୍ଧ୍ୟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୭ରେ ଏହା ଲଘୁଚାପ ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ତେବେ ପାଣିପାଗ ବିଭାଗ ଅନୁଯାୟୀ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା…