Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଷ୍ଟ୍ରୀୟ ଭୂମିକା ନିର୍ବାହ ଓ ଲୋକନୃତ୍ୟ ପ୍ରତିଯୋଗିତା ଆରମ୍ଭ 

ଭୁବନେଶ୍ଵର;  ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ସର୍ବ-ଭାରତୀୟ ରାଷ୍ଟ୍ରୀୟ ଭୂମିକା ନିର୍ବାହ ଓ ଲୋକନୃତ୍ୟ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ  ତିନିଦିନ ଧରି ଚାଲିବ। ପ୍ରତିଯୋଗିତାରେ ୨୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ତଥା ଚାରୋଟି ପ୍ରାୟୋଗିକ ବହୁଦେଶୀୟ ବିଦ୍ୟାଳୟର…

ଭୁବନେଶ୍ୱର ଚାରା ଦୁର୍ନୀତିର ଅଭିଯୁକ୍ତମାନେ କେବେ ବନ୍ଧା ହେବେ?

ଭୁବନେଶ୍ଵର; ଭୁବନେଶ୍ୱରରେ ଗଛ ଲଗାଇବାରେ ୭ କୋଟି ଟଙ୍କାର ଦୁର୍ନୀତି ଏବେ ସାମନାକୁ ଆସିଛି। ହକି ବିଶ୍ୱକପ୍ ସମୟରେ ସୌନ୍ଦର୍ଯ୍ୟକରଣ ବାବଦରେ ରାଜ୍ୟ ସରକାର ଖର୍ଚ୍ଚ କରିଥିବା କୋଟି କୋଟି ଟଙ୍କା ସବୁ ଅଣଓଡ଼ିଆ ଅଫିସରଙ୍କ ମଧୁଚନ୍ଦ୍ରିକାରେ ଲୁଟ୍ କରାଯାଇଛି। ହକି ବିଶ୍ୱକପ୍ ସମୟରେ ଲାଗିଥିବା…

ମାନସିକ ରୋଗୀ ନା ସୁଚିନ୍ତିତ ଯୋଜନା, ମା’ କହିଲା ଶିଶୁ କନ୍ୟାକୁ ବୋରୱେଲରେ ପକାଇବାର କାରଣ

ସମ୍ବଲପୁର: ମୁହଁ ଖୋଲିଲେ ବିଜୟିନୀର ମା’ । କହିଲେ ମାନସିକ ସ୍ଥିତି ଠିକ୍ ନଥିବାରୁ ଶିଶୁକୁ ବୋରୱେଲ୍ ମଧ୍ୟକୁ ପକେଇ ଦେଇଥିଲି । ତେବେ ଏହି କଥା ଭିତରେ କେତେ ସତ୍ୟତା ରହିଛି ତା’ ଉପରେ ଏବେ ପ୍ରଶ୍ନ ଉଠିଛି । କାରଣ ବିଜୟିନୀର ମା’ ନିଜକୁ ମାନସିକ ରୋଗୀ କହୁଥିବା ବେଳେ ଡାକ୍ତର କିନ୍ତୁ ଏହି…

ବିକଶିତ ଭାରତ କାର୍ଯ୍ୟକ୍ରମକୁ ଧସେଇ ପଶିଲେ ଦୁବୃର୍ତ୍ତ ; ବ୍ୟାନର ଚିରିଲେ, କାଚ ଭାଙ୍ଗିଲେ  

ଭଦ୍ରକ; ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀର ଚୁଡାକୁଟି ପଞ୍ଚାୟତ ରାଲିରେ ଜୋର ଜବରଦସ୍ତ ପ୍ରବେଶ କରି ଭଙ୍ଗାରୁଜା କରିଛନ୍ତି କିଛି ଦୁବୃର୍ତ୍ତ ।  ସୂଚନା ଅନୁସାରେ ଧାମନଗରରେ ବିଜେପିର ବିକଶିତ ଭାରତ ସଙ୍କଳ୍ପ ରଥ କାର୍ଯ୍ୟକ୍ରମ ଚାଲୁଥିବା ସମୟରେ ଅତର୍କିତ ଭାବରେ ବସର…

ସ୍କୁଲ ବସ୍ ପାଇଁ ଆସିଲା ଗାଇଡଲାଇନ, ବସ୍ ରେ ରହିବ ଅଗ୍ନି ନିର୍ବାପକ ଯନ୍ତ୍ର

ଭୁବନେଶ୍ଵର: ସ୍କୁଲ ବସ୍ ପାଇଁ ଆସିଲା ଗାଇଡଲାଇନ । ଗାଇଡଲାଇନ ଆଣିଛି ସଡକ ଓ ପରିବହନ ବିଭାଗ। ଏଣିକି ସ୍କୁଲ୍ ବସ୍ କିମ୍ବା ଭ୍ୟାନର ଆଗ ଓ ପଛରେ ପ୍ରାଞ୍ଜଳ ଭାବରେ ‘ସ୍କୁଲ ବସ୍’ ଲେଖାଯିବ । ସେହିପରି ଭଡାରେ ଲାଗିଥିବା ସ୍କୁଲ ବସ୍ କିମ୍ବା ଭ୍ୟାନରେ ‘ ଅନ୍ ସ୍କୁଲ୍ ଡ୍ୟୁଟି’ ଲେଖା ରହିବ ।…

ଧରାପଡ଼ିଲେ ୮ ଜଣିଆ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ଵର; କମିସନରେଟ୍ ପୁଲିସ ହାତରେ ରାଜ୍ୟ ବାହାରର ଗୋଟିଏ ବଡ଼ ଲୁଟେରା ଗ୍ୟାଙ୍ଗ୍ ଧରାପଡ଼ିଛି। ଏହି ଗ୍ୟାଙ୍ଗ ମୋବାଇଲ୍ ଫୋନ୍ ଲୁଟି ଏଥିରୁ ସିମ୍ କାଢ଼ିବା ପରେ ମୋବାଇଲ୍ ବ୍ୟବହାରକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଲୁଟିନେଉଥିଲେ। ଏହି ମାମଲାରେ ଝାଡ଼ଖଣ୍ଡ ସାହେବ ଗଞ୍ଜର ସେରଶାହା…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ବିଜେପି

ଭୁବନେଶ୍ୱର: ଓଡ଼ିଶାର ଅନ୍ୟତମ ପ୍ରଜ୍ଞାପୁରୁଷ ତଥା ଲକ୍ଷ ଲକ୍ଷ ଆଦିବାସୀମାନଙ୍କର ଆଶାର ପ୍ରାଣକେନ୍ଦ୍ର ଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକୁ ଆଜି ୧୫ବର୍ଷ ବିତିଗଲାଣି । କିନ୍ତୁ ବଡ ଆଶ୍ଚର୍ଯ୍ୟର ବିଷୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ତଦନ୍ତ କମିଶନ ରିପୋର୍ଟ…

ସ୍ଥାପନ ହେଲା ଶୁଭ ଖମ୍ବ, ପାଞ୍ଚ ଦିନ ଧରି ଜମିବ ଖଡ଼ିଆଳ ମହୋତ୍ସବ

ନୂଆପଡା: ଚଳିତ ମାସର ୨୯ ତାରିଖ ରୁ ୫ ଦିନ ଧରି ଜମିବ ଖଡ଼ିଆଳ ମହୋତ୍ସବ ୨୦୨୪  l ନୂଆପଡା ଜିଲ୍ଲା ଖଡ଼ିଆଳ ଠାରେ ଖଡ଼ିଆଳ ମହୋତ୍ସବ ୨୦୨୪ ପାଇଁ ଶୁଭ ଖମ୍ଭ ସ୍ଥାପନ କରାଯାଇଛି l ଏହି ଖମ୍ଭ ସ୍ଥାପନ ଉତ୍ସବରେ ଯୋଗ ଦେଇଥିଲେ ଖଡ଼ିଆଳ ବିଧାୟକ ଅଧୀରାଜ ପାଣିଗ୍ରାହୀ l ଚଳିତ ମାସ ର ୨୯ ତାରିଖ…

ପାହାଡ଼ି ଗ୍ୟାଙ୍ଗର ୮ ଲୁଟେରା ଗିରଫ, ମୋବାଇଲ ଚୋରି କରି ଖାଲି କରୁଥିଲେ ଆକାଉଣ୍ଟ

ଭୁବନେଶ୍ବର: ପୋଲିସ ହାତରେ ପାହାଡି ଗ୍ୟାଙ୍ଗ । ୨୨ ଟି ମୋବାଇଲ୍‌ ସହ ୧ ଲକ୍ଷ ୩୦ ହଜାର ଟଙ୍କା ଜବତ କଲା କମିଶନରେଟ ପୋଲିସ । ତେବେ ଗିରଫ ସମସ୍ତ ୮ ଜଣ ଲୁଟେରା ଝାଡ଼ଖଣ୍ଡର ହୋଇଥିବା ସୂଚନା ଦେଇଛି ପୋଲିସ । ସୂଚନା ଅନୂସାରେ, ଏହି ପାହାଡି ଗ୍ୟାଙ୍ଗ ଦୀର୍ଘ କିଛି ଦିନ ହେବ ମୋ ବସ୍ ଓ…

କିଛି ଦିନର ଅନ୍ତରାଳ ପରେ ମୁହଁ ଖୋଲିଲେ ସୌମ୍ୟ, କହିଲେ ଆଉ ନିର୍ବାଚନ ଲଢିବିନାହିଁ

ଭୁବନେଶ୍ଵର: କିଛି ଦିନର ଅନ୍ତରାଳ ପରେ ମୁହଁ ଖୋଲିଲେ ସୌମ୍ୟ । ଖୋର୍ଦ୍ଧାରେ ସ୍ଵର୍ଗତ ଜାନକୀ ବଲ୍ଳଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ବଡ଼ ମନ୍ତବ୍ୟ ଦେଇ ସୌମ୍ୟ କହିଛନ୍ତି-  ଓଡିଶାକୁ ଭଲପାଇବାର କିଛି ନମୁନା ଯଦି ଖୋଜିବାକୁ ଚାହାଁନ୍ତି ମୁଁ ଭାବେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ସେଥିପାଇଁ…