Latest Odisha News

BREAKING NEWS

Browsing Category

ଓଡିଶା

Odisha

ରତ୍ନଭଣ୍ଡାରର ସିବିଆଇ ତଦନ୍ତ ଦାବି କଲେ ସୁଦର୍ଶନ

ପୁରୀ: ଥମୁନି ରତ୍ନଭଣ୍ଡାର ପ୍ରସଙ୍ଗ । ଅନେକ ତର୍କ ବିତର୍କ ପରେ ଜୁଲାଇ ୧୪ ରେ ରତ୍ନଭଣ୍ଡାର ଖୋଲାଯାଇଥିଲା । ସବୁ କିଛିର ଯାଞ୍ଚ କରି ଅଳଙ୍କାରମାନ ସ୍ଥାନାନ୍ତରିତ କରିଥିଲେ ଯାଞ୍ଚ କମିଟି ସଦସ୍ୟ । ହେଲେ ଏବେ ବି ଅନେକ କିଛି ଉପରୁ ପରଦା ହଟିନି ବୋଲି ସାଧାରଣରେ ଚର୍ଚ୍ଚା । ଯାହାକୁ ନେଇ…

ତୃତୀୟ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବ ଜାତୀୟ ସନ୍ତରଣ ପ୍ରତିଯୋଗିତା

ଭୁବନେଶ୍ୱର: ତୃତୀୟ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବ ଜାତୀୟ ସନ୍ତରଣ ପ୍ରତିଯୋଗିତା ।ଆଜିଠୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଇନଡୋର୍ ଜଳକ୍ରୀଡା କେନ୍ଦ୍ରରେ ୪୦ ତମ ସବ-ଜୁନିୟର ଏବଂ ୫୦ ତମ ଜୁନିୟର ସନ୍ତରଣ ପ୍ରତିଯୋଗିତା ର ଆୟୋଜନ ହେବାକୁ ଯାଉଛି ।…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥ ଗିରଫ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ପ୍ରଦୀପ ରଥଙ୍କର ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ। ରେଡ ବେଳେ ତାଙ୍କ ଘରୁ ମିଳିଥିବା ଆଖି ତରାଟିଲା ଭଳି ସୁନା ଗହଣା ମିଳିଛି। କେଜିଏରୁ…

ନିଟ୍-ୟୁଜି ପେପର ଲିକ୍ ମାମଲା, ଭୁବନେଶ୍ବରରୁ ଜଣଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ବର: ନିଟ୍-ୟୁଜି ପେପର ଲିକ୍ ମାମଲାରେ ଭୁବନେଶ୍ବରରୁ ଆଉ ଜଣଙ୍କୁ ଗିରଫ କଲା ସିବିଆଇ। ଭୁବନେଶ୍ବରରୁ ସୁଶାନ୍ତ ସାମନ୍ତଙ୍କୁ ଗିରଫ କଲା ସିବିଆଇ। ପ୍ରଶ୍ନପତ୍ର ବିତରଣରେ ସଂମ୍ପୃକ୍ତ ଅଭିଯୋଗରେ ଗିରଫ କରାଯାଇଥିବା ସୂଚନା ମିଳିଛି। ସୁଶାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ।…

ଆଜିଠୁ ୯ ତାରିଖ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ହେବ। ସନ୍ଧ୍ୟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୭ରେ ଏହା ଲଘୁଚାପ ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ତେବେ ପାଣିପାଗ ବିଭାଗ ଅନୁଯାୟୀ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା…

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ ଜିଏସଟି ପରିଷଦର ସଦସ୍ୟ

ଭୁବନେଶ୍ବର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି । ଏଥିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ କେନ୍ଦ୍ର ଜିଏସଟି ପରିଷଦର ସଦସ୍ୟ । ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି । ତେବେ ଅନ୍ୟ ରାଜ୍ୟର ଅର୍ଥ…

ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର: ଏବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ । ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ…

ବିଜେଡ଼ିର ୧୫ ଜଣିଆ କମିଟି ଗଠନ, ବାଦ ପଡିଲେ ବବି

ଭୁବନେଶ୍ବର: ଗଠନ ହେଲା ବିଜେଡ଼ିର ନୂତନ କମିଟି । ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ଯର ସମନ୍ବୟ ରକ୍ଷା ପାଇଁ ୧୫ ଜଣିଆ ଟିମ୍ ଗଠନ କରିଛି ବିଜେଡି। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଗଠନ ହୋଇଛି ଏହି ଟିମ୍ । ତେବେ ବିଜେଡିର ନୂତନ ଟିମରୁ ବାଦ୍ ପଡିଛନ୍ତି ପ୍ରଣବ ପ୍ରକାଶ…

ବିଜୁ ପଟ୍ଟନାୟକ ବିମାନ ବନ୍ଦରର ଘରୋଇକରଣ ନିଷ୍ପତ୍ତି ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ଭୁବନେଶ୍ୱର ବିମାନ ବନ୍ଦରକୁ ଘରୋଇକରଣ କରାଯିବା ଉଦ୍ୟମକୁ କଟୁ ସମାଲୋଚନା କରିଛି ବିଜେଡି । ଭୁବନେଶ୍ୱର ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ଘରୋଇକରଣ ନିଷ୍ପତ୍ତି ଆଦୌ ଗ୍ରହଣୀୟ ନୁହେଁ ବୋଲି କହିଛି ବିରୋଧି ବିଜେଡି । ଭୁବନେଶ୍ୱର ବିମାନ ବନ୍ଦର…

ତୃତୀୟ ଦିନରେ ୫ ହଜାର ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମବାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ । ସମୁଦାୟ ୨୪୦୩ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ପ୍ରାୟ ୫ ହଜାରରୁ ଅଧିକ ଲୋକ…