Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଇକକୁ ଘୋଷାଡି ନେଲା ଟ୍ରକ; ବାପାଙ୍କ ସହ ଚାଲିଗଲା ୨ ପୁଅଙ୍କ ଜୀବନ

ନବରଙ୍ଗପୁର: ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ ସହ ୨ ପୁଅଙ୍କ ମୃତ୍ୟୁ ଘଟିଛି । ମା’ ଏବଂ ଆଉ ଜଣେ ୧୦ ବର୍ଷର ପୁଅ ଗୁରୁତର ଆହତ ହୋଇଛନ୍ତି । ଏଭଳି ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଦେଓଭରଣ୍ଡୀ ଠାରେ । ଆହତ ମା’ ପୁଅଙ୍କୁ ପ୍ରଥମେ ହାଟଭରଣ୍ଡୀ ଗୋଷ୍ଟୀ…

ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରିଲା ନାହିଁ; ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଜୟପାଟଣା: ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରିଲା ନାହିଁ । ଫଳରେ ଟ୍ରାକ୍ଟରରେ ଶିଶୁକନ୍ୟା ନେଲା ଜନ୍ମ । ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର-କଳାହାଣ୍ଡି ଜିଲ୍ଲା ସୀମାନ୍ତ ଜୟପାଟଣା ବ୍ଲକ ଅମଲାଭଟ୍ଟା ପଞ୍ଚାୟତ ଦାବିରିଘାଟି ଗାଁରେ। ଗାଁର ଡୋମୁ ମାଝୀଙ୍କ ସ୍ତ୍ରୀ ଉର୍ମିଳା ମାଝୀଙ୍କ…

ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମରଶରୀର ଆଣିବା ପାଇଁ ପ୍ରଶାସନର ସହାୟତା ଲୋଡିଲେ…

ଭୁବନେଶ୍ବର:ତାମିଲନାଡ଼ୁରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବୌଦ୍ଧ ଥାନା ବିଜାପଦର ଗ୍ରାମର ଟୁନା ମହାନନ୍ଦିଆ (୫୬)ଙ୍କ ଆଜି ପ୍ରାୟ ୧୦ଟାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଥିଲା।  ମୃତ ଶ୍ରମିକଙ୍କ ପରିବାର ଅତି ଗରିବ । ତେଣୁ ତାଙ୍କ ମରଶରୀର ଘରକୁ ଆଣିବାରେ ସମସ୍ୟା ଉପୁଜୁଛି । ତାଙ୍କର…

୨୪ ବର୍ଷ ବହୁ ପରିଶ୍ରମ କରିଛି, ବଣିଆ ହୋଇ ଖାଣ୍ଟି ସୁନାକୁ ଚିହିଁଲେ ନାହିଁ: ପ୍ରଭାତ ବିଶ୍ବାଳ

ଭୁବନେଶ୍ବର: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ପ୍ରଭାତ ରଞ୍ଜନ ବିଶ୍ୱାଳ ରବିବାର ବିଜେପିରେ ସାମିଲ ହୋଇଛନ୍ତି । ବିଧିବଦ୍ଧ ଭାବେ ଦଳରେ ସାମିଲ ହେବା ପରେ ପ୍ରଭାତ କହିଛନ୍ତି ଯେ, ବିଜେଡି ପାଇଁ ୨୪ ବର୍ଷ…

ପ୍ରଭାତ ବିଶ୍ବାଳ ବିଜେପିରେ ମିଶିବା ପରେ ବିଜେଡିକୁ କଡା ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଜେଡି ଛାଡିବା ପରେ ଆଜି ପଦ୍ମ ଧରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି । ପ୍ରଭାତ ପଦ୍ମ ଧରିବା ପରେ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଇସ୍କନ ସ୍ପଷ୍ଟୀକରଣର କଡ଼ା ଜବାବ ରଖିଲେ ଗଜପତି ମହାରାଜା

ପୁରୀ: ଇସ୍କନ ସ୍ପଷ୍ଟୀକରଣର କଡ଼ା ଜବାବ ରଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ସେ କହିଛନ୍ତି ଯେ, ଇସ୍କନ ମୁମ୍ବାଇ ସ୍ଥିତ ଜୁହୁ ଶାଖା ପକ୍ଷରୁ ଦିଆଯାଇଥିବା ପ୍ରେସ ରିଲିଜ୍ ରେ ରହିଥିବା ତଥ୍ୟ ସଂପୂର୍ଣ୍ଣ ମିଥ୍ୟା ଓ ଅପ୍ରାସଙ୍ଗିକ । ଶ୍ରୀନହରରେ ପୁରୀର ବିଦ୍ୱାନ ଓ ଇସ୍କନ ବିଦ୍ୱାନଙ୍କ…

ହ୍ରାସ ପାଉଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ବନ୍ଦ ହେଲା ଆଉ ଗୋଟିଏ ସ୍ଲୁଇସ୍ ଗେଟ୍‌

ସମ୍ବଲପୁର: ଉପରମୁଣ୍ଡରେ କମିଛି ବର୍ଷାର ପରିମାଣ । ତେଣୁ ଏବେ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ ହ୍ରାସ ପାଇଛି । ଏନେଇ ଆଜି ଆଉ ଗୋଟିଏ ସ୍ଲୁଇସ୍ ଗେଟ୍ ବନ୍ଦ କରାଯାଇଛି । ଏହାକୁ ମିଶାଇ ୮ଟି ସ୍ଲୁଇସ୍ ଗେଟ୍‌ ବନ୍ଦ କରାଯାଇଥିବାବେଳେ, ମାତ୍ର ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି…

ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ୫ ଅଟକ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ବାଣ୍ଡେଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଘଟଣାଟି ଶନିବାର ବିଳମ୍ବିତ ରାତିରେ ଘଟିଛି। ଛତିଶଗଡ଼ର ବାସିନ୍ଦା ଏହି ନାବାଳିକା ବାଣ୍ଡେଗାରେ ତାଙ୍କ…

Prabhat Biswal Joins BJP:ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର: ବିଜେପିରେ ସାମିଲ ହେଲେ ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ଚୌଦ୍ବାର-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାତ ବିଶ୍ଵାଳ ନିଜର ଶହଶହ…

ଖଣିଜ ସାମଗ୍ରୀ ଚୋରା ଚାଲାଣ ବେଳେ ୨ ଗିରଫ, ଟ୍ରଲର ଓ ଜେସିବି ଜବତ

କେନ୍ଦୁଝର: ଖଣିଜ ସାମଗ୍ରୀ ଚୋରା ଚାଲାଣ ବେଳେ ଖଣିଜ ବୋଝେଇ ଟ୍ରଲର ଓ ଜେସିବି ଜବତ ହୋଇଛି । ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । କେନ୍ଦୁଝରର ବାମେବାରି ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ମିଳିଥିବା ସୂଚନା ଅନୁସାରେ, ବାମେବାରି ଥାନା ଅନ୍ତର୍ଗତ ନୟାଗଡ଼ ଅଞ୍ଚଳରେ ପୂର୍ବରୁ ଖନନ…