Latest Odisha News

BREAKING NEWS

Browsing Category

ଓଡିଶା

Odisha

ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନ ଓଡ଼ିଶା ଇତିହାସରେ ରହିବ

ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଉଦଘାଟନ କରିଛନ୍ତି। ମେଟ୍ରୋ ରେଳ ପ୍ରକଳ୍ପ ଅଧୀନରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ଦେଇ କଟକକୁ ସହଜରେ ପରିବହନ ସୁବିଧା ଯୋଗାଇ…

ଦାମ ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟାଇଲା ବିଜେଡି

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟାଇ ଦେଇଛି ବିଜୁ ଜନତା ଦଳ। ନୂଆବର୍ଷରେ ଦଳର ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି। ଆଗକୁ ନିର୍ବାଚନ ରହିଛି। ପାରାଦୀପରେ ଦାମ ଜଣେ ଟାଣୁଆ ନେତା। ଯଦିଓ…

ନୂଆବର୍ଷରେ ଜଗା ଦର୍ଶନ ପାଇଁ ଭିଡ: ଲାଗୁ ହେଲା ଡ୍ରେସ କୋଡ, ପାନ, ଗୁଟଖା ଉପରେ କଟକଣା

ଭୁବନେଶ୍ୱର: ଆଜି ନୂଆବର୍ଷ । ସକାଳୁ ସକାଳୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି  । ନୂଆ ବର୍ଷରେ ଜଗା ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି । ରାତି ଗୋଟାଏରୁ ପହଡ ଖୋଲା ଯାଇଛି । ଧାଡିରେ ଭକ୍ତମାନେ ଜଗାକୁ ଦର୍ଶନ କରୁଛନ୍ତି । ଆଜିଠାରୁ ଶ୍ରୀମନ୍ଦିରରେ ନୂଆ ନିୟମ…

ନୂଆବର୍ଷରେ ମେଟ୍ରୋ ରେଳର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି (ସୋମବାର) ନୂଆବର୍ଷରେ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ତ୍ରିଶୂଳିଆ ନିକଟସ୍ଥ ରତଗଡ ଲେଙ୍କା ସାହିରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିବେ…

‘ଶ୍ରୀମନ୍ଦିର ଦେବତ୍ୱର କ୍ଷୁର୍ଣ୍ଣ ପ୍ରତିବାଦରେ ବିଜେପି ଆନ୍ଦୋଳନ କରିବ’

ଭୁବନେଶ୍ୱର: ଜଗନ୍ନାଥ ମନ୍ଦିରକୁ ଅପବିତ୍ର କରିବା ସହ ଜଗନ୍ନାଥ ସଂସ୍କୃତିକୁ ଧ୍ୱଂସ କରିବାକୁ ପ୍ରୟାସ କରିଛି ବିଜେଡି । ଜଗନ୍ନାଥଙ୍କୁ “ବଜାର ସାମଗ୍ରୀ” ଭାବେ ପ୍ରଚାର କରିବା ଦୁର୍ଭାଗ୍ୟଜନକ । କିଛିଦିନ ତଳେ ବିଜୁ ଜନତା ଦଳର ଜଣେ ନୂଆ ନେତା ଭିକେ ପାଣ୍ଡିଆନ ଜଣେ ଗୋମାଂସ ଭକ୍ଷଣକାରୀଙ୍କୁ…

ପୋଲାଭରମ ପ୍ରକଳ୍ପ ବିରୋଧ ଘଟଣା; ପୁରୀ ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଲା ମୋଟୁ ଠାରୁ ଆରମ୍ଭ ହୋଇଥିବା ସାଇକେଲ ଯାତ୍ରା

ପୁରୀ: ପୋଲାଭରମ ପ୍ରକଳ୍ପ କୁ ବିରୋଧ କରି ମୋଟୁ ଠାରୁ ଆରମ୍ଭ ହୋଇଥିବା ସାଇକେଲ ଯାତ୍ରା ଆଜି ପୁରୀ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛି । ଆଇନଜୀବୀ ତଥା "ପିପୁଲ ଏଗେନେଷ୍ଟ ପୋଲାଭରମ ପ୍ରୋଜେକ୍ଟ ଜାତୀୟ କମିଟି ଉପଦେଷ୍ଟା ଲମ୍ବୋଧର ତୁରୁଜଙ୍କ ସାଇକଲ ଯାତ୍ରା ଆଜି ପୁରୀ ଠାରେ ଶେଷ…

ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାର ମୁକ୍ତ ଓ ସମୃଦ୍ଧଶୀଳ ଓଡ଼ିଶା ଗଠନ ହେଉଛି ନୂତନ ବର୍ଷର ଆହ୍ୱାନ: ବିଜେପି

ଭୁବନେଶ୍ୱର: ସରିଲା ବର୍ଷ ୨୦୨୩ । ରାତି ପାହିଲେ ଇଂରାଜୀ ନୂଆବର୍ଷ-୨୦୨୪ । ଏନେଇ ସମଗ୍ର ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଏହି ଅବସରରେ ମନମୋହନ ସାମଲ କହିଛନ୍ତି ଯେ, ପ୍ରାକୃତିକ…

ଗଞ୍ଜାମ ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌, ୩୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର

ଗଞ୍ଜାମ: ପିକନିକ ସାରି ଫେରୁଥିବା ସମୟରେ ଅଘଟଣ । ଖୁସି ର ସମୟ ପାଲଟିଲା ଦୁଃଖରେ । ଗଞ୍ଜାମ ର ତପ୍ତପାଣି ଘାଟିରେ ପିକନିକ ବସ ଓଲଟି ପଡିବାରୁ ଏଥିରେ ୩୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲ ରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ, ୨୦୨୩…

ନୂଆବର୍ଷ ଉପଲକ୍ଷେ ବାଲୁକାକଳାରେ ମହାପ୍ରଭୁ ଜଗନ୍ନାଥଙ୍କ ବଡସିଂହାର ବେଶ

ପୁରୀ: ନୂଆବର୍ଷ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ମହାପ୍ରଭୁ ଜଗନ୍ନାଥଙ୍କ ବଡସିଂହାର ବେଶ । ଏହି ବାଲୁକା କଳାକୃତିକୁ ନିର୍ମାଣ କରିଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଛାତ୍ରଛାତ୍ରୀ । ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ୨୫ ଫୁଟ୍…

ଜାନୁଆରୀ ୪ରୁ ଚିଲିକାରେ ବିଦେଶାଗତ ପକ୍ଷୀ ଗଣନା

ଭୁବନେଶ୍ବର: ଚିଲିକାରେ ଜାନୁୟାରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥି ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ସକାଳ ୬ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସ୍ୱତନ୍ତ୍ର ଟିମ୍‌ ନିଯୁକ୍ତ ହେବେ ବୋଲି ଚିଲିକା ବନ୍ୟପ୍ରାଣୀ ଡିଭିଜନ ଡିଏଫ୍‌ଓ ସୂଚନା…