Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି, ଭିତର ଭିଡିଓ ଭାଇରାଲ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ପରିଲକ୍ଷିତ ହୋଇଛି । ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ୍ ଭାଇରାଲ ହେବାରେ ଲାଗିଛି । ଜଣେ ଯୁବତୀ ଶ୍ରୀମନ୍ଦିର ଭିତରେ ଥିବା ନିର୍ମାଲ୍ୟ ଖଳାରେ ଠିଆ ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ଏହା ଜଣାପଡ଼ିବା ପରେ ବିଭିନ୍ନ…

ପୋଲିସ ଡିଜି ଭାବେ ଦାୟିତ୍ଵ ନେଲେ ଅରୁଣ ଷଡଙ୍ଗୀ

ଭୁବନେଶ୍ଵର: ନୂଆବର୍ଷରେ ମିଳିଲା ନୂତନ ଦାୟିତ୍ଵ । ପୋଲିସ୍‌ ଡିଜି ଭାବେ ଦାୟିତ୍ୱ ଗ୍ରହଣ  ଅରୁଣ ଷଡ଼ଙ୍ଗୀ । ୧୯୯୦ ବ୍ୟାଚର IPS ଅରୁଣ ଷଡ଼ଙ୍ଗୀ ଆଜି ବିଦ୍ଧିବଦ୍ଧ ଭାବରେ ଡିଜିପି ଦାୟିତ୍ୱ ଗ୍ରହଣ କରିଛନ୍ତି । BPSPAର ନିର୍ଦ୍ଦେଶକ ସହ ଅତିରିକ୍ତ ଦାୟିତ୍ୱ ତୁଲାଇବେ ଅରୁଣ ଷଡଙ୍ଗୀ । ପୂର୍ବତନ…

୨୦୨୩ରେ ଭିଜିଲାନ୍ସକୁ ମିଳିଛି ଅଭୂତପୂର୍ବ ସଫଳତା, ଆସିଲା ୨୦୨୩ର ରିପୋର୍ଟ କାର୍ଡ

ଭୁବନେଶ୍ଵର: ୨୦୨୩ରେ ଭିଜିଲାନ୍ସ ବିଭାଗକୁ ମିଳିଛି ଅଭୂତପୂର୍ବ ସଫଳତା । ଚଳିତବର୍ଷ ୨୬୫ଟି ଅପରାଧିକ ମାମଲା ପଞ୍ଜିକୃତ ହୋଇଥିବାବେଳେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ୧୬୬ଜଣଙ୍କୁ ଗିରଫ କରି ୧୨୪କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ । ଚଳିତବର୍ଷ ୫୮ ଜଣ…

ବାଲେଶ୍ଵରରେ ପୂର୍ବତନ ବିଜେଡି ନେତା ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼

ବାଲେଶ୍ଵର: ବାଲେଶ୍ଵର ସହଦେବ ଖୁଣ୍ଟାର ପୂର୍ବତନ ବିଜେଡି ନେତା ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼ । ଛୁରାମାଡ଼ ପଛରେ ବିଜେଡି ରୁ ବହିଷ୍କୃତ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା ଓ ସ୍ଥାନୀୟ ଠିକାଦାର ପ୍ରଭାତ ବିଶ୍ଵାଳ ଙ୍କ ହାତ ଥିବା ନେଇ କହିଛନ୍ତି ତନ୍ମୟ । ଆଜି ସକାଳୁ ତନ୍ମୟ ଘରୁ ବାହାରି…

ଆସ ବୁଲିଯିବା ଓଡିଶା: ପ୍ରକୃତିପ୍ରେମୀଙ୍କୁ ଆନମନା କରେ କଙ୍କିଳୀ କାଜୁ ଫିଲ୍ଡ

ତାଳଚେର: ଚାଲିଛି ଶୀତ ଋତୁ । ଆଉ ରାତି ପାହିଲେ ନୂଆବର୍ଷ । ସାଧାରଣତଃ ନୂଆବର୍ଷର ଆଗମନରେ ସମସ୍ତେ ବାହାରିଯାଆନ୍ତି ପିକନିକ୍ କରିବା ପାଇଁ । ପରିବାର ବର୍ଗଙ୍କ ସହ ହେଉ ଅବା ସାଙ୍ଗ ସାଥି ମେଳରେ ବୁଲି ଯିବା ସହ ଭୋଜି ଭାତ କରି ମଉଜ କରିବା ସହ କଲରଫୁଲ ଫଟୋ ଉଠାଇ ସାଇତି ରଖିବା ସମସ୍ତଙ୍କ ମନ ।…

ଟଙ୍କା ଦେବାକୁ ମନା କରିବାରୁ ବ୍ୟବସାୟୀ ହାଣିଦେଲେ ଦୁର୍ବୃତ୍ତ, ତଦନ୍ତ ଜାରି

କେନ୍ଦ୍ରାପଡା: ଦାଦାବାଟି ଦେବାକୁ ମନା କରିବାରୁ ବ୍ୟବସାୟୀଙ୍କୁ ହାଣିଦେଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡାରେ । ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣରେ ଗୁରୁତର ହୋଇଥିବା ବ୍ୟବସାୟୀ ଜଣକ ମିର ଖାଦୀମ ବକ୍ସ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି…

କାର୍ଯ୍ୟକ୍ଷମ ହେଲା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ୍ ପ୍ରକଳ୍ପର ସୋନପୁର-ଖମ୍ବେଶ୍ବରପଲ୍ଲୀ ମଧ୍ୟରେ ରେଳ ସେକ୍ସନ

ଭୁବନେଶ୍ଵର: ଶେଷ ହୋଇଛି ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସୋନପୁର ଏବଂ ଖମ୍ବେଶ୍ୱରପଲ୍ଲୀ ମଧ୍ୟରେ ୧୦.୫୦ କିଲୋମିଟର ବିଶିଷ୍ଟ ବ୍ରଡ୍ ଗେଜ୍ ରେଳ ଲାଇନର ନିର୍ମାଣ କାର୍ଯ୍ୟ | ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ୨୯ ଡିସେମ୍ବର ୨୦୨୩ରେ ଏହି ନୂତନ ଭାବେ ନିର୍ମିତ ରେଳ ଲାଇନକୁ…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଭୁବନେଶ୍ଵର: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ଘଟଣା । ଆଖିବୁଜିଲେ ଜଣେ ଆହତ । ୪ଜଣ ଆହତଙ୍କ ମଧ୍ୟରୁ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆହତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନି। ଏନେଇ ସୂଚନା ଦେଇଛନ୍ତି ଜୋନ୍‌-୨ ଏସିପି ଗୌତମ କିଶାନ । ସୂଚନା…

ଲୋକମହୋତ୍ସବ ଚଇତିର ଉଦଯାପନୀ ଦିବସରେ ଯୋଗ ଦେଲେ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା

ରାୟଗଡା: ସରିଲା ରାୟଗଡା ଜିଲ୍ଲାର ଲୋକମହୋତ୍ସବ ‘ଚଇତି’ । ଚଳିତ ୨୬ ତାରିଖରୁ ଆରମ୍ଭ ହୋଇଥିବା ଲୋକମହୋତ୍ସବ ଚଇତିର ଗତକାଲି ଥିଲା ଅନ୍ତିମ ତଥା ଉଦଯାପନୀ ଦିବସ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା, ଆଦିବାସୀ ଏବଂ ଆଇନ…

ଓଡ଼ିଶା ମଧ୍ୟ ଦେଇ ଗଡ଼ିଲା ଅମୃତ ଭାରତ ଏକ୍ସପ୍ରେସ୍, ପଶ୍ଚିମବଙ୍ଗ ମାଲଦାରୁ ବେଙ୍ଗାଲୁରୁ ଯାଏ ଗଡ଼ିବ ଟ୍ରେନ

ଭୁବନେଶ୍ଵର: ଓଡ଼ିଶାରେ ପହଞ୍ଚିଲା ଅମୃତ ଭାରତ ଏକ୍ସପ୍ରେସ୍‌। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିବା ପରେ ଆଜି ଓଡ଼ିଶା ମଧ୍ୟ ଦେଇ ଗଡ଼ିଛି ଅମୃତ ଭାରତ ଏକ୍ସପ୍ରେସ୍‌ । ପ୍ରଧାନମନ୍ତ୍ରୀ ଗତକାଲି ୨ଟି ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ।…