Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଆଉ ୩ କୋରୋନା ପଜିଟିଭ ଚିହ୍ନଟ, ସଂକ୍ରମଣ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ବର: ଦିନକୁ ଦିନ ବଢ଼ିବାରେ ଲାଗିଛି କୋଭିଡର ନୂଆ ଭାରିଏଣ୍ଟ ‘ଜେଏନ ୧’ ସଂକ୍ରମଣ ମାମଲା । ଆଜି ପୁଣି ସାମ୍ନାକୁ ଆସିଲା ଆଉ ୩ ପିଜିଟିଭ ରିପୋର୍ଟ । ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୮ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି…

ନାବାଳିକା ଛାତ୍ରୀକୁ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତ ଗିରଫ

କୋରାପୁଟ: କୋରାପୁଟରେ ଲଜ୍ଜା । ନାବାଳିକା ଛାତ୍ରୀକୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ କୁ ଗିରଫ କରିଛି ଜୟପୁର ଟାଉନ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା କୋରାପୁଟର ସନ୍ତୋଷ ଡଙ୍ଗାୟତ (୨୦) । ପୋଲିସ ସୁଚନା ଅନୁଯାଇ, ଜୟପୁର ସହରର ନବମ ଶ୍ରେଣୀ ପଢୁଥିବା ଜଣେ ନାବାଳିକାକୁ ଅପହରଣ…

ପୁରୀ ଏସସିଏସ କଲେଜରେ ଅଗ୍ନିକାଣ୍ଡ, ଜରୁରୀ ଡକ୍ୟୁମେଣ୍ଟ ପୋଡି ପାଉଁଶ

ପୁରୀ: ପୁଣି ପୁରୀରେ ଅଗ୍ନିକାଣ୍ଡ । ସାମନ୍ତ ଚନ୍ଦ୍ରଶେଖର ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଘଟିଛି ଅଗ୍ନିକାଣ୍ଡ । ମହାବିଦ୍ୟାଳୟ ପରିସରରେ ଥିବା ଇକୋନୋମିକ୍ସ ଡିପାର୍ଟମେଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଖବର ପାଇ ସେଠାରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ…

୨୪୭୩ ନୂଆ ଡାକ୍ତରଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟସେବା କ୍ୟାଡରରେ ୨୪୭୩ ଜଣ ଡାକ୍ତରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ୨୩୯୨ ଏମବିବିଏସ ଡାକ୍ତର ଏବଂ ୮୧ ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ।…

ନଦୀ ପାର ବେଳେ ଅଘଟଣ, ଡଙ୍ଗା ବୁଡି ୧ ମୃତ, ୪ ନିଖୋଜ

କୋରାପୁଟ: ନଦୀ ପାରବେଳେ ଅଘଟଣ । ଡଙ୍ଗା ବୁଡି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଆଉ ଜଣ ନିଖୋଜ ଅଛନ୍ତି । ଏଭଳି ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ । ଖବରପାଇ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ଉଦ୍ଧାରକାରୀ ଦଳ । ଖବର ମୁତାବକ, ଆଜି ଏକ ବାହାଘରରେ ଯୋଗ ଦେବାକୁ ନନ୍ଦପୁର…

ସୁଆଣ୍ଡ ଗ୍ରାମରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ କାଳୁ ଭୋଳ ଆହତ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ୍ ସୁଆଣ୍ଡ ଗ୍ରାମରେ ଏନକାଉଣ୍ଟର । ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ କାଳୁ ଭୋଳ ଆହତ । କାଳୁ ଭୋଳର ଘର ପୁରୀ ସଦର ବାଟଗାଁରେ ବୋଲି ଜଣାପଡିଛି । ଏନକାଉଣ୍ଟର ରେ କାଳୁ ଭୋଳର ଡାହାଣ ଗୋଡରେ ଗୁଳି ବାଜିଛି । ସତ୍ୟବାଦୀ ଆଇଆଇସିଙ୍କ ଉପରକୁ ଗୁଳିମାଡ…

ବ୍ୟବସ୍ଥିତ ହୋଇପାରୁନି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା, ଅସନ୍ତୋଷ ଭକ୍ତ

ପୁରୀ: ପ୍ରତିଦିନ ପୁରୀରେ ଜଗା ଦର୍ଶନ ପାଇଁ ବହୁ ଅସୁବିଧାର ସାମ୍ନା କରୁଛନ୍ତି ଭକ୍ତ । ଆଗକୁ ନୂଆବର୍ଷ ଆସୁଥିବା ବେଳେ ଶ୍ରୀମନ୍ଦିରରେ ବୃଦ୍ଧି ପାଇବ ଭକ୍ତଙ୍କ ଭିଡ । ସେପଟେ ପହିଲି ଭୋଗ ନୀତି ଆରମ୍ଭ ହୋଇଥିଲେ ସୁଦ୍ଧା ନୀତି ବିଳମ୍ବ ଯୋଗୁଁ ଦର୍ଶନଟିଏ ପାଇବା ପାଇଁ ଭକ୍ତଙ୍କୁ ଘଣ୍ଟାଘଣ୍ଟା…

ପୂର୍ବ ଶତ୍ରୁତାରୁ ବାପ-ପୁଅଙ୍କ ସମେତ ୩ ଜଣଙ୍କୁ ଏସିଡ ମାଡ 

ଫୁଲବାଣୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାପ-ପୁଅଙ୍କ ସହ ୩ ଜଣଙ୍କୁ ଏସିଡ ମାଡ। ଫୁଲବାଣୀ ଟାଉନ ଥାନା ଶଶୀ ପାନଦୋକାନ ଛକରେ ଘଟିଛି ଏଭଳି ଘଟଣା । ଆହତ ବ୍ୟକ୍ତି ହେଲେ ଚନ୍ଦ୍ର ମହାନ୍ତି, ପୁଅ ସୁରଜ ମହାନ୍ତି ଓ ଅନ୍ୟ ଜଣେ ତାଙ୍କ ବନ୍ଧୁ ରାକେଶ ମିଶ୍ର। ୩ ଜଣଙ୍କୁ ଗୁରୁତର ଅବସ୍ଥାରେ…

ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତ ଜଙ୍ଗଲରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କୋରାପୁଟ: ସୁରକ୍ଷାବାହିନୀକୁ ବଡ଼ଧରଣର ସଫଳତା । ମାଟି ତଳୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କଲେ ଏସ୍‌ଓଜି ଯବାନ । କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ଅଧୀନ କୋଡ଼ାପୁଟ ଓ ଗୁମୁଡାପୁଟ ଗାଁ ଜଙ୍ଗଲରୁ ଏହି ମାଓ ସାମଗ୍ରୀ ଜବତ ହୋଇଛି । କୋରାପୁଟ ଏସ୍‌ପିଙ୍କ ସୂଚନା କ୍ରମେ, ବିଶ୍ବସ୍ତ…

ସର୍ଟସର୍କିଟ ଘଟି ତେଲ କାରଖାନାରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅଧୀନ ସାରୁଅ ଶିଳ୍ପାଞ୍ଚଳରେ ଥିବା ଏକ ରିଫାଇନ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ । ତେବେ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଥିବାବେଳେ, ତଦନ୍ତ ପରେ ହିଁ ଜଣାପଡିବ ।…