Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ୧୮ କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି

ଭୁବନେଶ୍ୱର: ରାଜ୍ୟର ୧୮ଟି କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି ହୋଇଥିବା ନେଇ ସୂଚନା ମିଳିଛି l କିନ୍ତୁ ୧୪୭ କୋଟିରୁ ମାତ୍ର ୧୪ କୋଟି ଆଦାୟ କରିଛନ୍ତି ରାଜ୍ୟ ସରକାର l ଦୁର୍ନୀତିରେ ସାମିଲ ଥିବା ୫୨୧ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି l ସୁନ୍ଦରଗଡ଼ରେ ସର୍ବାଧିକ…

କେରଳ ଟ୍ରାଜେଡି: ୨ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଜଣେ ଡାକ୍ତରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: କେରଳରେ ଜଣେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଡାକ୍ତର ସ୍ବାଧୀନ ପଣ୍ଡା ଏବେ ବି ନିଖୋଜ ଥିବା କହିଛନ୍ତି ମନ୍ତ୍ରୀ । ମୃତଦେହ ପୁନଃ…

ରାଜ୍ୟରେ ନାହିଁ ବନ୍ୟା ପରିସ୍ଥିତି, ସ୍ଥିତି ଦେଖି ନିଆଯିବ ନିଷ୍ପତି

ଭୁବନେଶ୍ୱର: ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ l ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି । ଏବେ ରାଜ୍ୟରେ ବର୍ଷର ପରିମାଣ କମିଛି । ତେଣୁ ରାଜ୍ୟରେ ଏବେ ବନ୍ୟାର ସ୍ଥିତି ନାହିଁ। ଉପର ମୁଣ୍ଡରେ ମହାନଦୀର ଜଳ ସ୍ତର କମୁଛି । ଅନ୍ୟପଟେ…

ଏଣିକି ଘରେ ବସି ପାଇପାରିବେ ରାସନ

ଭୁବନେଶ୍ୱର: ରାଜ୍ୟରେ ଏବେ ସୁଦ୍ଧା ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାସନ କାର୍ଡଧାରୀଙ୍କୁ ଚିହ୍ନଟ କରାଯାଇଛି। ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ଯ କହିଛନ୍ତି,…

ବହୁ ଧନୀ ହାତେଇଛନ୍ତି ରାସନ କାର୍ଡ, ୧୬ ଲକ୍ଷରୁ ଅଧିକ ଭୂତ ରାସନକାର୍ଡଧାରୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୧୬ଲକ୍ଷ ୨୭ହଜାର ୯୩୨ ଭୂତ ରାସନ କାର୍ଡଧାରୀ ରହିଛନ୍ତି । ଆଜି ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬…

କେରଳରେ ନିଖୋଜ ଦୁଇ ଡାକ୍ତରଙ୍କୁ ଉଦ୍ଧାର ପାଇଁ ଉଦ୍ୟମ

ଭୁବନେଶ୍ବର: କେରଳ ଓ୍ବାଏନାଡରେ କେଦାରନାଥ ଭଳି ପ୍ରଳୟ । ୪ଘଣ୍ଟାରେ ପାହାଡରୁ ବହି ଆସିଥିବା ମାଟିମିଶା ବନ୍ୟା ପାଣିରେ ଧୋଇଗଲା ୨୨ହଜାର ଜନସଂଖ୍ୟା ଥିବା ୪ଗାଁ । କେରଳର ଏଭଳି ପ୍ରଳୟ ଓଡିଶାର ନିଦ ହଜାଇଛି। କେରଳ ବୁଲି ଯାଇଥିବା ଦୁଇ ଓଡିଆ ଡାକ୍ତରଙ୍କ ପତ୍ତା ମିଳୁନି । ପୁଅର ଫେରିବା ବାଟକୁ…

ବ୍ରିଜ ଉପରେ ସ୍କୁଟି ମିଳିବା ଘଟଣା: ମିଳିଲା ଆରୋହୀଙ୍କ ପରିଚୟ, ଖୋଜୁଛି ଅଗ୍ନିଶମ ବାହିନୀ

କଟକ: ତ୍ରିଶୁଳିଆ ସୁବାଷ ସେତୁ ଉପରେ ଅଜଣା ସ୍କୁଟି ଥିବା ନେଇ ବଢୁଛି ସସ୍‌ପେନ୍ସ। ଭୋରରୁ ବ୍ରିଜ ଉପରେ ଚାବି ଲାଗିଥିବା ଅବସ୍ଥାରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଛି। ଏହି ସ୍କୁଟି ପାଖରେ ଏକ ଚପଲ ରହିଛି। ଯାହାକୁ ନେଇ ସନ୍ଦେହ ବଢିଛି। କେହି ଗାଡି ରଖି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା…

କର୍ମଚାରୀଙ୍କୁ ତାଗିଦ, ୧୧ଟା ପରେ ଅଫିସ ଆସିଲେ ଦିନକର ଦରମା କାଟ୍

ଭୁବନେଶ୍ୱର: ଅଫିସ୍‌କୁ ଠିକ୍ ସମୟରେ ନପହଞ୍ଚିଲେ କଟିବ ଦରମା। ଦିନକୁ ଅତି କମରେ ସାଢେ ୭ ଘଣ୍ଟା କାମ କରିବାକୁ ପଡିବ। ଏଥିରେ ଖିଲାପ କଲେ ଦରମା କଟାଯିବ। ଦିନ ୧୦.୩୦ ସୁଦ୍ଧା ଅଫିସରେ ନପହଞ୍ଚିବାକୁ ପଡିବ। ସାଢେ ୧୦ଟା ପରେ ଅଫିସ ପହଞ୍ଚିଲେ ବିଳମ୍ବ ବୋଲି ଧରାଯିବ। ଏପରିକି ଯଦି ୧୧ଟା ପରେ…

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ସ୍କାଏ ୱାକ୍

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅଗଷ୍ଟ ୧ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧ ଯାଏ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାରେ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା। ତେବେ ଅଗଷ୍ଟ ୧ରୁ ଏହା ଖୋଲି‍‍‍ବ।…

ଆଜିଠୁ ରାଜ୍ୟରେ ବଢିବ ବର୍ଷା, ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷା। ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର। ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।…