Latest Odisha News

BREAKING NEWS

Browsing Category

ଓଡିଶା

Odisha

ନାବାଳିକାକୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ଶିକ୍ଷକଙ୍କୁ ଆଜୀବନ କାରାଦଣ୍ଡାଦେଶ

ଯାଜପୁର: ୧୧ ବର୍ଷ ର ନାବାଳିକା କୁ ଦୁଷ୍କର୍ମ ଘଟଣା ରେ ଅଭିଯୁକ୍ତ ଙ୍କୁ ୨୦ ବର୍ଷ ର କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ର ପୋକ୍ସୋ ସ୍ବତନ୍ତ୍ର କୋର୍ଟ । ୨୦୨୦ ମସିହା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅଞ୍ଚଳର ମୋହନ ଭୂୟାଁ ଏକ ବିଦ୍ୟାଳୟ ପରିସରରେ ଘରୋଇ ଟିଉସନ କରୁଥିଲେ । ଟିଉସନ ସାରିବା…

ଧାନ କିଣାରେ ବର୍ଷକୁ ୧ ହଜାର କୋଟି ଟଙ୍କାର ଦଳୀୟ ପାଣ୍ଠି ସଂଗ୍ରହ କରୁଛି ବିଜେଡି: ବିଜେପି

ଭୁବନେଶ୍ୱର: ଧାନକିଣାରେ ଏକ ବଡ ସିଣ୍ଡକେଟ୍ କାମ କରୁଛି । ରାଜ୍ୟ ସରକାରଙ୍କ କୃଷି, ଯୋଗାଣ ଏବଂ ସମବାୟ ବିଭାଗର ମିଳିତ ମଧୁଚନ୍ଦ୍ରିକାରେ ସାମିଲ ଅଛନ୍ତି ମିଲର୍ସ । ଧାନ କିଣାରେ ବିଜେଡି ବର୍ଷକୁ ୧୦୦୦ କୋଟି ଟଙ୍କାର ଦଳୀୟ ପାଣ୍ଠି ସଂଗ୍ରହ କରୁଥିବା ଅଭିଯୋଗ ଆଣିଛନ୍ତି ବିଜେପି ରାଜ୍ୟ…

ମାତ୍ର ଦେଢ ଘଣ୍ଟାରେ ରାଉରକେଲାରୁ ପହଞ୍ଚିବେ କୋଲକତା, ସପ୍ତାହରେ ୩ ଦିନ ଉଡିବ ଆଲାଏନ୍ସ ଏୟାର ବିମାନ

ଭୁବନେଶ୍ବର: ଏଣିକି ରାଉରକେଲାବାସୀଙ୍କ ପାଇଁ ସହଜ ହେବ କୋଲକତା ଯାତ୍ରା । କାରଣ ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆଜିଠାରୁ ଆରମ୍ଭ ହୋଇଛି । ଏଥିପାଇଁ ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ…

ବରଗଡ଼ରେ ଚାଷୀ, ଗ୍ରାମବାସୀ ଓ ବିଦ୍ୟାର୍ଥୀଙ୍କ ସମସ୍ୟା ବିଷୟରେ ପଚାରି ବୁଝିଲେ ରାଜ୍ୟପାଳ

ବରଗଡ଼: ଆଜି ବରଗଡ଼ ଜିଲ୍ଲା ଗସ୍ତରେ ରାଜ୍ୟପାଳ ରଘୁବର ଦାସ । ଅତାବିରାରେ ଚାଷୀଙ୍କୁ ଭେଟିଛନ୍ତି ସମସ୍ୟା ବିଷୟରେ ପଚାରି ବୁଝିଛନ୍ତି ରାଜ୍ୟପାଳ । ଧାନ ଦର ବୃଦ୍ଧି, ଚାଷୀଙ୍କୁ ବିଦ୍ୟୁତ ଛାଡ଼ ସହ ଟୋକନ ସମସ୍ୟାରୁ ଧାନ ବିକ୍ରୟ ହୋଇ ପାରୁନଥିବା ଏପରି ଅନେକ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା ।…

୨୭ ବର୍ଷରେ ବିଜେଡି: ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମେଡ଼ିକାଲ କଲେଜ ପରିସରରେ ରକ୍ତଦାନ ଶିବିର ଆୟୋଜିତ

ପୁରୀ: ବିଜୁ ଜନତା ଦଳର ୨୬ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମେଡ଼ିକାଲ କଲେଜ ପରିସରରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ତଥା ଓଡ଼ିଶା ମୋ ପରିବାର ପୁରୀ ଜିଲ୍ଲା ସଂଯୋଜକ ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ୱରେ ଏହି…

ଇଡକୋ ଚିଫ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଯାଜପୁର: ଭିଜିଲାନ୍ସ ଜାଲରେ ଇଡ୍‌କୋ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡ୍‌କୋ ଚିଫ୍ ଜେନେରାଲ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକକାଳୀନ ୭ ଟି ସ୍ଥାନରେ ଚଢାଉ ଚାଲିଛି । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ…

କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ

ଭୁବନେଶ୍ବର : ଜାନୁଆରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ  । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଦିବସ  । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ଦୁଇ ମିନିଟ୍  ପ୍ରାର୍ଥନା କରାଯିବ । ସରକାରଙ୍କ ଆଦିବାସୀ ମାରଣ ନୀତି ବିରୋଧରେ ଲଢିବାକୁ ଆହ୍ବାନ…

ତଳମୁହାଁ ହେଉଛି ଶୀତ ପ୍ରକୋପ : ଆଜି ୧୦ ଡିଗ୍ରୀ ତଳେ ୩ ସହର

ଭୁବନେଶ୍ବର : କମୁଛି ପାରଦ ଆଉ ବଢୁଛି ଶୀତ  । ରାଜ୍ୟରେ ଶୀତର କୋପ ଏବେ ତଳମୁହାଁ ହେବାରେ ଲାଗିଛି। ଆଜି୧୦ ଡିଗ୍ରୀ ତଳେ ରହିଛି ୩ଟି ସହର  ।  ୭ ଡିଗ୍ରୀ ତାପମାତ୍ରା ସହ କୋରାପୁଟ ପାଲଟିଛି ସବୁଠୁ ଥଣ୍ଡା ସହର  । ସେହିପରି  ଦାରିଙ୍ଗବାଡ଼ି ରେ ୮.୫ ଡିଗ୍ରୀ ଓ ସିମିଳିଗୁଡ଼ାରରେ ୯ ଡିଗ୍ରୀ…

ନୂଆ କୋଭିଡ ଆକ୍ରାନ୍ତ ସହ ସପ୍ତାହକରେ ତିନି ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ଗତ ୭ ଦିନ ମଧ୍ୟରେ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୨୮ ନୂଆ କୋଭିଡ୍-୧୯ ସଂକ୍ରମଣ ରେକର୍ଡ କରାଯାଇଛି।…

ଉଦଯାପିତ ହେଲା ନାରୀ ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଯାଜପୁର: ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ଜାଫରପୁର ସ୍ଥିତ ନାରୀ ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗତ ଦୁଇ ଦିନ ଧରି ଚାଲିଥିବା ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇ ଯାଇଛି। ଝାଟି ମାଟି ଘରୁ ଆରମ୍ଭ ହୋଇ ଆଜି 5ଟି ରୂପାନ୍ତରିତରେ ପରିଣତ ହୋଇଥିବା ଏହି ବିଦ୍ୟାଳୟର ବହୁ ପୁରାତନ…