Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଶ୍ୱର ପ୍ରଥମ କଳା ବାଘ ସଫାରିକୁ ସିଜେଡ୍‌ଏର ଅନୁମୋଦନ

ଭୁବନେଶ୍ୱର: ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ଶିମିଳିପାଳ ସୁରକ୍ଷା ପାଇଁ ମିନି ମାରାଥନ୍ ଆୟୋଜିତ ହୋଇଛି। ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ନିକଟରେ ପ୍ରତିଷ୍ଠା ହେବାକୁ ଥିବା ମେଲାନିଷ୍ଟିକ୍‌ ଟାଇଗର (କଳା ବାଘ) ସଫାରି ଆଉ ପାଦେ ଆଗେଇଛି। ବିଶ୍ବର ପ୍ରଥମ ମେଲାନିଷ୍ଟିକ୍‌ ଟାଇଗର…

ପାରାଦୀପ ବନ୍ଦରରେ ୧୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟିତ

ପାରାଦୀପ: ପାରାଦୀପ ବନ୍ଦରରେ ଟ୍ରମା ଆଣ୍ଡ ବର୍ଣ୍ଣ କେୟାର (ଟିବିସି) କେନ୍ଦ୍ର ଉଦଘାଟିତ। ଦୈନିକ ୧୬ ନିୟୁତ ଲିଟର ପାଣି ବିଶୋଧନ କରିବା କ୍ଷମତା ବିଶିଷ୍ଟ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟର ସଚିବ ଟି. କେ. ରାମଚନ୍ଦ୍ରନ ପାରାଦୀପ…

ଆଉ ଥରେ ଯାଞ୍ଚ ହେବ ଭିତର ରତ୍ନଭଣ୍ଡାର, ଖୋଜା ହେବ ଗୁପ୍ତ ସମ୍ପତ୍ତି

ପୁରୀ: 'ଆଉ ଥରେ ଯାଞ୍ଚ ହେବ ରତ୍ନଭଣ୍ଡାର, ଗୁପ୍ତଭଣ୍ଡାର ଅଛି କି ନାହିଁ ଖୋଜା ଯିବ । ପୁଣିଥରେ ଯାଞ୍ଚ ପାଇଁ ସରକାର ଏସଓପି ଆଣିବେ । ଏସଓପି ଅନୁଯାୟୀ ରତ୍ନଭଣ୍ଡାରରେ ଗୁପ୍ତ ସମ୍ପତ୍ତି ଅଛି କି ନାହିଁ ତାହା ଯାଞ୍ଚ କରାଯିବ' । ଆଜି ପୁରୀରେ ରତ୍ନଭଣ୍ଡାର ଯାଞ୍ଚ ବୈଠକ ପରେ କିଛି ଏମିତି…

ସବୁ ଉପରେ ରହିବ ମୁଖ୍ୟମନ୍ତ୍ରୀଙ୍କ ନଜର, ବାଣ୍ଟିଲେ ଦାୟିତ୍ବ

ଭୁବନେଶ୍ବର: ବିଭିନ୍ନ ବିଭାଗ ଉପରେ ନଜର ରଖିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଟିକିଏ ଖଇଚା ଦେଖିଲେ ବାଜିବ ଛାଟ । ଏଥିପାଇଁ ବିଭିନ୍ନ ବିଭାଗ ଉପରେ ରିପୋର୍ଟ କରିବା ପାଇଁ ୬ ଅଧିକାରୀଙ୍କ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ୬ ଅଫିସରଙ୍କ ମଧ୍ୟରେ ଆଇଏଏସ ନିକୁଞ୍ଜ ଧଳଙ୍କୁ ଗୃହ,…

ନାବାଳକଙ୍କୁ ଗାଡି ମନା: ଆଜିଠୁ ସାବଡ୍ ହେବେ ଅମାନିଆ

ଭୁବନେଶ୍ବର: ନାବାଳକଙ୍କୁ ଗାଡି ଚଲାଇବା ମନା । ଏହାକୁ ନେଇ ଆଜିଠୁ ଜୋରଦାର ଆରମ୍ଭ ହୋଇଛି ଚେକିଂ । ଏସଟିଏ ପକ୍ଷରୁ ଆଜିଠୁ ଦୁଇ ଦିନିଆ ସ୍ପେଶାଲ ଡ୍ରାଇଭରେ ସମସ୍ତ ଗାଡି ଓ ଏହାର ଚାଳକଙ୍କୁ ଚେକିଂ କରାଯିବ । ବିଶେଷକରି ନାବାଳକଙ୍କ ଗାଡ଼ି ଡ୍ରାଇଭ ରୋକିବାକୁ  ଏଭଳି ପଦକ୍ଷେପ ଗ୍ରହଣ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାଙ୍ଗିଲେ ନିୟମ । ଫେରାଦ ହେଲା କଂଗ୍ରେସ । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସ୍‌କୁ ଗ୍ରହଣ କଲେ ବାଚସ୍ପତି ସୁରମା ପାଢୀ । ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା…

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡିଲା ଡ୍ରୋନ୍

ସମ୍ବଲପୁର: ହୀରାକୁଦ ଡ୍ୟାମରେ ଉଡିଲା ଡ୍ରୋନ୍ । ସୋସିଆଲ ମିଡିଆରେ ଭାଇରାଲ ହେଲା ଅପରେସନ ଗ୍ୟାଲେରୀର ଭିଡିଓ । ଖାଲି ସେତିକି ନୁହେଁ ଗତକାଲି ଗେଟ୍ ଖୋଲିବା ସମୟର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୂରି ବୁଲୁଛି । ଯାହାକୁ ନେଇ ଏବେ ହୀରାକୁଦ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି ।…

ଆଗାମୀ ୩ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ସୋମବାର ଓଡିଶାର ତିନୋଟି ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ତିନି ଘଣ୍ଟା ପାଇଁ ସତର୍କତା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ସମ୍ଭବତଃ…

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ୨୦୦ ଟପିଲା

ଭୁବନେଶ୍ବର: ରାଜଧାନୀରେ ଉପରମୁହାଁ ଡେଙ୍ଗୁ ସଂକ୍ରମଣ । ବର୍ଷାଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରେ ଲାଗିଛି । ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ୨୦୦ ପାର୍ କରିଛି । ତେବେ ଗତ ଜୁଲାଇ ୧୬ ସୁଦ୍ଧା ଏହା ୧୧୫ରେ ପହଞ୍ଚିଥିବା ବେଳେ ଏବେ ଏହାର ସଂଖ୍ୟା ଗତ ୨୭ ସୁଦ୍ଧା…

ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ। ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି। ଏକା ସଙ୍ଗେ ୧୦ଟି ସ୍ଥାନରେ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର,…