Latest Odisha News
Browsing Category

ଓଡିଶା

Odisha

Ganza Seized: ୨୬ କେଜି ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

ଗଜପତି: ଗଞ୍ଜେଇ ଚୋରା ଚାଲାଣ ବେଳେ ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୨୬ କିଲୋ ଗଞ୍ଜେଇ ଜବତ କରାଯାଇଛି । ଗଜପତିଜିଲ୍ଲା ଅଡବା ଥାନା ନଳାଘାଟ ଗାଁ ନିକଟରେ ଏକ କାରରେ ଏହି ଚୋରାଚାଲାଣ ହେଉଥିବାବେଳେ, ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଧରିବାରେ ସଫଳ ହୋଇଛି ଗଜପତି…

ଦୁଷ୍କର୍ମ ପୀଡିତା ହେଲେ ଗର୍ଭବତୀ, ବନ୍ଧା ହେଲା ଅଭିଯୁକ୍ତ

ସୁନ୍ଦରଗଡ଼: ବୀରମିତ୍ରପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ଏଠାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ପାଞ୍ଚମାସର ଗର୍ଭବତୀ ହେବା ପରେ ଘଟଣା ପଦାକୁ ଆସିଲା। ଘଟଣା ସାମ୍ନାକୁ ଆସିବା ପରେ ଅଭିଯୁକ୍ତକୁ ବୀରମିତ୍ରପୁର ପୋଲିସ ଗିରଫ କରି ସୁନ୍ଦରଗଡ଼ ପୋକ୍ସୋ କୋର୍ଟଚାଲାଣ…

ସ୍କୁଲ ସାଇନ୍ ବୋର୍ଡ ପଡ଼ି ଜଣେ ଛାତ୍ର ମୃତ, ୨ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବଡ଼ଭୁଣ୍ଡୁରେ ଥିବା ଏକ ସରକାରୀ ସ୍କୁଲରେ ସାଇନବୋର୍ଡ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଶୁକ୍ରବାର ଅପରାହ୍ନରେ ସ୍କୁଲ କ୍ୟାମ୍ପସ ଭିତରେ କିଛି ଛାତ୍ର ଖେଳୁଥିବା ସମୟରେ…

Hit and run situation: ରାଜଧାନୀ ଭୁବନେଶ୍ୱରରେ ଦୁର୍ଘଟଣା, କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଦୁର୍ଘଟଣା । କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା । ରାଜଧାନୀ ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍ ପରିସ୍ଥିତି। ପାୱାରହାଉସ ଛକ ଟ୍ରାଫିକ ପୋଷ୍ଟରେ ଛିଡ଼ା ହୋଇଥିବା କାରକୁ ଧକ୍କା ଦେଲା ହାଇୱା ।  ରେଡ୍ ସିଗନାଲ ଥିବାରୁ କାରଟି ଟ୍ରାଫିକ୍ ପୋଷ୍ଟରେ ଛିଡା…

ଏଣିକି ଜେଲ୍ ପାଚେରି ଡେଇଁଲେ ବାଜିବ ସାଇରନ୍, କଏଦୀଙ୍କୁ ଜଗିବ ଏଆଇ

ଭୁବନେଶ୍ଵର: ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି ଜେଲ୍ ଅନ୍ତେବାସୀ। ଏପରି କଲେ ବାଜି ଉଠିବ ସାଇରନ୍। ଫଟୋ ଉଠାଇ ପଠାଇଦେବ ଏଆଇ କ୍ୟାମେରା। କଡ଼ାକଡ଼ି ହେଲା ଜେଲ୍ ନିୟମ। କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ। ପାଚେରି ପଟ ଦେଇ ଜେଲ ଭିତରକୁ ହୋଇପାରିବନି ଜିନିଷ ଦିଆନିଆ। ସେଲ୍ ଭିତରେ…

ଆହୁରି ୭ ଦିନ ଯାଏଁ ପ୍ରବଳ ଥଣ୍ଡା…

ଭୁବନେଶ୍ୱର: ଶୀତର ପ୍ରକୋପ ଜାରି ରହିଥିବାରୁ ରାଜ୍ୟରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ପାଣିପାଗ ବିଭାଗ ଅନୁଯାୟୀ ଆହୁରି ୭ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଜାରି ରହିବ। ସୂଚନା ଅନୁଯାୟୀ, ଘନ କୁହୁଡ଼ିକୁ ନେଇ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି। ଆଜି ପାଇଁ ୪…

ଫରେଷ୍ଟ ରେଞ୍ଜ ଅଧିକାରୀଙ୍କ ଘରେ ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ରେଡ୍…

ଜଗତସିଂହପୁର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଓଡ଼ିଶା ଭିଜିଲାନ୍ସ ଫରେଷ୍ଟ ରେଞ୍ଜ ଅଧିକାରୀ ରାଜେନ୍ଦ୍ର ସାମନ୍ତରାୟଙ୍କ ସହ ଜଡିତ ଚାରିଟି ସ୍ଥାନରେ ଚଢାଉ କରିଛନ୍ତି। ରାଜେନ୍ଦ୍ର ସାମନ୍ତରାୟ ଜଗତସିଂପୁର ଜିଲ୍ଲାର ରାହାମା ଫରେଷ୍ଟ ରେଞ୍ଜରେ କାର୍ଯ୍ୟରତ। ତାଙ୍କ ଜ୍ଞାତ…

Ganja Seized: ପାଟ୍ରୋଲିଂ ବେଳେ ଗାଡିରୁ ଜବତ ହେଲା ୩୭୮କିଲୋ ଗଞ୍ଜେଇ; ଡ୍ରାଇଭର ଗିରଫ

କନ୍ଧମାଳ: ଶୁକ୍ରବାର ପାଟ୍ରୋଲିଂ ବେଳେ ଏକ ଗାଡ଼ିରୁ ୩୭୮କିଲୋ ଗଞ୍ଜେଇ ଜବତ ହୋଇଛି । ତେବେ ଗଞ୍ଜେଇ ଚାଲାଣ ଅଭିଯୋଗରେ ଗାଡିର ଡ୍ରାଇଭରକୁ ଗିରଫ କରିଛି ଗୋଛାପଡା ପୋଲିସ । ଗୋଛାପଡାଠାରୁ ଫୁଲବାଣୀ ଯାଇଥିବା ମୁଖ୍ୟ ରାସ୍ତାର କାଟ୍ରାମାଲା ଗାଁ ଛକ ନିକଟରେ ଗାଡ଼ିଟିକୁ ଅଟକାଇ ଯାଞ୍ଚ କରିବା ସମୟରେ…

Jatiya Kandhei Naat Utsav: ଜାତୀୟ କଣ୍ଢେଇ ନାଟ ଉତ୍ସବ ଉଦ୍‌ଯାପିତ;ମନୋରଞ୍ଜନ ସହ ସାମାଜିକ ବାର୍ତ୍ତା କଲା ପ୍ରଦାନ

ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ ହେଉଥିବା ଜାତୀୟ କଣ୍ଢେଇ ନାଟ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ (Concluding day of National Puppet Festival)ହୋଇଯାଇଛି। ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଥିବା…

ଭୁବନେଶ୍ୱରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ୯୩.୦୯ କୋଟି ଟଙ୍କାର ଆର୍ଥିକ ଅନୁଦାନ ଦେବ କେନ୍ଦ୍ର

ଭୁବନେଶ୍ୱର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି। ଶୁକ୍ରବାର ରାଜ୍ୟସଭାରେ ଏହି ସୂଚନା ଦେଇ କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି…