Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଠଗଡ଼ ବିଧାୟକ ରାଜା ସ୍ବାଇଁଙ୍କ ଗାଡ଼ି ଉପରକୁ ପଥର ମାଡ଼ ଅଭିଯୋଗ, ପୁଲିସ ତଦନ୍ତ ଜାରି

ଆଠଗଡ଼: ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଗାଡ଼ି ଉପରକୁ ପଥର ମାଡ଼ ହୋଇଥିବା ନେଇ କଟକ ଜିଲ୍ଲା ଆଠଗଡ଼ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ମନ୍ତ୍ରୀଙ୍କ ପୁଅ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଘରକୁ ଫେରୁଥିବା ବେଳେ ରାଧାପତିପୁର ଛକ ନିକଟରେ…

ଆରପାରିରେ ସ୍ବାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ: ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଚାଟରାଚକୋଡା ପଞ୍ଚାୟତ ହଳଦୀବସନ୍ତ ଗାଁର ଶତାୟୁ  ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ  । ଗତକାଲି ୧୦୩ ବୟସରେ ତାଙ୍କର ପରଲୋକ ଘଟିଛି । ୧୯୨୯ ମସିହାରେ  ଜନ୍ମଗ୍ରହଣ କରିଥିଲେ ସ୍ଵର୍ଗତଃ ମଲିକ । ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ…

ଆସନ୍ତା ଜାନୁଆରୀ ରୁ ମାଲକାନଗିରିକୁ ଉଡିବ ବିମାନ

ମାଲକାନଗିରି: ରାଉରକେଲା ପରେ ମାଲକାନଗିରି ରୁ ଉଡିବ ବିମାନ । ଏନେଇ ଶେଷ ହୋଇଛି ବିମାନବନ୍ଦର ନିର୍ମାଣ କାର୍ଯ୍ୟ । ତେବେ ନୂଆବର୍ଷରୁ ମାଲକାନଗିରିକୁ ବିମାନ ଉଡିବା ନେଇ ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ ନନ୍ ସିଡ୍ୟୁଲ ବିମାନ ଚଳାଚଳ ପାଇଁ ଯୋଜନା ଥିବାବେଳେ, ପରେ ଯାତ୍ରୀ ସଂଖ୍ୟା…

ଇଭିଏମର ବିଶ୍ବସନୀୟତାକୁ ନେଇ କାହିଁକି ପ୍ରଶ୍ନ ଉଠାଇଲେ ମନ୍ତ୍ରୀ ରାଜା ସ୍ବାଇଁ?

ପୁରୀ: ଆସନ୍ତା ୨୦୨୪ ନିର୍ବାଚନ ପୂର୍ବରୁ ଶାସକ ବିଜୁ ଜନତା ଦଳ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ଉପରେ ଆସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୁରୀରେ ଏକ କାର୍ଯ୍ୟକ୍ରମରେ ବିଜେଡି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଇଭିଏମ୍ ର ଅଖଣ୍ଡତାକୁ ନେଇ ସନ୍ଦେହ ପ୍ରକାଶ କରିବା ପରେ…

କନ୍ଧମାଳ ଆଇଇଡି ବିସ୍ଫୋରଣ: ୨ ଏସଓଜି ଯବାନ ଗୁରୁତର, କମ୍ବିଂ ଅପରେସନ ଜାରି

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ମାଓବାଦୀଙ୍କ ଦ୍ୱାରା ଲଗାଯାଇଥିବା ଆଇଇଡି ବିସ୍ଫୋରଣରେ ସ୍ପେଶାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି)ର ଦୁଇ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ଏହି ଘଟଣା ଘଟିଛି। ଉଭୟ ଆହତ ଯବାନଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ…

ଗୋମାଂସକୁ ନେଇ କାମିୟାଙ୍କ ସ୍ପଷ୍ଟୀକରଣ ପରେ ରାଜ୍ୟ ସରକାରକୁ ଘେରିଲେ ସୂର୍ଯବଂଶୀ ସୂରଜ

ଭୁବନେଶ୍ୱର: ପୁରୀ ଜଗନ୍ନାଥ ମନ୍ଦିରକୁ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର କାମିୟା ଜାନୀଙ୍କ ପ୍ରବେଶକୁ ନେଇ ସୃଷ୍ଟି ହୋଇଥିବା ବିବାଦକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବିଜେପି ବିଧାୟକ ସୁରଜ ସୂର୍ଯ୍ୟବଂଶୀ । ବିଜେଡି ନେତୃତ୍ବାଧୀନ ସରକାରଙ୍କ…

ଶ୍ରୀମନ୍ଦିର ଭିତର କାଠ ନିକଟରେ ପଡିଲା ଶ୍ରଦ୍ଧାଳୁଙ୍କ ରକ୍ତଛିଟା: କରାଗଲା ମହାପ୍ରଭୁଙ୍କର ବଡ ମହାସ୍ନାନ

ପୁରୀ : ଶ୍ରୀମନ୍ଦିର ଭିତର କାଠ ନିକଟରେ ପଡିଲା ଶ୍ରଦ୍ଧାଳୁଙ୍କ ରକ୍ତଛିଟା  । ରକ୍ତ ଛିଟା ପଡିବାରୁ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି । ଫଳରେ ୧ ଘଣ୍ଟା ଲାଗି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିବାରୁ ବଞ୍ଚିତ ରହିଥିଲେ । କେହି ଜଣେ ଶ୍ରଦ୍ଧାଳୁ ଆହତ ହୋଇଥିବା ଅନୁମାନ କରାଯାଉଛି ।…

୧୦ ଡିଗ୍ରୀ ତଳେ ୮ ସହର : ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ ଥଣ୍ଡା ସହର

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ରାତିର ତାପମାତ୍ରା ରେ ସାମାନ୍ୟ ବୃଦ୍ଧି ଘଟିଛି । ଆଜି ୧୦ ଡିଗ୍ରୀ ତଳେ ରହିଛି ୮ ସହରର ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ ଥଣ୍ଡା ସହର ପାଲଟିଛି ।…

ଏଥର ସରକାର ଗଢ଼ିବାକୁ ବିଜେପି ଆଶାବାଦୀ, ନିର୍ବାଚନରେ ଜୋରଦାର ଲଢ଼େଇ ହେବ କହିଲା ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ୨୦୨୪ ନିର୍ବାଚନ ଲଢେଇ ପାଇଁ ପ୍ରସ୍ତୁତି ଚଳାଇଛି ଭାରତୀୟ ଜନତା ପାର୍ଟି । ଓଡ଼ିଶାର ବିଜେପି ବିଧାୟକ ଓ ସାଂସଦଙ୍କ ଏକ ପ୍ରତିନିଧି ଦଳ ନିକଟରେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟ କେନ୍ଦ୍ରୀୟ…

ଆଶ୍ଚର୍ଯ୍ୟ! ଫୁଲକୋବି ଚୋରି ସନ୍ଦେହରେ ମା’କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ପକାଇଲା ପୁଅ

କେନ୍ଦୁଝର: ବୃଦ୍ଧା ଅବସ୍ଥାରେ ସାହା ହେଉଥିବା ପୁଅ ଦେଲା ମା'କୁ ନିର୍ଯାତନା। ସାରା ରାଜ୍ୟ ଯେତେବେଳେ କୋହଲା ପାଗ ସାଙ୍ଗକୁ ଜାଡରେ ଥରୁଛି ସେହି ସମୟରେ ଜଣେ ବୃଦ୍ଧାଙ୍କୁ ତାର ପୁଅ ମାଡ ମାରି ବିଦ୍ୟୁତ ଖଣ୍ଟରେ ବାନ୍ଧି ପକାଇଛି। ଘଟଣାଟି କେନ୍ଦୁଝର ଜିଲ୍ଲାର। ଫୁଲକୋବି ଚୋରି ସନ୍ଦେହରେ ପୁଅ…