Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବନ୍ଦ ରହିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏବେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାରୁ ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ…

କଂଗ୍ରେସ ଖେଳିବ କି ଆଦିବାସୀ କାର୍ଡ ?

ଭୁବନେଶ୍ବର: ରାଜ୍ୟ କଂଗ୍ରେସର ଟପ୍ ପୋଷ୍ଟ ପାଇଁ ଆଦିବାସୀ କାର୍ଡ ଖେଳିବ କି ଦଳ? କୋରାପୁଟ ସାଂସଦ ସପ୍ତଗିରି ଉଲାକା ହେବେ କି ପରବର୍ତ୍ତୀ ପିସିସି ସଭାପତି? ଚର୍ଚ୍ଚା ହେଉଛି, ରାଜ୍ୟ କଂଗ୍ରେସର ଏକମାତ୍ର ସାଂସଦ ସପ୍ତଗିରି ଉଲାକାଙ୍କ ପତିଆରା ବଢୁଛି। ବିଧାୟକ ଦଳ ନେତା ଚୟନ ବେଳେ ବି ଏକଥା…

ଓଡିଶାରେ ହେବ ଆଉ ୨ଟି ନୂଆ ଇଏସଆଇ ହସ୍ପିଟାଲ

ଭୁବନେଶ୍ୱର: ଓଡିଶାରେ ଦୁଇଟି ନୂଆ ଇଏସଆଇ ହସ୍ପିଟାଲ ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଦୁଇଟି ଡାକ୍ତରଖାନା କେନ୍ଦୁଝର ଏବଂ ସୋନପୁର ସହରରେ ହେବ। ଏହା ମୁଖ୍ୟତଃ ଶ୍ରମିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପକୃତ କରିବ ବୋଲି…

ଉତ୍କଳ ବିଶ୍ବବିଦ୍ୟାଳୟର ଗ୍ରାମୀଣ କ୍ୟାମ୍ପସ କାମ, ନିମ୍ନ କାମ ପାଇଁ ନିଆଯିବ କାର୍ଯ୍ୟନୁଷ୍ଠାନ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ନିର୍ମାଣରେ ଯଦି କିଛି ନିମ୍ନମାନର କାମ ହୋଇଥିବ ତାହାଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ଗୃହରେ ବଡ଼ଚଣା ବିଧାୟକ ଅମର ନାୟକ ପ୍ରଶ୍ନ କରିବାରୁ କିଛି ଏମିତି…

ଜଳମଗ୍ନ କନ୍ଧମାଳ; ସଜାଗ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେଉଥିବା ବେଳେ ଶୁକ୍ରବାର ଦିନ ସରକାର କନ୍ଧମାଳର ଜିଲ୍ଲାପାଳଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ତଦନୁସାରେ ଜିଳ୍ଲାର କିଛି ରାସ୍ତା ଓ ବ୍ରିଜ ଜଳମଗ୍ନ ରହିଥିବାରୁ ପ୍ରଶାସନକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ବର୍ଷା ହେତୁ…

ଏମିତି ବି ଆସେ ମୃତ୍ୟୁ: ନାଚୁ ନାଚୁ ଚାଲିଗଲେ ନୃତ୍ୟ ଗୁରୁ

ଯାଜପୁର: ନୃତ୍ୟ ଅଭ୍ୟାସ ବେଳେ ଚାଲିଗଲା ନୃତ୍ୟ ଗୁରୁଙ୍କ ଜୀବନ । ଯାଜପୁର ଜିଲ୍ଲା ଷଠୀପୁର ସ୍ଥିତ କ୍ୟାମ୍ପରେ ଯାଜ୍ଞସେନି ଅପେରା ଡ୍ୟାନ୍ସ ଗୁରୁ ମାୟାଧର ଜେନାଙ୍କ ମୃତ୍ୟୁ । ନୃତ୍ୟ ଅଭ୍ୟାସ ବେଳେ ଅଚାନକ ଅସୁସ୍ଥ ହୋଇପଡିଥିଲେ ନୃତ୍ୟ ଗୁରୁ । ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି…

ପ୍ରବଳ ବର୍ଷିବ, ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି।…

ବଢୁଛି ଶିଳ୍ପ ସଂସ୍ଥା, ସୃଷ୍ଟି କରିବ ୫ ଲକ୍ଷରୁ ଅଧିକ ନିଯୁକ୍ତି

ଭୁବନେଶ୍ବର: ରାଜ୍ୟରେ ଶିଳ୍ପାନୁଷ୍ଠାନ ଅଗ୍ରଗତିକୁ ନେଇ ବଡ ବୟାନ ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ । ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଶିଳ୍ପ ସଂସ୍ଥା ଦ୍ରୁତ ଗତିରେ ଅଗ୍ରଗତି କରୁଛି ଯାହା ଆଗକୁ ଅଧିକ ନିଯୁକ୍ତି ସୃଷ୍ଟି କରିବ । ଗତ ପାଞ୍ଚ ବର୍ଷ ମଧ୍ୟରେ ୫୧୨ ବୃହତ ଶିଳ୍ପ…

ରାଜ୍ୟରେ ଖାଲି ପଡିଛି ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ, କହିଲେ ମନ୍ତ୍ରୀ…

ଭୁବନେଶ୍ବର: ରାଜ୍ୟରେ ଖାଲିପଡିଛି ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ । ଅନେକ ସ୍କୁଲର ନାହିଁ ନିଜସ୍ବ ଜମି । କିଛି ଏମିତି କହିହି ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ  ନିତ୍ୟାନନ୍ଦ ଗଣ୍ଡ । ଶୁକ୍ରବାର ବିଧାନସଭାର ପଞ୍ଚମ ଦିନର ପ୍ରଶ୍ନ କାଳରେ ବିରୋଧୀଙ୍କ…

କଂଗ୍ରେସର ପିସିସି ସଭାପତି ସପ୍ତଗିରି ଉଲାକା ! କାହିଁକି ଏମିତି କହିଲେ ତାରା…..

ଭୁବନେଶ୍ବର: ଚଳିତ ନିର୍ବାଚନରେ ଆପାତତଃ ଭଲ କରିଥିଲେ ମଧ୍ୟ ଏବେ ବି ବହୁ ପଛରେ ପଡିଛି କଂଗ୍ରେସ । ନିର୍ବାଚନ ସରିବାର ମାସେ ପରେ ବି ରାଜ୍ୟ କଂଗ୍ରେସର ବିପର୍ଯ୍ୟୟ ସ୍ଥିତି । ବିଧାନସଭା ଦିନକ ପୂର୍ବରୁ ଓଡିଶା ପ୍ରଦେଶ କଂଗ୍ରେସ ଭାଙ୍ଗି ବିଭିନ୍ନ ପଦ ପଦବୀରେ ନିଯୁକ୍ତି କରିଥିଲା । ଏଥିରେ…