Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉପବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଧାୟକ ଭବାନୀ ଶଙ୍କର ଭୋଇ

ଭୁବନେଶ୍ୱର: ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହେଲେ ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ । ବିଧିବଦ୍ଧ ଭାବରେ ବାଚସ୍ପତି ସୁରମା ପାଢୀ ଉପବାଚସ୍ପତିଙ୍କ ନାମ ଘୋଷଣା କରିଛନ୍ତି। ଭବାନୀ ଦୁଇ ଦୁଇ ଥରର ତଳସରା ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି । ୨୦୧୯ ଓ…

ନକଲି ସସ୍ କାରଖାନା ଠାବ ଘଟଣାରେ ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ବର: ନକଲି ସସ୍ କାରଖାନା ଠାବ ଘଟଣାରେ ୩ ଗିରଫ । କାରଖାନାର ମ୍ୟାନେଜର ସହ ୨ କର୍ମଚାରୀଙ୍କୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ଗତକାଲି ଭୀମଟାଙ୍ଗୀ ଅଞ୍ଚଳରୁ ନକଲି ସସ୍ କାରଖାନା ଠାବ କରିଥିଲା କମିଶନରେଟ ପୋଲିସ। ସୂଚନା ଅନୁସାରେ, ଗତକାଲି ଭୁବନେଶ୍ଵରର ଭୀମଟାଙ୍ଗି ସ୍ଥିତ…

ବିଧାନସଭା ଅଚଳ…ଏଥର କଟିବ ଦରମା !

ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ହୋହଲ୍ଲା, ନାରାବାଜି । ଗୃହ ବାରମ୍ବାର ମୁଲତବି । ଗତ ଦୁଇ ଦିନ ହେଲା ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାରେ ବିଧାନସଭାରେ ତୁମ୍ବିତୋଫାନ କରୁଛି ବିଜେଡି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ କଲେ, ଦ୍ବିତୀୟ ଦିନ ବାଚସ୍ପତିଙ୍କ ମାଇକ…

ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ: ଅଶ୍ଵିନୀ ବୈଷ୍ଣବ

ଭୁବନେଶ୍ୱର: ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ୟୁପିଏ ସରକାର ବେଳେ ଓଡ଼ିଶାକୁ ବାର୍ଷିକ ୮୩୮ କୋଟି ମିଳୁଥିଲା । ଏବେ ଓଡ଼ିଶାକୁ ୟୁପିଏ ତୁଳନାରେ ୧୨ ଗୁଣ ଅଧିକ ଅନୁଦାନ ମିଳୁଛି ବୋଲି କହିଛନ୍ତି…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଫସିଛନ୍ତି ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ସୂଚନା ଅନୁସାରେ, ଏକ ବିଲ୍‌…

ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା

ଭୁବନେଶ୍ୱର: ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା । ଆଜି ବିଧାନସଭାର ତୃତୀୟ ଦିନରେ ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଶକ୍ତିମନ୍ତ୍ରୀ କେଭି ସିଂଦେଓ। ମନ୍ତ୍ରୀ କହିଛନ୍ତି ଯ, ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ।…

ରାସନ କାର୍ଡ: ଖୁବ୍‌ ଶୀଘ୍ର ନୂଆ ତାଲିକା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି ବୋଲି…

୪୮୦ ବୋତଲ କଫ୍ ସିରଫ୍ ସହ ଜଣେ ଯୁବତୀ ଗିରଫ

ବରଗଡ଼: ବରଗଡ଼ ଟାଉନ ଥାନା ପୋଲିସ ଦ୍ବାରା ବରଗଡ଼ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ନିକଟରୁ ୪୮୦ ବୋତଲ କଫ୍ ସିରଫ୍ ସହ ଜଣେ ଯୁବତୀଙ୍କୁ ଗିରଫ କରାଯାଇଛି। ତେବେ ଗିରଫ ଅଭିଯୁକ୍ତ ଯୁବତୀ ଜଣକ ସମ୍ୱଲପୁର ସହରର ଏନ୍ ଗୁଆ ଗଲି, ବୁଢ଼ାରଜା ଅଞ୍ଚଳର ହୋଇଥିବା ବେଳେ ବରଗଡ଼ ନଦୀପଡ଼ା ଡାଙ୍ଗ ଅଞ୍ଚଳରେ…

ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ: ଜଷ୍ଟିସ ବିଶ୍ବନାଥ ରଥ

ପୁରୀ: ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ସୂଚନା। ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି ବୋଲି କହିଲେ ଜଷ୍ଟିସ ରଥ। ଜଷ୍ଟିସ ରଥଙ୍କ କହିବା ଅନୁସାରେ,…

ଲଗାତର ତୃତୀୟ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଲଗାତର ତୃତୀୟ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା ଲାଗି ରହିଥିବାରୁ ପୂର୍ବାହ୍ନ ସାଢ଼େ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ମୁଖ୍ୟତଃ ବିଭିନ୍ନ ରାଜନୈତିକ ଦଳ ଉଠାଇଥିବା ଦୁଇଟି ପୃଥକ ପ୍ରସଙ୍ଗକୁ ନେଇ ଏହି ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାପରେ ବାଚସ୍ପତି ସର୍ବଦଳୀୟ ବୈଠକ…