Latest Odisha News

BREAKING NEWS

Browsing Category

ଓଡିଶା

Odisha

Ganja Seized: ପାଟ୍ରୋଲିଂ ବେଳେ ଗାଡିରୁ ଜବତ ହେଲା ୩୭୮କିଲୋ ଗଞ୍ଜେଇ; ଡ୍ରାଇଭର ଗିରଫ

କନ୍ଧମାଳ: ଶୁକ୍ରବାର ପାଟ୍ରୋଲିଂ ବେଳେ ଏକ ଗାଡ଼ିରୁ ୩୭୮କିଲୋ ଗଞ୍ଜେଇ ଜବତ ହୋଇଛି । ତେବେ ଗଞ୍ଜେଇ ଚାଲାଣ ଅଭିଯୋଗରେ ଗାଡିର ଡ୍ରାଇଭରକୁ ଗିରଫ କରିଛି ଗୋଛାପଡା ପୋଲିସ । ଗୋଛାପଡାଠାରୁ ଫୁଲବାଣୀ ଯାଇଥିବା ମୁଖ୍ୟ ରାସ୍ତାର କାଟ୍ରାମାଲା ଗାଁ ଛକ ନିକଟରେ ଗାଡ଼ିଟିକୁ ଅଟକାଇ ଯାଞ୍ଚ କରିବା ସମୟରେ…

Jatiya Kandhei Naat Utsav: ଜାତୀୟ କଣ୍ଢେଇ ନାଟ ଉତ୍ସବ ଉଦ୍‌ଯାପିତ;ମନୋରଞ୍ଜନ ସହ ସାମାଜିକ ବାର୍ତ୍ତା କଲା ପ୍ରଦାନ

ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ ହେଉଥିବା ଜାତୀୟ କଣ୍ଢେଇ ନାଟ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ (Concluding day of National Puppet Festival)ହୋଇଯାଇଛି। ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଥିବା…

ଭୁବନେଶ୍ୱରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ୯୩.୦୯ କୋଟି ଟଙ୍କାର ଆର୍ଥିକ ଅନୁଦାନ ଦେବ କେନ୍ଦ୍ର

ଭୁବନେଶ୍ୱର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି। ଶୁକ୍ରବାର ରାଜ୍ୟସଭାରେ ଏହି ସୂଚନା ଦେଇ କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି…

ବିଜେବି ଫ୍ରେଣ୍ଡସ୍ ସଂଗଠନର ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ବର: ଶୁକ୍ରବାର ଅପରାହ୍ନରେ ଐତିହ୍ୟ ସମ୍ପର୍ଣ୍ଣ ବକ୍ସି ଜଗବନ୍ଧୁ ବିଦ୍ୟାଧର (BJB autonomous) ମହାବିଦ୍ୟାଳୟ ର ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗଠିତ ବିଜେବି ଫ୍ରେଣ୍ଡସ୍ ଷ୍ଟିଅରିଂ କମିଟିର ସଦସ୍ୟ ଏବଂ ସଂଗଠନର ଆଗାମୀ ନିର୍ବାଚନ ପାଇଁ ନିଯୁକ୍ତ ନିର୍ବାଚନ ଅଧିକାରୀମାନଙ୍କର…

୬ ଦାଦନ ଶ୍ରମିକ ଉଦ୍ଧାର, ମୁଖ୍ୟ ଅଭିଯୁକ୍ତ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବସଷ୍ଟାଣ୍ଡଠାରୁ ୬ ଜଣ ଦାଦନ ଶ୍ରମିକକୁ ଉଦ୍ଧାର କଲା ପାଟଣାଗଡ଼ ପୋଲିସ । ଏମାନଙ୍କୁ ଚାଲାଣ କରୁଥିବା ମୁଖ୍ୟ ଅଭିଯୁକ୍ତ ଦାଦନ ସର୍ଦ୍ଦାର ମାଧବ ବଛା (୩୧)କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଦାଦନ ସର୍ଦ୍ଦାର ମାଧବ ବଛାର ଘର ବେଲପଡ଼ା ଥାନା…

Public Grievances: ଡିସେମ୍ବର ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ୨୨ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି…

ଲାଞ୍ଚ ନେଇ ଜେଲ୍ ଗଲେ ଅବସରପ୍ରାପ୍ତ ଅମିନ

ସୁବର୍ଣ୍ଣପୁର: ଲାଞ୍ଚ ନେବା ପଡିଲା ମହଙ୍ଗା । ଜେଲ୍ ଗଲେ ଅବସରପ୍ରାପ୍ତ ଅମିନ ଶ୍ରୀ ସାହୁ ମେହେର । ସୁବର୍ଣ୍ଣପୁର ଜିଲ୍ଲାର ତରଭା ତହସିଲ ଅଧୀନରେ କାର୍ଯ୍ୟରତ ଅବସରପ୍ରାପ୍ତ ଅମିନ ଶ୍ରୀ ସାହୁ ମେହେରଙ୍କୁ ଲାଞ୍ଚ ନେବା ମାମଲାରେ ଶୁକ୍ରବାର ଦୋଷୀ ସାବ୍ୟସ୍ତ କରିଛନ୍ତି ବଲାଙ୍ଗିର ଭିଜିଲାନ୍ସ…

ଜାନୁଆରୀ-୨୦୨୬ ଶିକ୍ଷା ବର୍ଷ ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ

ଭୁବନେଶ୍ୱର: ୨୦୨୬ ଜାନୁଆରୀ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ‘ଇଗ୍ନୋ’ରେ ଆରମ୍ଭ ହେଲା ନାମଲେଖା । ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ । ଇଗ୍ନୋର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ୍ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ…

prevent illegal paddy movement: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ହେବ ଚେକ୍ ପୋଷ୍ଟ

ମୟୂରଭଞ୍ଜ: ମୟୂରଭଞ୍ଜ ସୀମାରେ ଧାନ ଚୋରି ରୋକିବାକୁ ଚେକ୍ ପୋଷ୍ଟ ହେବ । ସୀମାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଧାନର ବେଆଇନ ପରିବହନ ରୋକିବାକୁ ସୀମାକୁ ସିଲ୍ କରାଯାଇଥିବା ଉକ୍ତ ଚିଠିରେ ଲେଖାଯାଇଛି । ସୂଚନାଥାଉକି, ବର୍ତ୍ତମାନ ୨୦୨୫-୨୬ ବର୍ଷ…

ଆହାର କେନ୍ଦ୍ରରେ ଖାଇବା ସହ ଗୁଣବତ୍ତା ତଦାରଖ କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର

କୋରାପୁଟ: କୋରାପୁଟ ସୁନାବେଡ଼ା ଗସ୍ତରେ ଯାଇ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଆହାର କେନ୍ଦ୍ରରେ ଭୋଜନ କଲେ ନଗର ଉନ୍ନୟନ ମନ୍ତ୍ରୀ । ଆହାର କେନ୍ଦ୍ରରେ ଖାଦ୍ୟର ଗୁଣବତ୍ତାକୁ ନିଜେ ତଦାରଖ କରିବା ସହିତ ଖାଦ୍ୟର ଶୁଷମତା ଏବଂ ସ୍ବାଦକୁ ପରଖିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଆହାର…