Latest Odisha News

BREAKING NEWS

Browsing Category

ଓଡିଶା

Odisha

କିମ୍‍ସରେ ୧୦ଦିନ ଶିଶୁର ସଫଳ ହୃଦ୍‍ ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ୍‍ ସାଇନ୍ସସ୍‍ (କିମ୍‍ସ)ର ଡାକ୍ତରମାନେ ଜନ୍ମଜାତ ହୃଦରୋଗର ଶିକାର ଜଣେ ୧୦ଦିନର ଶିଶୁର ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି। କିମ୍‍ସର ନବଜାତ ଶିଶୁରୋଗ ବିଭାଗ, ହୃଦରୋଗ ଏବଂ ହୃଦରୋଗ ନିଶ୍ଚେତକ ବିଭାଗ ଡାକ୍ତରଙ୍କ ସମନ୍ୱିତ…

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ୍ ପ୍ରକଳ୍ପ ମଧ୍ୟରେ ଟନେଲ ସଂଯୋଗ

ଭୁବନେଶ୍ଵର: ଟନେଲ ସଂଯୋଗ କାର୍ଯ୍ୟରେ ପୂର୍ବତଟ ରେଳପଥ ଆଉ ଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି | ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲିଙ୍କ୍ ପ୍ରକଳ୍ପ (୩୦୧ କିଲୋମିଟର) ନିର୍ମାଣ କାର୍ଯ୍ୟରେ ନିୟୋଜିତ ରେଳପଥର ନିର୍ମାଣ ବିଭାଗର ଇଞ୍ଜିନିୟରିଂ ଟିମ୍ ମାଧପୁର ବନ ରେଞ୍ଜର ଦୁର୍ଗମ ସଂରକ୍ଷଣ ଜଙ୍ଗଲ…

ରାଜଧାନୀରୁ ନକଲି ସସ୍ କାରଖାନା ଠାବ

ଭୁବନେଶ୍ଵର: ରାଜଧାନୀରୁ ନକଲି ସସ୍ କାରଖାନା ଠାବ । ଭୁବନେଶ୍ଵରର ଭୀମଟାଙ୍ଗି ସ୍ଥିତ ଏକ ନକଲି ସସ୍ କାରଖାନାରେ ଚଢାଉ କରିଛି କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ଵାଡ । କାରଖାନାରୁ କ୍ବିଣ୍ଟାଲ କ୍ବିଣ୍ଟାଲ ନକଲି ଟମାଟୋ ଓ ଚିଲି ସସ୍ ଜବତ କରିଛି ପୋଲିସ । ସସ୍ ଉପରେ ଅମ୍ରିତା କମ୍ପାନୀର ବୋଲି…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରାଯାଉ: ମୁକେଶ ମହାଲିଙ୍ଗ

ଭୁବନେଶ୍ଵର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ ପାଇଁ ଦାବି କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ଆଜି ବିଧାନସଭାରେ ଦାବି କରିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହରେ ବିଶୃଙ୍ଖଳା…

ଭିଜିଲାନ୍ସ ଜାଲରେ ସରପଞ୍ଚ ମ୍ୟାଡାମ୍

ଅନୁଗୁଳ: ଭିଜିଲାନ୍ସ ଜାଲରେ ସରପଞ୍ଚ ମ୍ୟାଡାମ୍ । ଭିଜିଲାନ୍ସ ଜାଲରେ ପଡିଛନ୍ତି ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁସୁବା ଗ୍ରାମପଞ୍ଚାୟତ ସରପଞ୍ଚ ମାମାଲି ସାମଲ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ସୂଚନା ଅନୁସାରେ, ମନରେଗା ଯୋଜନା ଅଧିନରେ ପୋଖରି…

ଚଳେଇ ଦେଉନାହାନ୍ତି ବିଧାନସଭା: ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେଡି ବିଧାୟକ

ଭୁବନେଶ୍ବର: ବିରୋଧୀଙ୍କ ହୁଙ୍କାରରେ ବଢିଲା ବିଧାନସଭା ଉଷ୍ମତା । କଥା ଏତେ ଆଗକୁ ବଢିଗଲା ଯେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ ବିଜେଡି ବିଧାୟକ । ଖାଲି ଚଢିଲେ ନାହିଁ ବାଚସ୍ପତିଙ୍କ ମାଇକ ମଧ୍ୟ ଭାଙ୍ଗିଦେଇଛନ୍ତି ବିଜେଡି ବିଧାୟକ ଧ୍ରୁବ ସାହୁ। ଆଜି ଅପରାହ୍ନରେ ରାଜ୍ୟପାଳଙ୍କ ପୁଅ…

କେନ୍ଦ୍ର ବଜେଟରୁ କେତେ ପାଇଲା ଓଡିଶା ?

ଭୁବନେଶ୍ବର: ବଜେଟରେ ବିହାର, ଆନ୍ଧ୍ରପ୍ରଦେଶକୁ ଓଜାଡିଲେ । ଓଡିଶା ବେଳକୁ ଆଖି ବୁଜିଦେଲେ । କେନ୍ଦ୍ର ବଜେଟରେ ପୁଣି ଓଡିଶା ନିରାଶ । କେନ୍ଦ୍ର ବଜେଟ୍ ଓଡିଶା ବିରୋଧୀ ବୋଲି ବିଜେଡି କହିଛି । କେନ୍ଦ୍ର ବଜେଟ୍ ଉପସ୍ଥାପନ ବେଳେ ରାଜ୍ୟସଭାରୁ କକ୍ଷତ୍ୟାଗ କରିଥିଲେ ବିଜେଡି ସାଂସଦ । କେନ୍ଦ୍ର…

ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜୁଲାଇ ୨୭ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେଓଗଡ, କଟକ, ଜଗତସିଂହପୁର, ବୌଦ୍ଧ ଏବଂ କେନ୍ଦ୍ରାପଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…

ରଘୁବର ଦାସଙ୍କ ଉପରେ ପୁରୁଣା ରାଗ ଶୁଝାଉଛନ୍ତି କି ନବୀନ ?

ଭୁବନେଶ୍ବର: ବିଧାନସଭାରେ ଏଏସଓଙ୍କୁ ମାଡ଼ ଘଟଣା ଝଡ଼ । ବିରୋଧୀଙ୍କ ହଙ୍ଗାମା, କାଠଗଡାରେ ସରକାର । କାହିଁକି ରାଜ୍ୟପାଳଙ୍କ ପୁଅ ବିରୋଧରେ ହେଉନି ଆକ୍ସନ୍? କୁଆଡ଼େ ଗଲା ଓଡିଆ ଅସ୍ମିତା ? ଦୁଇ ଦିନ ହେଲା ଘଟଣାକୁ ଅସ୍ତ୍ର କରି ଗର୍ଜନ କରୁଛନ୍ତି ବିରୋଧୀ। କାଲି ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ…

ଅନୁଭବ – ବର୍ଷା ପାରିବାରିକ ବିବାଦ ମାମଲା: ଅନୁଭବଙ୍କୁ ଜେରା

କଟକ: ବଢ଼ିଲା ଅଭିନେତା ଅନୁଭବଙ୍କ ଅଡୁଆ। ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାରେ ଅନୁଭବଙ୍କୁ ଜେରା କରାଯାଇଛି । ଅଗଷ୍ଟ ୧୬ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି । ସୂଚନା ଅନୁସାରେ, ଶାଶୁଘରେ ଥିବାବେଳେ ଶାଶୁଘର ଲୋକଙ୍କ ଦ୍ବାରା ନିର୍ଯ୍ୟାତିତ ହୋଇଥିବା ପୁରୀଘାଟ ଥାନାରେ ଅଭିଯୋଗ…