Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭାଙ୍ଗିଯିବ କି ବିଜେଡି ?

ଭୁବନେଶ୍ବର: ନବୀନ-ପାଣ୍ଡିଆନ କ୍ଷମତା ସମୀକରଣକୁ ନେଇ ଚର୍ଚ୍ଚା। ଇଂରାଜୀ ଦୈନିକ ଖବରକାଗଜରେ ଖବର ପ୍ରକାଶ ପାଇବା ପରେ ସ୍ପଷ୍ଟୀକରଣ ରଖିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ରିପୋର୍ଟ ଅନୁସାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭିକେ ପାଣ୍ଡିଆନଙ୍କ ପ୍ରସ୍ତାବ ଗ୍ରହଣ ନକରିବାକୁ…

ପୁରୀ ମେଡିକାଲ କଲେଜରେ ହେବକି ବର୍ଣ୍ଣ ୟୁନିଟ୍ ପ୍ରତିଷ୍ଠା, ସଂସଦରେ ଦାବି ଉଠାଇଲେ ସମ୍ବିତ

ନୂଆଦିଲ୍ଲୀ: ସୋମବାର ଦିନ ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିଜେପି ସାଂସଦ ସମ୍ବିତ ପାତ୍ର ଓଡିଶାର ସ୍ବାର୍ଥ ପାଇଁ ପୁଣି ଦାବି ଉଠାଇଛନ୍ତି। ପୁରୀ ସହରରେ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ (SJMCH) ରେ ବର୍ନ ଏବଂ ସୁପର ସ୍ପେସିଆଲିଟି ୟୁନିଟ୍ ସ୍ଥାପନ କରିବାକୁ ସେ ଦାବି…

ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି: ନୂଆ ଏଜି ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର: ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସେ କହିଛନ୍ତି ଯେ ବିନା ପକ୍ଷପାଖିତା, ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି। ଓଡ଼ିଶାବାସୀଙ୍କୁ…

ଦୁଇ ଦିନ ମଧ୍ୟରେ ଭିତର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ତେବେ ସମସ୍ତ…

ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଗାମୀ ଏକ ସପ୍ତାହ ମଧ୍ୟରେ ଓଡିଶାର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା ରହିଥିବା ନେଇ…

ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ- ଏଭଳି ଖବର ମିଛ ଓ ଭିତ୍ତିହୀନ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କୁ ନେଇ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟକୁ ସୋମବାର ଦିନ ମିଛ ଓ ଭିତ୍ତିହୀନ ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖବର ଉପରେ ପ୍ରତିକ୍ରିୟା ରଖି ସୋସିଆଲ ମିଡ଼ିଆ 'ଏକ୍ସ' ରେ ନବୀନ ପୋଷ୍ଟ କରିଛନ୍ତି। "ମୁଁ ପୂର୍ବରୁ ବି କହିଥିଲି…

ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଏବଂ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଏହି ପ୍ରସଙ୍ଗରେ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି ଯେ, ଆଇନ ଅନୁସାରେ ରାଜ୍ୟପାଳଙ୍କ ପୁଅ ବିରୋଧରେ…

ଶରତଙ୍କ ପରେ କିଏ ହେବେ ପିସିସି ସଭାପତି ?

ଭୁବନେଶ୍ବର: ଓଡିଶାରେ ନୂଆ ଆରମ୍ଭ କରିବ କଂଗ୍ରେସ । ଭାଙ୍ଗିଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି, ହଟିଲେ ଶରତ । କଂଗ୍ରେସ ସଭାପତିଙ୍କ ଅନୁମୋଦନ ପରେ ଜିଲ୍ଲା, ବ୍ଲକ, ମଣ୍ଡଳସ୍ତରୀୟ ବିଭିନ୍ନ କମିଟିକୁ ଭଙ୍ଗ କରିଛି କଂଗ୍ରେସ । ପଦରୁ ହଟିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ନୂଆ କମିଟି…

ବିଜେଡିର ୧୬ ଜଣିଆ ମିଡିଆ ଟିମ୍, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ଭୁବନେଶ୍ୱର: ବିଜୁ ଜନତା ଦଳ ପକ୍ଷରୁ ସୋମବାର ଦିନ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମ ବିତର୍କରେ ଦଳର ପ୍ରତିନିଧିତ୍ୱ କରିବା ଏବଂ ଏହାର ଦୃଷ୍ଟିକୋଣ ଉପସ୍ଥାପନ କରିବାକୁ ୧୬ଜଣିଆ ନୂଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ବିଜେଡି ଦ୍ବାରା ଜାରି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ ଦଳର…

ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର, ୧.୫ କୋଟି ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ

କଟକ: ଭିଜିଲାନ୍ସ ଜାଲରେ କଟକ ମତ୍ସ୍ଯ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ସରକାରୀ ଅର୍ଥ ଆତ୍ମସାତ ମାମଲାରେ ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ। ବସନ୍ତ ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପ୍ରାୟ ୧କୋଟି…