Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର, ୧.୫ କୋଟି ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ

କଟକ: ଭିଜିଲାନ୍ସ ଜାଲରେ କଟକ ମତ୍ସ୍ଯ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ସରକାରୀ ଅର୍ଥ ଆତ୍ମସାତ ମାମଲାରେ ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ। ବସନ୍ତ ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପ୍ରାୟ ୧କୋଟି…

ଏଏସଓଙ୍କୁ ମାଡ ମାରିବା ଘଟଣାରେ ବର୍ଷିଲେ ନବୀନ, କହିଲେ ଭୁଶୁଡି ପଡିଲାଣି ଆଇନ ବ୍ୟବସ୍ଥା

ଭୁବନେଶ୍ବର:ସରିଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଅଧିବେଶନ ଆରମ୍ଭରୁ ହିଁ ପୂରା ଫାୟାର ବିରୋଧୀ । ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଥିଲେ ବିରୋଧୀ ବିଜେଡି ଓ କଂଗ୍ରେସ । ସେହି ସମାନ ପ୍ରସଙ୍ଗ ନେଇ ବିଧାନସଭା ବାହାରେ ମଧ୍ୟ…

୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା

ଭୁବନେଶ୍ବର: ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା । ସମୃଦ୍ଧ ହେବ ଓଡିଶାର ପ୍ରତିଟି ରାଜ୍ୟ । ମୋ ସରକାର ନରପେକ୍ଷତାର ସହ କାମ କରିବ ବୋଲି କହିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋମବାର ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣ…

ଆରମ୍ଭରୁ ବିରୋଧୀଙ୍କ କଡା ଆଭିମୁଖ୍ୟ, ତ୍ୟାଗ କଲେ ଗୃହ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଗୃହ ଆରମ୍ଭ ହେଉ ହେଉ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି । ‘ଓଡିଆ ଅସ୍ମିତା’ ପ୍ରସଙ୍ଗ ଉଠାଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ବିଧାୟକ । ଯାହା ଏଥର ବିଧାନସଭା…

କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା, ପଚାରିବାରୁ କିଛି ଏମିତି କହିଲେ….

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ ରମେଶ ଜେନା…

ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡାର ୭ ଓଡ଼ିଆ ଶ୍ରମିକ, ଓଡ଼ିଶା ଫେରାଇ ଆଣିବାକୁ କଲେ ନିବେଦନ

କେନ୍ଦ୍ରାପଡ଼ା: ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡା ଜିଲ୍ଲାର ୭ଜଣ ଓଡ଼ିଆ ଶ୍ରମିକ। ଓଡ଼ିଶା ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ଜରିଆରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହଯୋଗ ଲୋଡ଼ିଛନ୍ତି ସମସ୍ତେ। ୬ ମାସ ତଳେ ଥାଇଲାଣ୍ଡ ଯାଇ ପ୍ଲାଏବୋର୍ଡ କମ୍ପାନୀରେ…

ଆଜିଠୁ ବିଧାନସଭା ଅଧିବେଶନ: ୨୩ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ବଜେଟ ଉପସ୍ଥାପନ

ଭୁବନେଶ୍ବର: ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ବିଧାନସଭା ଚାଲିବ। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେବ ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବେଜେଟ…

ସ୍କୁଲ୍ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶନାମା ଜାରି, ଖିଲାପ କଲେ ଦୃଢ଼…

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା…

ପିସିସି ପୁନର୍ଗଠନ: କିଏ ହେବେ ନୂଆ ମଙ୍ଗୁଆଳ, ରେସରେ ଏହି ସବୁ ନାମ…

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସାଧାରଣ ନିର୍ବାଚନରେ ଆଶାନୁରୂପ ଫଳାଫଳ ହାସଲ କରିବାରେ ବିଫଳ ହେବା ପରେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ରାଜ୍ୟ ୟୁନିଟର ବ୍ୟାପକ ପୁନର୍ଗଠନ ଆରମ୍ଭ କରିଛି। ରବିବାର ଏଆଇସିସି ପିସିସି ସଭାପତି ଓ ସମସ୍ତ କର୍ମକର୍ତ୍ତାଙ୍କୁ ହଟାଇ…

ସର୍ବଦଳୀୟ ବୈଠକରେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ଉଠାଇଲା ବିଜେଡି, ଜାଣନ୍ତୁ ପ୍ରଥମେ କେବେ ଉଠିଥିଲା ଏ ପ୍ରସଙ୍ଗ?

ନୂଆଦିଲ୍ଲୀ: ସଂସଦ ଅଧିବେଶନ ପୂର୍ବରୁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ନୂଆଦିଲ୍ଲୀରେ ସାଂସଦମାନଙ୍କ ସର୍ବଦଳୀୟ ବୈଠକରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ଉଠାଇଛି। ନୀତୀଶ କୁମାରଙ୍କ ଜେଡିୟୁ ଏବଂ ଲାଲୁ ପ୍ରସାଦଙ୍କ ଆରଜେଡି ବିହାର ପାଇଁ ସମାନ ଦାବି କରିଥିବା…