Latest Odisha News
Browsing Category

ଓଡିଶା

Odisha

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ୱ, ଏଜି ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ଼ ଦାୟିତ୍ବ। ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ହେଲେ ନିଯୁକ୍ତି। ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର। ଆଇନ ବିଭାଗ ଦ୍ୱାରା ଏହି ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶା ହାଇକୋର୍ଟର ବରିଷ୍ଠ…

ମହିଳାଙ୍କୁ ସୁରକ୍ଷା ଦେବେ ବ୍ଲାକବେଲ୍ଟ ତାଲିମପ୍ରାପ୍ତ ଲେଡି ଅଫିସର, ତିଆରି ହେଲା ସ୍ପେଶାଲ୍ ଟିମ୍

ଭୁବନେଶ୍ୱର: ମହିଳାଙ୍କୁ ସୁରକ୍ଷା ଦେବା ପାଇଁ ତିଆରି ହେଲା ସ୍ପେଶାଲ୍ ଟିମ୍ । ଯେଉଁଥିରେ ବଛା ବଛା ବ୍ଲାକବେଲ୍ଟ ତାଲିମପ୍ରାପ୍ତ ଲେଡି ଅଫିସର ରହିଛନ୍ତି। ଏନେଇ ସୂଚନା ଦେଇଛନ୍ତି କମିଶନର ସଞ୍ଜୀବ ପଣ୍ଡା। ଯାତାୟାତ ସମୟରେ, ଫୋନ୍ ଏବଂ ମେସେଜ୍ ମାଧ୍ୟମରେ ନିର୍ଯାତନା କିମ୍ବା ଇଭ୍-ଟିଜିଂର…

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୩ ‘ସ’କୁ ଗୁରୁତ୍ୱ

ପୁରୀ: ପଦାଧିକାରୀ ବୈଠକ ପରେ ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ…

ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର । ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲ୍ଲା ସାଇଁକୁଳ ମେଡିକାଲ ଅଫିସର ଡା. ରଞ୍ଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

ଅବପାତରେ ପରିଣତ ହେଲା ଲଘୁଚାପ କ୍ଷେତ୍ର, ଆଜି ଠାରୁ ପ୍ରବଳ ବର୍ଷା

ଭୁବନେଶ୍ବର: ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର । ଏବେ ପୁରୀ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୦ କିମି ଦୂରରେ ଓ ଗୋପାଳପୁରରୁ ପୂର୍ବ ଦିଗରେ ୧୩୦ କିମି ଦୂରରେ ରହିଛି ସୃଷ୍ଟ ଅବପାତ। କାଲି ସକାଳ ସୁଦ୍ଧା ଏହା ଉତ୍ତରପଶ୍ଚିମ ମୁହାଁ ହୋଇ ପୁରୀ ଅତିକ୍ରମ କରିବ ।…

ଧର୍ମଶାଳାର ବିଭିନ୍ନ ଖଣିରେ ଚଢ଼ାଉ ନେଇ କିଛି ଏମିତି କହିଲେ ଯୁଗ୍ମ ନିର୍ଦ୍ଦେଶକ…..

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲର ବିଭିନ୍ନ ଖଣି ଖାଦାନରେ ରାଜ୍ୟ ଖଣି ବିଭାଗର ଚଡାଉପରେ ପ୍ରତିକ୍ରିୟା ରଖିଛନ୍ତି ଯୁଗ୍ମ ନିର୍ଦ୍ଦେଶକ ଏନ୍ଏନ୍ ସିଂଦେଓ । ତାଙ୍କ କହିବା ଅନୁଯାୟୀ, ଧର୍ମଶାଳାରେ ଓଭର ମାଇନିଂ ହୋଇଛି । ଅଧିକାଂଶ ଖଣିରେ ନିର୍ଦ୍ଧାରିତ ଠାରୁ ଅଧିକ ଖୋଳା ଯାଇଥିବା…

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ବର: ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି । ସିବିଆଇ ତଦନ୍ତ ଦାବି କଲେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ । ଏଥିରେ ବହୁ ବିଜେଡି ନେତା ସମ୍ପୃକ୍ତ ଥିବାରୁ ପୂର୍ବ ସରକାର ଚାପି ରଖିଥିଲେ। ପୂର୍ବରୁ ବିଜେପି ବ୍ଲାକରୋଜର ସିବିଆଇ ତଦନ୍ତ ପାଇଁ ଦାବି କରୁଥିଲା ।…

ଗାଁରେ ଝାଡାବାନ୍ତି ଆତଙ୍କ, ୨୫ ଆକ୍ରାନ୍ତ, ୨ ମୃତ

ଭଞ୍ଜନଗର: ବର୍ଷା ଦିନ ଆସୁ ଆସୁ ସାରା ରାଜ୍ୟରେ କାୟା ବିସ୍ତାର କଲାଣି ଝାଡାବାନ୍ତି। ଅପରିଷ୍କାର ପାଣି ନେବାରେ ଲାଗିଛି ଗୋଟେ ପରେ ଗୋଟେ ଜୀବନ। ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗାଁରେ ବ୍ୟାପିଛି ଝାଡ଼ାବାନ୍ତି । ଗତ ଗୋଟେ ସପ୍ତାହ ମଧ୍ୟରେ ଗାଁରେ ପ୍ରାୟ ୨୫ରୁ ଅଧିକ…

ଅସରାଏ ବର୍ଷାରେ ଅଫିସରେ ବନ୍ୟା ପରିସ୍ଥିତି

ପିପିଲି: ସରକାରୀ ଅଫିସରେ ଆଣ୍ଠୁଏ ପାଣି । ଟିକିଏ ବର୍ଷା ହେଲେ ଭଳମଗ୍ନ ହୋଇଯାଉଛି । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କଣାସ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳାୟ ବା ବିଇଓ ଅଫିସ । ବର୍ଷା ଜଳରେ ବୁଡି ରହିଛି ଅଫିସ ପରିସର । ଏହାକୁ ନେଇ କର୍ମଚାରୀ ଓ ଶିକ୍ଷକ ଅଫିସ୍…

ଆସୁଛି ବଡ ଲଘୁଚାପ; ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।…