Latest Odisha News
Browsing Category

ଓଡିଶା

Odisha

ଆଜିଠୁ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ଜେପି ନଡ୍ଡା

ପୁରୀ: ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ପୁରୀ ବଳିଆପଣ୍ଡା ସ୍ଥିତ ଏକ ହୋଟେଲରେ ବସିବ ବୈଠକ । ପ୍ରତିଶ୍ରୁତି ପୂରଣ ପାଇଁ ପ୍ରସ୍ତୁତ ହେବ ସରକାରଙ୍କ ରୋଡ୍ ମ୍ୟାପ୍ । ବୈଠକରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…

ପୁରୀ ରଥଯାତ୍ରାରେ ୧୪ ଲକ୍ଷରୁ ଅଧିକ ଭକ୍ତଙ୍କୁ ସେବା ଯୋଗାଇଲା ଜେଏସପି ଫାଉଣ୍ଡେସନ

ପୁରୀ: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସମାଜକଲ୍ୟାଣ ସଂସ୍ଥା ଜେଏସପି ଫାଉଣ୍ଡେସନ ପୁରୀର ବିଶ୍ୱ ପ୍ରସିଦ୍ଧ ଜଗନ୍ନାଥ ରଥ ଯାତ୍ରା ସମୟରେ ଏହାର ମିଶନ ଜିରୋ ହଙ୍ଗର କାର୍ଯ୍ୟକ୍ରମ ଅଧୀନରେ ଗତ ୧୨ଦିନ ଭିତରେ ୧୪.୨୬ ଲକ୍ଷ ଭକ୍ତଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି । ଏହାର ଚେୟାରପର୍ସନ୍ ଶାଲୁ…

ଶ୍ରମିକଙ୍କୁ ଟ୍ରକ୍‌ ଚାପିଦେବା ଘଟଣା, କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ପକ୍ଷରୁ ରାସ୍ତାରୋକ

ବଣାଇ: ରାସ୍ତା କାମ ବେଳେ ୩ ଶ୍ରମିକଙ୍କୁ ଟ୍ରକ୍‌ ଚାପିଦେବା ଘଟଣା । କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ପକ୍ଷରୁ ରାସ୍ତାରୋକ । ଏନଏଚ ୫୨୦ ରଜାମୁଣ୍ଡା ନିକଟରେ ୩ ଶ୍ରମିକଙ୍କ ପରିବାର ପକ୍ଷରୁ ରାସ୍ତାରୋକ କରାଯାଇଛି । ଫଳରେ ଅଟକି ରହିଛି ରାତ୍ରୀକାଳୀନ ବସ୍‌ ସହ ଟ୍ରକ । ଯାତାୟାତ…

ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେବେ କିଟ୍‌ର ୧୨ ଛାତ୍ରଛାତ୍ରୀ

ଭୁବନେଶ୍ଵର: ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେବେ କିଟ୍‌ର ୧୨ ଛାତ୍ରଛାତ୍ରୀ । ଫ୍ରାନ୍ସର ପ୍ୟାରିସଠାରେ ଚଳିତବର୍ଷ ହେବାକୁ ଥିବା ଅଲିମ୍ପିକ୍ସ ମହାକୁମ୍ଭରେ ଭାଗ ନେବାକୁ ଯାଉଛନ୍ତି କିଟ୍‌ର ୧୨ ଜଣ ଛାତ୍ରଛାତ୍ରୀ । ସେମାନଙ୍କ ମନୋବଳ ବୃଦ୍ଧି ଲାଗି ପ୍ରତି ଖେଳାଳିଙ୍କୁ ୭ ଲକ୍ଷ ଟଙ୍କା ଲେଖାଏ…

ଆଜି ରସଗୋଲା ଦିବସ: ଓଡ଼ିଆ ସଂସ୍କୃତି ସହ ଜଡିତ ରସଗୋଲା

ଭୁବନେଶ୍ଵର: ସାରା ରାଜ୍ୟରେ ଆଜି ପାଳିତ ହେଉଛି ‘ରସଗୋଲା ଦିବସ’ । ରସଗୋଲା ହେଉଛି ମିଠାମାନଙ୍କ ରାଜା। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି। କୁହାଯାଏ ନୀଳାଦ୍ରି ବିଜେ…

ସରିଲା ଅଧରପଣା ନୀତି; ଆଜି ନୀଳାଦ୍ରିବିଜେ, ରତ୍ନସିଂହାସନକୁ ଫେରିବେ ମହାବାହୁ

ପୁରୀ: ସରିଲା ତିନିଠାକରୁଙ୍କ ଲୀଳାଖେଳା। ଆଜି ହେଉଛି ନୀଳାଦ୍ରିବିଜେ । ପବିତ୍ର ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ନୀଳାଦ୍ରି ବିଜେ। ପରମ୍ପରା ଅନୁଯାୟୀ ରଥ ଉପରେ ସୁନାବେଶ, ଅଧରପଣା ଭୋଗର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହେବେ। ପବିତ୍ର…

ଶାନ୍ତା ମେମୋରିଆଲ୍ ରିହାବିଲେଟେସନ ସେଣ୍ଟରର ୩୯ତମ ଫାଉଣ୍ଡେସନ ଡେ

ଭୁବନେଶ୍ୱର: ଶାନ୍ତା ମେମୋରିଆଲ ରିହାବିଲେଟେସନ ସେଣ୍ଟରର ଆଜି ୩୯ତମ ଫାଉଣ୍ଡେସନ ଡେ ପାଳିତ ହୋଇଛି। ଏହି ପ୍ରୋଗ୍ରାମରେ ଅରମାନ ଅଲି (ସୁପରିଚିତ ଭିନ୍ନକ୍ଷମ କାର୍ଯ୍ୟକର୍ତ୍ତା ତଥା ନିର୍ଦ୍ଦେଶକ ଏନ.ସି.ପି.ଡି.ପି, ଦିଲ୍ଲୀ) ଦଶମ ଅଶୋକ ମେମୋରିଆଲ ବକ୍ତୃତା ପ୍ରଦାନ କରିଥିଲେ । ଡ଼. ଅରୋବିନ୍ଦ…

ନିଶ୍ଚିନ୍ତକୋଇଲି ଅହମ୍ମଦ ବକ୍ସ ସରକାରୀ ଉଚ୍ଚ ବିଦ୍ୟାଳୟ ହେବ ମଡେଲ ସ୍କୁଲ

ଭୁବନେଶ୍ୱର: ଆଧୁନିକ ଓଡିଶା ଗଠନ ଓ ଭାଷାଭିତ୍ତିକ ରାଜ୍ୟ ଗଠନ ପାଇଁ ଏ ଅଞ୍ଚଳରେ ଜନ୍ମ ନେଇଥିବା ଉତ୍କଳ ଗୌରବ ମଧୁସୁଦନଙ୍କ ଭୂମିକା ଅତୁଳନୀୟ ଥିଲା। ଗଣକବି ବୈଷ୍ଣବ ପାଣି ଆମ ଓଡିଆ ସାହିତ୍ୟ, ସଂସ୍କୃତି ଓ ଅସ୍ମିତାକୁ ଋଦ୍ଧିମନ୍ତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି…

ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ହାଇକୋର୍ଟ ଗଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ଵର: ହାଇକୋର୍ଟ ଗଲେ ଭୁବନେଶ୍ବର ମଧ୍ୟ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ । ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ହାଇକୋର୍ଟରେ ନିର୍ବାଚନୀ ମାମଲା ଦାୟର କଲେ ଜଗନ୍ନାଥ ପ୍ରଧାନ । ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ କରି ପିଟିସନ୍‌ କଲେ ଜଗନ୍ନାଥ । ଏଥିସହ ନିର୍ବାଚନକୁ…

ଗୁଣି ଗାରେଡିର କରୁଣ ପରିଣତି, ଯୁବତୀଙ୍କୁ ମୁଣ୍ଡରେ ଫୋଡ଼ିଥିଲେ ୨୨ଟି ଲୁହା କଣ୍ଟା

ଭୁବନେଶ୍ଵର: ଯୁଗ ଆସି କେଉଁଠି ପହଞ୍ଚିଲାଣି । ମଣିଷ ଯାଇ ଚନ୍ଦ୍ରରେ ପହଞ୍ଚିଲାଣି । ବଡ ବଡ ରୋଗର ଉପଚାର ପାଇଁ ବୈଜ୍ଞାନିକ ମାନେ କେତେ ପ୍ରକାରର ଔଷଧ ବାହାର କଲେଣି । ତଥାପି ଏଇ ମଣିଷ ଅନ୍ଧ ବିଶ୍ଵାସର ବଶବର୍ତ୍ତି ହୋଇ ନିଜେ ନିଜର ଜୀବନ ନେଇ ଯାଉଛି । ସାଧାରଣ ରୋଗଟିଏ ହେଲେ ମଧ୍ୟ ଆଜିର…