Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ

ଭୁବନେଶ୍ୱର: କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଅରିନ୍ଦମ ଡାକୁଆ ଓଡ଼ିଶା କ୍ୟାଡରର ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଓଡ଼ିଶା ସମେତ ୬ଟି ରାଜ୍ୟକୁ ସ୍ୱତନ୍ତ୍ର ଅର୍ଥନୈତିକ ଅନୁଦାନ ଦେବାକୁ ବିଚାର କରିପାରନ୍ତି କେନ୍ଦ୍ର ସରକାର

ଭୁବନେଶ୍ୱର: ବିକାଶ ସୂଚକାଙ୍କରେ ପଛରେ ପଡ଼ିଥିବା ପ୍ରାୟ ୬ଟି ରାଜ୍ୟକୁ ସ୍ୱତନ୍ତ୍ର ଅର୍ଥନୈତିକ ଅନୁଦାନ ଦେବାକୁ ବିଚାର କରିପାରନ୍ତି କେନ୍ଦ୍ର ସରକାର । ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ଚାଲିଥିବା ବେଳେ କେନ୍ଦ୍ରର ଏନଡିଏ ସରକାର ବଜେଟ ବେଳେ ଏପରି ଏକ ଘୋଷଣା କରିପାରେ। ଜାତୀୟ ଗଣମାଧ୍ୟମରେ…

ନର୍ସ ସଂଘର ଆନ୍ଦୋଳନ ସ୍ଥଗିତ, ଉଚ୍ଚ ସ୍ତରୀୟ ବୈଠକରେ ହେଲା ସମାଧାନ

କଟକ: ସ୍ଥଗିତ ରହିଲା ଏସସିବି ମେଡିକାଲର ନର୍ସ ସଂଘର ଆନ୍ଦୋଳନ। ହାଉସ ସର୍ଜନ  ସହ ବିବାଦ ପରେ ଆଜି ରୋଗୀ ସେବା ପ୍ରଭାବିତ ହୋଇଥିଲା। ଏହାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉଦବେଗ ପ୍ରକାଶ କରିଥିଲେ । ପରେ ସ୍ୱାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶକ୍ରମେ ଉଭୟ ନର୍ସ ସଂଘ ଏବଂ ହାଉସ…

ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି ମହାପ୍ରଭୁ

ପୁରୀ: ରଥ ଉପରେ ତିନି ଠାକୁର। ପାଦରୁ ମସ୍ତକ ମହଣ ମହଣ ସ୍ବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦେଇଛନ୍ତି ଦର୍ଶନ। ତିନିରଥରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରମଣୀୟ ସୁନ‌ାବେଶ ଅନୁଷ୍ଠିତ ହୋଇଛି। ସିଂହଦ୍ବାର ସମ୍ମୁଖରେ…

ଆସନ୍ତାକାଲି ଖୋଲିବ ଭିତର ରତ୍ନଭଣ୍ଡାର, କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ: ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ଓ ମରାମତି ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ପ୍ରତିକ୍ରିୟା। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି କହିଲେ ଶ୍ରୀମନ୍ଦିର ମୁଖ୍ୟ…

ସରକାରଙ୍କ କାର୍ଯ୍ୟ ଉପରେ ନିଘା ରଖିବେ ଦଳୀୟ ବିଧାୟକ, ଦାୟିତ୍ୱ ବାଣ୍ଟିଲେ ନବୀନ

ଭୁବନେଶ୍ୱର: ଦଳୀୟ ବିଧାୟକଙ୍କୁ ବିଭିନ୍ନ ବିଭାଗ ଉପରେ ନିଘା ରଖିବା ପାଇଁ ଦାୟିତ୍ୱ ବାଣ୍ଟିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିରୋଧୀ ଦଳ ହେଉଛି ଜନସାଧାରଣଙ୍କ ସ୍ୱାର୍ଥର ଜାଗ୍ରତ ପ୍ରହରୀ। ବିଧାନସଭାରେ ବିରୋଧୀ ଦଳର ଏ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ରାଜ୍ୟ ସରକାରଙ୍କ…

ରାତି ୧୧ଟା ଯାଏଁ କରିପାରିବେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ

ପୁରୀ: ବାହୁଡ଼ା ଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ତେବେ ଚଳିତ ବର୍ଷ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ। ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାତି…

ମନ୍ଦିର ସାମ୍ନାରେ ନିଜ ଜିଭ କାଟିଦେଲେ ଭକ୍ତ

କେନ୍ଦୁଝର: କେନ୍ଦୁଝରର ଘଟଗାଁ ମା ତାରିଣୀଙ୍କ ମନ୍ଦିର ପରିସରରେ ଜଣେ ଭକ୍ତ ଧାରୁଆ ବ୍ଲେଡରେ ନିଜ ଜିଭ କାଟି ଦେଇଛନ୍ତି। ଏହି ବ୍ୟକ୍ତି ଜଣକ ଗଞ୍ଜାମର ବିଜୟ ପ୍ରଧାନ ବୋଲି ସୂଚନା ମିଳିଛି। ତେବେ ନିଜ ମନସ୍କାମନା ପୂର୍ଣ୍ଣ ପାଇଁ ବିଜୟ ମା’ ତାରିଣୀଙ୍କ ନିକଟରେ ମାନସିକ ରଖିଥିଲେ। ମାନସିକ…

ପୁନର୍ଗଠିତ ହେଲା ନିତି ଆୟୋଗ, କମିଟି ସଦସ୍ୟ ଭାବେ ମନୋନୀତ ହେଲେ ଜୁଏଲ ଓରାମ

ନୂଆଦିଲ୍ଲୀ: ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ଜୁଏଲ ଓରାମ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ। ଜୁଏଲଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି କୁମାରସ୍ବାମୀ ସଦସ୍ୟ। କେନ୍ଦ୍ର ସରକାର ନିତି (NITI) ଆୟୋଗକୁ ପୁନର୍ଗଠିତ…

ଖୋଲତାଡ଼ ହେବ ‘ଆମ ଓଡ଼ିଶା ନବୀନ ଓଡ଼ିଶା’; ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ନବୀନ ସରକାର ଦୁର୍ନୀତିର ଗନ୍ତାଘର । ଯେତେ ଖୋଳିଲେ ସେତେ ବାହାରୁଛି । ଏକଥା ଆମେ ନୁହେଁ କିଛି ଏମିତି ବିରୋଧୀ ଓ ଶାସକ ଦଳ କହୁଛନ୍ତି । କାରଣ ପୂର୍ବ ସରକାରରେ କ’ଣ ଚାଲିଥିଲା, କାହା ଦ୍ବାରା ଚାଲିଥିଲା ସବୁକିଛି ରହସ୍ୟ ଘରରେ। ନା ଅଫିସରଙ୍କ ପାଖରେ ଉତ୍ତର ଅଛି, ନା ସରକାରଙ୍କ…