Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁନର୍ଗଠିତ ହେଲା ନିତି ଆୟୋଗ, କମିଟି ସଦସ୍ୟ ଭାବେ ମନୋନୀତ ହେଲେ ଜୁଏଲ ଓରାମ

ନୂଆଦିଲ୍ଲୀ: ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ଜୁଏଲ ଓରାମ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ। ଜୁଏଲଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି କୁମାରସ୍ବାମୀ ସଦସ୍ୟ। କେନ୍ଦ୍ର ସରକାର ନିତି (NITI) ଆୟୋଗକୁ ପୁନର୍ଗଠିତ…

ଖୋଲତାଡ଼ ହେବ ‘ଆମ ଓଡ଼ିଶା ନବୀନ ଓଡ଼ିଶା’; ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ନବୀନ ସରକାର ଦୁର୍ନୀତିର ଗନ୍ତାଘର । ଯେତେ ଖୋଳିଲେ ସେତେ ବାହାରୁଛି । ଏକଥା ଆମେ ନୁହେଁ କିଛି ଏମିତି ବିରୋଧୀ ଓ ଶାସକ ଦଳ କହୁଛନ୍ତି । କାରଣ ପୂର୍ବ ସରକାରରେ କ’ଣ ଚାଲିଥିଲା, କାହା ଦ୍ବାରା ଚାଲିଥିଲା ସବୁକିଛି ରହସ୍ୟ ଘରରେ। ନା ଅଫିସରଙ୍କ ପାଖରେ ଉତ୍ତର ଅଛି, ନା ସରକାରଙ୍କ…

ନବୀନଙ୍କ ନାଁରେ ଏତଲା!

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନଙ୍କ ନାଁରେ ରୁଜୁ ହୋଇପାରେ ମାମଲା। କେବଳ ନବୀନ ନୁହନ୍ତି, ପୂର୍ବତନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ ୮ ଜଣଙ୍କ ବିରୋଧରେ ଏତଲା ଦେବ କହି ଚେତାଇଲାଣି ନିଖିଳ ଓ ଠିକାଦାର ମହାସଂଘ। ନବୀନ ମିଛ ପ୍ରତିଶ୍ରୁତି ଓ ପ୍ରତାରଣା କରିବା ଅଭିଯୋଗରେ ଗୁରୁବାର…

୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ, ପ୍ରସ୍ତୁତ ହେବ ରଣନୀତି

ଭୁବନେଶ୍ବର: ଆସନ୍ତା ଜୁଲାଇ ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ଅପରାହ୍ନରେ ଶଙ୍ଖ ଭବନରେ ବସିବ ବୈଠକ। ଶଙ୍ଖ ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅଧ୍ୟକ୍ଷତା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୈଠକରେ ବିଧାନସଭା ପାଇଁ ପ୍ରସ୍ତୁତ ହେବ ରଣନୀତି। ଶୁକ୍ରବାର…

ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର

ଭୁବନେଶ୍ୱର: ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର। ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ଏଭଳି ପ୍ରତିକ୍ରିୟା। ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ।…

ତଣ୍ଟି ଚିପି ମାଆକୁ ମାରିଦେଲା ନୃଶଂସ ପୁଅ

ସୋର: ମାଆର ତଣ୍ଟି ଚିପି ପୁଅ ମାରି ଦେଇଥିବା ଅଭିଯୋଗ। ଖାଇବା ପିଇବାକୁ ନେଇ ଝଗଡ଼ା ପରେ ତଣ୍ଟି ଚିପି ମାଆକୁ ହତ୍ୟା କରିଥିବା ସୂଚନା। ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚଗଡ଼ା ପଞ୍ଚାୟତ ତାଳପଦା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ତେବେ ଘଟଣାରେ ଥାନାରେ ଏତଲା ଦେଲା ବୋହୂ।…

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ: ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ରାଜା ଶେଖର ନାମକ ଜଣେ ଯୁବକ ନିଜ ଫେସବୁକରେ ଫଟୋ ଅପଲୋଡ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଭିତର ବେଡାରୁ ନିଜର ସେଲ୍ଫି ଫଟୋ ନେଇ ଫଟୋ ଅପଲୋଡ କରିଛନ୍ତି। ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ କଟକଣା ଥିବା ବେଳେ କିପରି ଏହି ଫଟୋ…

ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର: ପୁଣି ଅସୁସ୍ଥ ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ମଙ୍ଗଳବାର ସନ୍ଧ୍ୟାରେ ଅସୁସ୍ଥ ହେବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏକ ସ୍ବତନ୍ତ୍ର କ୍ୟାବିନରେ ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରୁଛନ୍ତି ୮ ଜଣିଆ ଡାକ୍ତରୀ ଟିମ୍ । ତେବେ ବାର୍ଦ୍ଧକ୍ୟ ଯୋଗୁଁ…

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମୁମ୍ବାଇରୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମରଶରୀର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମୁମ୍ବାଇରୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମରଶରୀର। ଆମ୍ବୁଲାନ୍ସ ଯୋଗେ ଜନ୍ମମାଟି ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ ସାହାପୁର ଗାଁରେ ପହଞ୍ଚିଛି ମୃତ ମୁରଲୀଧର ମହାକୁଡଙ୍କ ପାର୍ଥିବ ଶରୀର। ସୂଚନା ଅନୁସାରେ, ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ…