Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ଡେଙ୍ଗୁ ଶତକ ପାର୍

ଭୁବନେଶ୍ବର: ଚିନ୍ତା ବଢାଇଲାଣି ଡେଙ୍ଗୁ । ରାଜ୍ୟରେ ଡେଙ୍ଗୁ ୫୦୦ ପାର୍ କରି ଉପରମୁହାଁ ହୋଇଥିବା ବେଳେ ଏବେ ରାଜଧାନୀରେ ୧୦୦ ପାର୍ କଲାଣି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ କ୍ୟାପିଟାଲ ହସ୍ପିଟାଲରେ ୯୩ ନମୁନା ପରୀକ୍ଷଣ ହୋଇଥିବାବେଳେ ଏହା ମଧ୍ୟରୁ ୩ଜଣ ପଜିଟିଭ ଚିହ୍ନଟ…

୨୨ ଯାଏଁ ବର୍ଷିବ, ୧୯ରେ ପୁଣି ଲଘୁଚାପ

ଭୁବନେଶ୍ବର: ଆଗାମୀ ୫ରୁ ୭ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାରେ ଭିଜିବ ଓଡିଶା। ଆସନ୍ତା ୧୯ ତାରିଖରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଯାହାର ପ୍ରଭାବରେ ଭିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏନେଇ ୬ ଜିଲ୍ଲାକୁ ୟେଲୋ ଓ୍ବର୍ଣ୍ଣିଂ…

ସୁନାରେ ଛାଉଣୀ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ, କଡାକଡି ସୁରକ୍ଷା ବ୍ୟବସ୍ଥା

ପୁରୀ: ଆଜି ଶ୍ରୀହରିଶୟନ ଏକାଦଶୀ ବା ପବିତ୍ର ସୁନାବେଶ । ଜନ୍ମବେଦୀରେ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡିଛନ୍ତି ମହାବାହୁ । ଆଜି ମହଣ ମହଣ ସୁନାରେ ଛାଉଣି ହୋଇ ଭକ୍ତଙ୍କୁ ନିଜର ଦୁର୍ଲଭ ବେଶରେ ଦର୍ଶନ ଦେବେ ରଥାରୂଢ ବଡ ଠାକୁର ବଳଭଦ୍ର, କଳାସାଆନ୍ତ ଜଗନ୍ନାଥ, ହଳଦୀମୁହିଁ ମା ସୁଭଦ୍ରା ।…

ଏସସି/ଏସଟି ବିଭାଗ ଅଧୀନରେ ଥିବା ୧୪ଟି ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରିବେ ସରକାର

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧୀନରେ ଥିବା ୧୪ଟି ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ବିଭାଗୀୟ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ସହରାଞ୍ଚଳର ବିକାଶ ଓ ଗରିବଙ୍କୁ ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳବାସୀଙ୍କ ପାଇଁ ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ ପାଇଁ ଯୋଜନାକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ଲୋକସଭା ଭବନରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟର ସମୀକ୍ଷା କରିବା ଅବସରରେ…

ନବବିବାହିତ ସ୍ତ୍ରୀର ରହସ୍ୟଜନକ ମୃତ୍ୟୁ ପରେ ଥାନାରୁ ଛୁ ମରିଲା ସ୍ୱାମୀ, ପୋଲିସ ଜଳକା

ବ୍ରହ୍ମପୁର: ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ନବ ବିବାହିତ ମହିଳାଙ୍କ ସ୍ୱାମୀ ବ୍ରହ୍ମପୁର ମେଡ଼ିକାଲରୁ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ଗୋଳନ୍ଥରା ଥାନା ଓଡିଆରପି କଲୋନୀରେ ରହୁଥିବା ଲକ୍ଷ୍ମୀ ମହାରଣା ୪ ମାସ ତଳେ ରାଣୀ ମହାରଣାଙ୍କୁ ବିବାହ କରିଥିଲେ। ରାଣୀଙ୍କ…

ମନ୍ତ୍ରୀଙ୍କ ଆଗରେ ରାସ୍ତା ଓ ପରିମଳ ବ୍ୟବସ୍ଥା କଥା ଉଠାଇ ମେୟରଙ୍କୁ ଘେରିଲେ ଲୋକେ

ଭୁବନେଶ୍ୱର: ନିଜ ଅଞ୍ଚଳର ସମସ୍ୟା ଏବଂ ବିକାଶ କିଭଳି ହୋଇଛି ଜଣାଇବାକୁ ରାଜଧାନୀସ୍ଥିତ ଲକ୍ଷ୍ମୀସାଗର-ଚିନ୍ତାମଣିଶ୍ୱର ଅଞ୍ଚଳର ଲୋକେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଆମନ୍ତ୍ରଣ କରିଥିଲେ। ଆଉ ଲୋକେ ନୂଆ ମନ୍ତ୍ରୀଙ୍କୁ ଦେଖି ଯେପରି ଦୀର୍ଘ ଦିନର…

ନୂଆ ଏଜି ନିଯୁକ୍ତିରେ ବିଳମ୍ବ: ଲେଖାଶ୍ରୀଙ୍କ ସମାଲୋଚନାକୁ ମନୋଜ ଦେଲେ ମୁହଁତୋଡ ଜବାବ

ଭୁବନେଶ୍ୱର: ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାରର ମାସେ ପୂରିବା ସତ୍ତ୍ୱେ ଆଡଭୋକେଟ ଜେନେରାଲ (ଏଜି) ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଥିବାରୁ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ସମାଲୋଚନା ଆରମ୍ଭ ହୋଇଛି। ବିଳମ୍ବ ଯୋଗୁଁ ଅସନ୍ତୋଷ ବଢିବା ସହ ଏହି ପଦ ପାଇଁ ଆଶାୟୀଙ୍କ…

ରତ୍ନଭଣ୍ଡାର ଖୋଲାଯାଇଥିବା କଥାରେ ଅପପ୍ରଚାର କରାନଯାଉ: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯାଇଛି। ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ପରେ ରତ୍ନଭଣ୍ଡାର ଖୋଲା ହୋଇଛି। ଏବେ ଏହାକୁ ନେଇ ଆପତ୍ତି ଉଠାଇଛି କଂଗ୍ରେସ। ଦଳର ବରିଷ୍ଠ ନେତା ନିରଞ୍ଜନ ପୂଜାରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

୨୧ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ଵର: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୨୧ ତାରିଖରୁ ଆରମ୍ଭ ହୋଇ ୩୧ ତାରିଖରେ ଶେଷ ହେବ । ୮୩ଟି ପରିକ୍ଷା କେନ୍ଦ୍ରରେ ମୋଟ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସଓଏସସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ…