Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବବିବାହିତ ସ୍ତ୍ରୀର ରହସ୍ୟଜନକ ମୃତ୍ୟୁ ପରେ ଥାନାରୁ ଛୁ ମରିଲା ସ୍ୱାମୀ, ପୋଲିସ ଜଳକା

ବ୍ରହ୍ମପୁର: ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ନବ ବିବାହିତ ମହିଳାଙ୍କ ସ୍ୱାମୀ ବ୍ରହ୍ମପୁର ମେଡ଼ିକାଲରୁ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ଗୋଳନ୍ଥରା ଥାନା ଓଡିଆରପି କଲୋନୀରେ ରହୁଥିବା ଲକ୍ଷ୍ମୀ ମହାରଣା ୪ ମାସ ତଳେ ରାଣୀ ମହାରଣାଙ୍କୁ ବିବାହ କରିଥିଲେ। ରାଣୀଙ୍କ…

ମନ୍ତ୍ରୀଙ୍କ ଆଗରେ ରାସ୍ତା ଓ ପରିମଳ ବ୍ୟବସ୍ଥା କଥା ଉଠାଇ ମେୟରଙ୍କୁ ଘେରିଲେ ଲୋକେ

ଭୁବନେଶ୍ୱର: ନିଜ ଅଞ୍ଚଳର ସମସ୍ୟା ଏବଂ ବିକାଶ କିଭଳି ହୋଇଛି ଜଣାଇବାକୁ ରାଜଧାନୀସ୍ଥିତ ଲକ୍ଷ୍ମୀସାଗର-ଚିନ୍ତାମଣିଶ୍ୱର ଅଞ୍ଚଳର ଲୋକେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଆମନ୍ତ୍ରଣ କରିଥିଲେ। ଆଉ ଲୋକେ ନୂଆ ମନ୍ତ୍ରୀଙ୍କୁ ଦେଖି ଯେପରି ଦୀର୍ଘ ଦିନର…

ନୂଆ ଏଜି ନିଯୁକ୍ତିରେ ବିଳମ୍ବ: ଲେଖାଶ୍ରୀଙ୍କ ସମାଲୋଚନାକୁ ମନୋଜ ଦେଲେ ମୁହଁତୋଡ ଜବାବ

ଭୁବନେଶ୍ୱର: ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାରର ମାସେ ପୂରିବା ସତ୍ତ୍ୱେ ଆଡଭୋକେଟ ଜେନେରାଲ (ଏଜି) ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଥିବାରୁ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ସମାଲୋଚନା ଆରମ୍ଭ ହୋଇଛି। ବିଳମ୍ବ ଯୋଗୁଁ ଅସନ୍ତୋଷ ବଢିବା ସହ ଏହି ପଦ ପାଇଁ ଆଶାୟୀଙ୍କ…

ରତ୍ନଭଣ୍ଡାର ଖୋଲାଯାଇଥିବା କଥାରେ ଅପପ୍ରଚାର କରାନଯାଉ: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯାଇଛି। ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ପରେ ରତ୍ନଭଣ୍ଡାର ଖୋଲା ହୋଇଛି। ଏବେ ଏହାକୁ ନେଇ ଆପତ୍ତି ଉଠାଇଛି କଂଗ୍ରେସ। ଦଳର ବରିଷ୍ଠ ନେତା ନିରଞ୍ଜନ ପୂଜାରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

୨୧ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ଵର: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୨୧ ତାରିଖରୁ ଆରମ୍ଭ ହୋଇ ୩୧ ତାରିଖରେ ଶେଷ ହେବ । ୮୩ଟି ପରିକ୍ଷା କେନ୍ଦ୍ରରେ ମୋଟ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସଓଏସସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ…

ଅଗଷ୍ଟରୁ କିମସରେ ହେବ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର 

ଭୁବନେଶ୍ୱର: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ୍‍ ସାଇନ୍ସ (କିମ୍‍ସ)ରେ ଆସନ୍ତା ଅଗଷ୍ଟ ମାସରୁ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର କରାଯିବ। ସ୍ମାଇଲ୍‍ ଫାଉଣ୍ଡେସନ୍‍ ସହଯୋଗରେ କିମ୍‍ସରେ ଏହି ସେବା ଯୋଗାଇ ଦିଆଯିବାକୁ ଥିବା ବେଳେ ସମାଜର ସବୁବର୍ଗ ଏହାର ସୁବିଧା ନେଇପାରିବେ।…

କଂଗ୍ରେସରୁ ଇସ୍ତଫା ଦେଲେ ପଞ୍ଚାନନ ଦାଶ 

ଭୁବନେଶ୍ୱର: ଭାରତୀୟ ପରିସଂଖ୍ୟାନ ସେବା (ଆଇଏସଏସ) ଅଧିକାରୀ ପଞ୍ଚାନନ ଦାଶ ମଙ୍ଗଳବାର ଦିନ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ଏବଂ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଦଳରୁ ଇସ୍ତଫା ଦେଇଛନ୍ତି। ଅମଲାତନ୍ତ୍ର ଭାବେ କାର୍ଯ୍ୟ କରୁଥିବା…

ଅର୍ଡରର ୪୮ ଘଣ୍ଟାରେ ଘରେ ପହଞ୍ଚିବ ଗ୍ୟାସ୍, ନଚେତ…

ଭୁବନେଶ୍ଵର: ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ । ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ନିଆଯିବ କଡା କର୍ଯ୍ୟାନୁଷ୍ଠାନ । ପେଟ୍ରୋଲ୍, ଡିଜେଲ୍ ଓ ଏଲ୍‌ପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ । ଖାଉଟିଙ୍କୁ ଉତ୍ତମ ସେବା ପ୍ରଦାନ ଉପରେ…

ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଗୋଡ଼େଇ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର: ଦୁଇଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଧରିଲା କମିଶନରେଟ୍ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍। ଜାତୀୟ ରାଜପଥ ୧୬ରେ ଗଞ୍ଜେଇ ଚାଲାଣକାରୀ-ପୋଲିସ ଗୋଡ଼ାଗୋଡ଼ି । ଭୁବନେଶ୍ୱରର ପୋଲିସ କମିଶନର- କଟକ ସଞ୍ଜୀବ ପଣ୍ଡା ସୂଚନା…

ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା

ଯାଜପୁର: ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା । ବଲ୍ଲେ ବଲ୍ଲେ ଢାବା ଭଙ୍ଗାଯିବନି ବୋଲି କହିଛନ୍ତି ଧର୍ମଶାଳା ବିଡିଓ । ସରକାରୀ ଅର୍ଥରେ ନିର୍ମାଣ ହୋଇଥିବାରୁ ଢାବା ଭଙ୍ଗାଯିବନି ବୋଲି କହିଛନ୍ତି ବିଡିଓ । ସୂଚନାଯୋଗ୍ୟ ଯେ, ବିନା ସରକାରୀ କାଗଜପତ୍ରରେ ଜଣେ ମହିଳା ବିଜେଡି…