Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ମାର୍ଗର ଲୋକାର୍ପଣ ଉତ୍ସବ: ଆଜି ଚିହ୍ନଟ ହେଲା ଯଜ୍ଞ ସ୍ଥଳ

ପୁରୀ: ଆସନ୍ତା ଜାନୁଆରୀ ୧୭ ରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ମାର୍ଗର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ସେଥିପାଇଁ ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବ ଅଙ୍କୁରାରୋପଣ କାର୍ଯ୍ୟକ୍ରମ । ଚାରି ଧାମରୁ ବିଦ୍ୱାନ,ପଣ୍ଡିତ ,ସାଧୁସନ୍ଥ ଓ ଭିଭିଆଇପି ଏଥିରେ ଯୋଗଦେବାର…

ଚପଲ ଦୋକାନ ଆଜବେଷ୍ଟ ଭାଙ୍ଗି ଲୁଟିନେଲେ

ସୁବର୍ଣ୍ଣପୁର : ପୁଣି କଳାକନା ବୁଲାଇଲେ ଚୋର । ଗତକାଲି ବିଳମ୍ବିତ ରାତିରେ ଚପଲ ଦୋକାନ ଭାଙ୍ଗି ଟଙ୍କା ଲୁଟିନେଲେ ଲୁଟେରା । ଏମିତି କିଛି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲାରେ  । ଗଣେଶ ମାର୍କେଟ କମ୍ପ୍ଲେକ୍ସ ରେ ଥିବା କୃପାମୟୀ ଚପଲ ଦୋକାନର ଆଜବେଷ୍ଟ୍ ଭାଙ୍ଗି କଲାକନା ବୁଲାଇଛନ୍ତି ଚୋର…

ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା

ଜଗସିଂହପୁର : ମେଡିକାଲ କଲେଜ ପ୍ରତିଷ୍ଠା ଓ ପଲ୍ଲୀ ସ୍ୱାସ୍ଥ୍ୟକେନ୍ଦ୍ରକୁ କଟକ ସ୍ଥାନାନ୍ତର ବନ୍ଦ କରିବା ଦାବିରେ ଜଗସିଂହପୁର ବନ୍ଦ ଡାକରା  । ଆଜି  ଜିଲ୍ଲା ସ୍ବାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ସକାଳ ୬ଟା ରୁ ସନ୍ଧ୍ୟା ୬ଟା  ଯାଏଁ ବନ୍ଦ ପାଳନ କରାଯାଉଛି । ବନ୍ଦ ପ୍ରଭାବରେ ଆଜି ସଦର…

କାହିଁକି ମରୁଛନ୍ତି ଆନାକୋଣ୍ଡା ? : ଆଜି ବି ଆଉ ଏକ ହଳିଦିଆ ଆନାକୋଣ୍ଡାର ମୃତ୍ୟୁ

ବାରଙ୍ଗ : ଆଜି ବି ପ୍ରାଣୀ ଉଦ୍ୟାନରୁ ଆସିଛି ଆଉ ଏକ ଅଘଟଣର ଖବର  । ଆଜି ପୁଣି ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ଘଟିଛି । ଗତକାଲି ମଧ୍ୟ ଏକ ବିରଳ ହଳଦିଆ ଆନାକୋଣ୍ଡା ସାପର ମୃତ୍ୟୁ ଘଟିଥିଲା । ସାପଟିର ବୟସ ପ୍ରାୟ ଏକ ବର୍ଷରୁ ଉର୍ଦ୍ଧ୍ବ ହୋଇଥିଲା ।  କହିବାକୁ ଗଲେ ଦୁଇ ଦିନ ମଧ୍ୟରେ ଗଲାଣି…

ମିଗଜୋମ ପ୍ରଭାବରେ ଭିଜିଲା ଓଡିଶା : ଆଜି ସୁନ୍ଦରଗଡରେ ସବୁ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ: ବାତ୍ୟା ମିଗଜୋମ୍ ଦୁର୍ବଳ ହୋଇଛି ସତ ହେଲେ ଉଜାଡି ଦେଇଛି ସବୁକିଛି  । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଅଦିନିଆ ବର୍ଷା ଜାରି ରହିଛି । ପୁରା ପାଗର ମିଜାସ ବଦଳିଯାଇଛି । ହଠାତ୍ ବଢିଯାଇଛି ଥଣ୍ଡା  । ଦିନର ତାପମାତ୍ରା ଖସିବା ସହ ଦୁଇ ଦିନରେ ତାପମାତ୍ରା ୫ ଡିଗ୍ରୀ…

ଜନଶତାଦ୍ଦୀ ଏକ୍ସପ୍ରେସରେ ନିଆଁ, ଭୟଭୀତ ହେଲେ ଯାତ୍ରୀ

କଟକ: ଜନ ଶତାଦ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ  । କଟକ ଷ୍ଟେସନରେ ଗୋଟିଏ ବଗି ତଳେ ନିଆଁ ଲାଗିଯାଇଛି । ବ୍ରେକ୍ ବାଇଡିଂ ଯୋଗୁଁ ନିଆଁ ଲାଗିଥିବା ରେଲଓ୍ବେ କର୍ତ୍ତୁପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି । ଟ୍ରେନଟି ଭୁବନେଶ୍ବରରୁ ହାଓ୍ବଡା ଯାଉଥିଲା । ପରେ ନିଆଁ ଲାଗିବାର ଖବର ପାଇ ଅଗ୍ନିଶମ…

ଗୋଟିଏ ଦିନରେ ୩ ସହର ବନ୍ଦ: ଜାଣନ୍ତୁ କଣ ରହିଛି ଦାବି

ଟିଟଲାଗଡ : ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଟିଟଲାଗଡ ସହର ବନ୍ଦ ପାଳନ । ଟିଟଲାଗଡ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ପ୍ରଭାବରେ ସ୍କୁଲ , କଲେଜ ବନ୍ଦ ରହିଛି  । ଏବଂ  ଯାନବାହନ ଚଳାଚଳ…

ଆଜିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିପାରିବେନି ସ୍ବାସ୍ଥ୍ୟକର୍ମୀ : ୬ ମାସ ପାଇଁ ଏସମା ଲାଗୁ କଲେ ସରକାର

ଭୁବନେଶ୍ବର : ସ୍ବାସ୍ଥ୍ୟକର୍ମୀଙ୍କୁ ଆନ୍ଦୋଳନ ମନା  । ଆଜିଠୁ ୬ ମାସ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିପାରିବେନି ସ୍ବାସ୍ଥ୍ୟ କର୍ମଚାରୀ ।  କାରଣ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏସମା ଲାଗୁ କରିଛନ୍ତି  ରାଜ୍ୟସରକାର । ନର୍ସ, ପାରାମେଡିକାଲ, ଟେକ୍ନିସିଆନଙ୍କ ପାଇଁ ଏହି ଆଇନ କଡାକଡି…

ନନ୍ଦନକାନନରୁ ସମ୍ବଲପୁରକୁ ଗଲେ ୮ କୃଷ୍ଣସାର

ଭୁବନେଶ୍ୱର: ନନ୍ଦନକାନନ ଚିଡ଼ିଆଖାନାରୁ ସମ୍ବଲପୁର ଚିଡ଼ିଆଖାନାକୁ ଗଲେ ୮ କୃଷ୍ଣସାର ମୃଗ । ଏଥିରେ ୪ଟି ମାଈ ଓ ୪ଟି ଅଣ୍ଡିରା କୃ୍‌ଷ୍ଣସାର ମୃଗ ରହିଛନ୍ତି । ଏହି ବିରଳ ପ୍ରଜାତିର କୃଷ୍ଣସାର ଭାରତରେ ବହୁତ କମ୍ ଦେଖାଯାଆନ୍ତି । ଓଡ଼ିଶାରେ କେବଳ ଗଂଜାମ ଜିଲ୍ଲାର କେତେକ ଜଂଗଲରେ ଦେଖିବାକୁ…

ବାଘଛାଲ ଡିଲ୍ ବେଳେ କାବୁ କଲା ବନବିଭାଗ, ୬ ଅଭିଯୁକ୍ତ ଗିରଫ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ପୁଣି ଏକ କଲରାପତରିଆ ବାଘଛାଲ ଜବତ । କଳାହାଣ୍ଡି ଧର୍ମଗଡ ରେଞ୍ଜ ଏବଂ ଛତିଶଗଡ ବନ ବିଭାଗ ପକ୍ଷରୁ ମିଳିତ ଚଢାଉ ବେଳେ ଏକ କଲରାପତରିଆ ବାଘ ଛାଲ ଜବତ ହୋଇଛି । ଡିଲ୍ ଚାଲୁଥିବା ବେଳେ ମାଡ଼ିବସିଲା ବନ ବିଭାଗ । ଘଟଣାରେ ଗୋଟିଏ କଲରାପତରିଆ ବାଘ ଛାଲ ଜବତ ସହ…