Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ୧୧ ସଦସ୍ୟ

ପୁରୀ: ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ୧୧ ସଦସ୍ୟ । ତଦାରଖ କମିଟି ଅଧ୍ୟକ୍ଷ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ୧୧ଜଣ ସଦସ୍ୟ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି । ଶ୍ରୀମନ୍ଦିର ପରିସରରେ ଏବେ ସଦସ୍ୟମାନେ ସବିଶେଷ ଆଲୋଚନା କରୁଥିବା ସୂଚନା ମିଳିଛି । ପ୍ରଥମେ…

ଆଜି ହେବନି ଗଣତି, କେବଳ ଖୋଲାଯିବ ରତ୍ନଭଣ୍ଡାର

ପୁରୀ: ଆଜି ଗଣତି ହେବନି । ଖାଲି ଖୋଲାଯିବ ରତ୍ନଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ । ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାର୍ଯ୍ୟ ଆରମ୍ଭ ହେବ ।…

‘ଟ୍ରେଜେରୀରେ ଅଛି ଚାବି, ଦିନ ୧ଟା ୨୮ରେ ଖୋଲିବ ରତ୍ନ ଭଣ୍ଡାର’

ପୁରୀ: ଖୋଲିବ ରତ୍ନ ଭଣ୍ଡାର । ଏହା ପୂର୍ବରୁ ସରିଛି ରତ୍ନ ଭଣ୍ଡାର ଯାଞ୍ଚ କମିଟି ବୈଠକ । ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇସାରିଛି । ଏବେ ଖାଲି ଖୋଲିବାକୁ ଅପେକ୍ଷା । ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ…

ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କିଏ କିଏ ଯିବେ ଭିତରକୁ….

ପୁରୀ: ରତ୍ନଭଣ୍ଡାର ଖୋଲିବା ନେଇ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ଧୀରେ ଧୀରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି ବିଭିନ୍ନ ଉଦ୍ଧାରକାରୀ ଟିମ୍ । ଏହା ଭିତରେ ରତ୍ନଭଣ୍ଡାର ତଦନ୍ତ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କେଉଁମାନେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବେ, ରତ୍ନ ଭଣ୍ଡାର…

ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ବଡ ବୟାନ……

ପୁରୀ: ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ଆଜି ଦିନ ୧ଟା ପରେ ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ସେଥିପାଇଁ ଏହା ପୂର୍ବରୁ ଚାଲିଛି ରତ୍ନଭଣ୍ଡାର ତଦନ୍ତ କମିଟି ବୈଠକ । ବୈଠକରେ ରତ୍ନ ଭଣ୍ଡାର ତାଲା ଖାଲିବା ନେଇ ଚାବି ଉପସ୍ଥାପନା କରାଯିବ । ହେଲେ ଏହାରି ଭିତରେ ବଡ ବୟାନ ଦେଇଛନ୍ତି ପୁରୀ…

ଆସିଲା ଆଜ୍ଞାମାଳ, ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର

ପୁରୀ: ଆଜି ପୁରୀ ଉପରେ ସମସ୍ତଙ୍କ ନଜର । ବହୁ ପ୍ରତୀକ୍ଷାର ଆଜି ଶେଷ ଦିନ  । ଶେଷରେ ବହୁ ବର୍ଷ ପରେ ଆଜି ଖୋଲୁଛି ମହାପ୍ରଭୁଙ୍କ ରତ୍ନ ଭଣ୍ଡାର । ଏଥିପାଇଁ ଆଜ୍ଞାମାଳ ବିଜେ ହୋଇଯାଇଛି । ମହାପ୍ରଭୁ ଲୋକନାଥଙ୍କ ପାଖରୁ ଆଜ୍ଞାମାଳ ଶ୍ରୀମନ୍ଦିରରେ ଆସି ପହଞ୍ଚିଛି । ରତ୍ନଭଣ୍ଡାର ଖୋଲିବା…

ରତ୍ନଭଣ୍ଡାର ଖୋଲିବା ବେଳେ ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ ରହିବ

ପୁରୀ: ରତ୍ନଭଣ୍ଡାର ଖୋଲିବା ବେଳେ ରହିବ ସାମୟିକ କଟକଣା । ସିଂହଦ୍ୱାରକୁ ଛାଡ଼ି ବନ୍ଦ ରହିବ ବାକି ସମସ୍ତ ଦ୍ୱାର । ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ କେବଳ ଭିତରକୁ ଛଡ଼ାଯିବ । କମିଟିର ସଦସ୍ୟ ଯିବା ବେଳେ ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ ବୋଲି ସୂଚନା…

ନନ୍ଦନକାନନରେ ଖୁସିର ମାହୋଲ, ଘରକୁ ଆସିଲେ ନୂଆ ଅତିଥି

ଭୁବନେଶ୍ୱର: ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ନନ୍ଦନକାନନ ପ୍ରାଣୀଉଦ୍ୟାନର ଶୋଭା ବୃଦ୍ଧି ସହିତ ପର୍ଯ୍ୟଟକଙ୍କୁ ଅଧିକ ଆକର୍ଷିତ କରିବାକୁ ଚଳିତବର୍ଷ ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହିକ୍ରମରେ ଗତ ମଙ୍ଗଳବାର ୭ ପ୍ରଜାତିର ୫୩ ଜୀବଜନ୍ତୁଙ୍କୁ ରାଞ୍ଚିର ଭଗବାନ ବିର୍ଶା ଜୀବ…

ଖୁବ ଶୀଘ୍ର ପୁରଣ ହେବ ବିଶ୍ଵ ବିଦ୍ୟାଳୟମାନଙ୍କରେ ଖାଲି ପଡିଥିବା ଶିକ୍ଷକ ପଦବୀ: ରାଜ୍ୟପାଳ

ଭୁବନେଶ୍ଵର: ରାଜ୍ୟର ବିଶ୍ଵ ବିଦ୍ୟାଳୟମାନଙ୍କରେ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ ନିମନ୍ତେ ତୁରନ୍ତ ପଦକ୍ଷେପ ନେବାକୁ ରାଜ୍ୟପାଳ ତଥା ବିଶ୍ଵ ବିଦ୍ୟାଳୟ ସମୂହର କୁଳାଧିପତି ରଘୁବର ଦାସ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ଗତକାଲି ରାଜ ଭବନରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୁରଜ…

ବହୁ ପ୍ରତୀକ୍ଷାର ହେବ ଅନ୍ତ, ଖୋଲିବ ମହାପ୍ରଭୁଙ୍କ ରତ୍ନ ଭଣ୍ଡାର

ପୁରୀ: ବହୁ ପ୍ରତୀକ୍ଷାର ହେବ ଅନ୍ତ । ଶେଷରେ ଆଜି ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ବିଶ୍ବ ଦେଖିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ହୀରା, ଲୀଳା, ମୋତି, ମାଣିକ ଆଦି ଖଞ୍ଜିତ ଦୁର୍ଲଭ ଅଳଙ୍କାର ।ଦୀର୍ଘ ୪୬ ବର୍ଷ ଧରି ଲାଗି ରହୁଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିବ । ଆଜି ଦିନ ଗୋଟାଏ ପରେ ଖୋଲାଯିବ…