Latest Odisha News

BREAKING NEWS

Browsing Category

ଓଡିଶା

Odisha

VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…

ଭୁବନେଶ୍ବର: ଓଡ଼ିଶାବାସୀଙ୍କୁ ଭିସା ସେବା ପାଇଁ କୋଲକାତା, ଦିଲ୍ଲୀ କିମ୍ବା ହାଇଦ୍ରାବାଦ ଭଳି ସହରକୁ ଆଉ ଯିବାକୁ ପଡିବ ନାହିଁ। ବିଦେଶ ଯିବାକୁ ଚାହୁଁଥିବା ବ୍ୟକ୍ତି ଓ ଛାତ୍ରଛାତ୍ରୀଙ୍କୁ ଏହା ଆଶ୍ୱସ୍ତି ଆଣିଦେଇଛି । ବରମୁଣ୍ଡା ବିଏସ୍ଏବିଟିରେ ଭିସା ଆବେଦନ କେନ୍ଦ୍ରକୁ ଆଜି ଉଦଘାଟନ…

Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା…

ଭୁବନେଶ୍ୱର:ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ। ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା ଅନୁଷ୍ଠିତ ହୋଇଥିଲା ଉତ୍କଳ ଗୌରବ…

Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର:ଧାନ କିଣା ଅବଧି ୭ ଦିନ ବଢ଼ିଲା । ରାଜ୍ୟ ସରକାର ନେଲେ ଏହି ନିଷ୍ପତ୍ତି । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ଖରିଫ ଋତୁରେ ୭୭ ଲକ୍ଷ ମେଟ୍ରିକ ଟନ ଧାନ କିଣା ସାରିଛୁ। ୧୮ ଲକ୍ଷ ୬୪ ହଜାର ଚାଷୀ ଧାନ ଦେଲେଣି।…

District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ

ଭୁବନେଶ୍ବର: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର। ମନ୍ତ୍ରୀ / ବିଧାୟକମାନେ ଏହି କମିଟିର ଅଧ୍ୟକ୍ଷ ରହିବେ। ଯୋଜନା କମିଟିରେ ୪ ଜଣ ମନ୍ତ୍ରୀ ଓ ୨୬ ଜଣ ବିଧାୟକଙ୍କୁ ଦାୟିତ୍ବ ମିଳିଛି। ଅନୁଗୁଳ ଜିଲ୍ଲା ପାଇଁ ଅଶୋକ ମହାନ୍ତି, ବଲାଙ୍ଗିର ଜିଲ୍ଲା ପାଇଁ ଲକ୍ଷ୍ମଣ ବାଗ୍,…

ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତି ଯାଏ ଚାଲିଲା ବିଧାନସଭା ଅଧିବେଶନ। ଦୀର୍ଘ ୪ ଘଣ୍ଟା ଧରି ଆଲୋଚନା ହେଲା। ଏହି ଆଲୋଚନା ଭିତରେ ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଛି। ଏହି ବ୍ୟୟ ମଞ୍ଜୁରୀ ବିଧେୟକ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ ଶାସନ-ପ୍ରଶାସନର…

ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ

ଭୁବନେଶ୍ବର: ଆଜି ଅର୍ଥାତ୍ ୧୯୩୬ ମସିହା ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶା ଏକ ସ୍ବତନ୍ତ୍ର ରାଜ୍ୟ ଭାବେ ଗଠିତ ହୋଇଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୁରିଛି ୯୦ ବର୍ଷ । ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଏକ ଗର୍ବ ଓ ଗୌରବର ଦିନ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ…

ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍‌

ଭୁବନେଶ୍ୱର: ବିଳମ୍ବିତ ରାତି ଯାଏ ଚାଲିଲା ବିଧାନସଭା ଅଧିବେଶନ। ଦୀର୍ଘ ୪ ଘଣ୍ଟା ଧରି ଆଲୋଚନା ପରେ ଓଡ଼ିଶା ସରକାରୀ ବିଶ୍ବବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ବିଧେୟକ, ବିଲ୍ ୨୦୨୬ ଗୃହରେ ପାରିତ ହେଲା। ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର ଆଇନ ପ୍ରଣୟନ କରି ଖୁବଶୀଘ୍ର ସମସ୍ତ ଖାଲି ପଦବୀ…

ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆସନ୍ତା ୨ ତାରିଖ ପଶ୍ଚିମବଙ୍ଗ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିର୍ବାଚନ ପ୍ରଚାରରେ ହେବେ ସାମିଲ। ବିଜେପି ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର। ଏପ୍ରିଲ ୨ ତାରିଖରେ ବେଙ୍ଗଲରେ ଫୌଜ ମାଗିବେ ଓଡିଶା ସିଏମ। ପଶ୍ଚିମବଙ୍ଗରେ ରହୁଥିବା ଓଡ଼ିଶାବାସୀଙ୍କୁ ଭେଟିବେ…

କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ

ସୁବର୍ଣ୍ଣପୁର: ଓଡ଼ିଶା ସରକାରଙ୍କ ସମବାୟ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କାର୍ଯ୍ୟରେ ଅବହେଳା ଏବଂ ଅନିୟମିତତା ଅଭିଯୋଗରେ ସୁବର୍ଣ୍ଣପୁରର ଜିଲ୍ଲା ସମବାୟ ଉପନିବନ୍ଧକ (DRCS) ସଞ୍ଜୟ କୁମାର ତ୍ରିପାଠୀଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବିତ…

ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…

ଭୁବନେଶ୍ବର: ପୁଣି ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଆାଇଏଏସ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟ ପରିବର୍ତ୍ତନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ…