Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରେ ଭିକେ ପାଣ୍ଡିଆନ, ବିହାରରେ ମନୀଷ ବର୍ମା !

ଭୁବନେଶ୍ବର: ବିହାରରେ ଓଡିଶା ଫର୍ମୁଲା। ଓଡିଶାରେ ଭିକେ ପାଣ୍ଡିଆନ, ବିହାରରେ ମନୀଷ ବର୍ମା । ଆଇଏଏସ୍ ମନୀଷ ବର୍ମାଙ୍କୁ ଜେଡିୟୁର ଜାତୀୟ ସାଧାରଣ ସଂପାଦକ ନିଯୁକ୍ତ କରାଯିବା ପରେ ନବୀନଙ୍କ ରାସ୍ତାରେ ନୀତିଶ ଆଗେଇଥିବା ନେଇ ଚର୍ଚ୍ଚା ହେଉଛି । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ…

ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର

ଯାଜପୁର: ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର। ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରୁ ଏସସିଓ (SCO) ସୁରେଶ ମଲ୍ଲିକଙ୍କ ମୃତଦେହ ଉଦ୍ଧାର ହୋଇଛି। ବରୀ ବ୍ଲକ ଦାୟିତ୍ବରେ ଥିଲେ ସୁରେଶ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଅହମ୍ମଦପୁର ଅଞ୍ଚଳରେ ଥିବା ସୂଚନା…

ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ଆଗପଛ ହୋଇ ଆସୁଛି ୨ଟି ଲଘୁଚାପ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଆସନ୍ତା ତିନିଦିନ ଧରି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ବଙ୍ଗୋପସାଗରରେ ଦୁଇଟି ଲଘୁଚାପ…

ପହଣ୍ଡି ଅଘଟଣଙ୍କୁ ନେଇ କିଛି ଏମିତି କହିଲେ ଆଇନ ମନ୍ତ୍ରୀ…..

ପୁରୀ: ମହାପ୍ରଭୁଙ୍କ ଆଡପ ମଣ୍ଡପ ବିଜେରେ ଘଟିଥିବା ଅଘଟଣକୁ ନେଇ ବଡ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏନେଇ ଅଧିକ ତଦନ୍ତ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ । ତେବେ ମହାପ୍ରଭୁ ପଡିଯିବା ଘଟଣାକୁ ନେଇ ଗତକାଲି ଏକ ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି ମନ୍ତ୍ରୀ । ଏହା…

କପଡା ବିକ୍ରି ପାଇଁ ଯାଉଥିବା ବେଳେ ସଡ଼କ ଦୁର୍ଘଟଣା: ଜଣେ ମୃତ, କ୍ଷତି ପୂରଣ ଦାବିରେ ରାସ୍ତାରୋକ

ବରଗଡ: କପଡା ବିକ୍ରି ପାଇଁ ଯାଉଥିବା ବେଳେ ସଡ଼କ ଦୁର୍ଘଟଣା। ଜଣେ ମୃତ। ବରଗଡ଼ ଗୋବିନ୍ଦପୁରର ୫୫ ବର୍ଷୀୟ ଉପେନ୍ଦ୍ର ଗର୍ଡିଆ କପଡା ବିକ୍ରି କରିବା ପାଇଁ ଯାଉଥିବା ସମୟରେ ବରଗଡ଼ ଜାତୀୟ ରାଜପଥ ଟେଙ୍ଗନାନାଲି ବ୍ରିଜ ନିକଟରେ ଏକ ଲାଲ ରଙ୍ଗର ଟ୍ରକ ଧକ୍କା ଦେଇ ଫେରାର ମାରିଛି। ତେବେ…

ତାପଙ୍ଗ ଖଣି ପାଣିରୁ ମିଳିଲା ନିଖୋଜ ଓମ୍‌ ପ୍ରକାଶଙ୍କ ମୃତଦେହ

ଖୋର୍ଦ୍ଧା: ତାପଙ୍ଗ ଖଣି ପାଣିରୁ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ। ୫ ଦିନ ପରେ ଆଜି ସକାଳେ ଖଣି ପାଣିରେ ଭାସିଲା ମୃତଦେହ। ଓମ୍‌ ପ୍ରକାଶ ରଥଙ୍କ ମୃତଦେହକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ। ସୋମବାର ରିଲ୍ସ କରିବା ବେଳେ ପାଣିରେ ଖସିପଡ଼ିଥିଲେ ଯୁବକ। ଖୋର୍ଦ୍ଧା ଜିଲ୍ଲା ତାପଙ୍ଗ ଖଣି…

ଚଳିତବର୍ଷ ମହରମରେ ହେବନାହିଁ ଶୋଭାଯାତ୍ରା, ସମ୍ୱଲପୁରରେ ଲାଗିଲା କଟକଣା

ସମ୍ବଲପୁର: ଚଳିତବର୍ଷ ମହରମରେ ହେବନାହିଁ ଶୋଭାଯାତ୍ରା। ଧାର୍ମିକ ଶୋଭାଯାତ୍ରା ପାଇଁ ସମ୍ୱଲପୁରରେ ଲାଗିଲା କଟକଣା। ନିଜ ନିଜ ସାହି ବା ପଡା ଭିତରେ ସ୍ଥାନୀୟ ଲୋକେ ପାଳିବେ ପର୍ବ। ଉତରାଞ୍ଚଳ ଆଇଜିଙ୍କ ମହରମ କମିଟି, ହିନ୍ଦୁ ପକ୍ଷ , ମୁସଲିମ ପକ୍ଷଙ୍କୁ ନେଇ ବୈଠକ ପରେ ନିଆଯାଇଛି ନିଷ୍ପତ୍ତି।…

ଆଇଏଏସ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ

ଭୁବନେଶ୍ୱର: ଆଇଏଏସ ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ବିକ୍ରମ ଯାଦବଙ୍କୁ ଏହି ପଦରୁ ହଟାଇ ୧୯୯୬ ବ୍ୟାଚର ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ…

ଶିକ୍ଷା ମାଧ୍ୟମରେ ଜନଜାତି ଛାତ୍ରଛାତ୍ରୀଙ୍କୁ ସଶକ୍ତ କର: ସାମାଜିକ ସୁରକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଶିକ୍ଷା ମାଧ୍ୟମରେ ଜନଜାତି ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ପାଇଁ ଭିତ୍ତିଭୂମି ବିକାଶର ଆବଶ୍ୟକତା ରହିଛି । ଏଥିପାଇଁ ୪୫୦ ଟି ଆବାସିକ ବିଦ୍ୟାଳୟରେ ହଷ୍ଟେଲ ନିର୍ମାଣକୁ ଯୁଦ୍ଧଭିତ୍ତିରେ ସାରିବା, ଜନଜାତି ଛାତ୍ରଛାତ୍ରୀଙ୍କୁ ଇଂରାଜୀ ଶିକ୍ଷା ଯୋଗାଇଦେବା ପାଇଁ କାର୍ଯ୍ୟକାରୀ…

ମିଠା ପ୍ରେମୀଙ୍କ ପାଇଁ ଖୁସି ଖବର, ମଗଜି ଲଡୁକୁ ଜିଆଇ ମାନ୍ୟତା

ଭୁବନେଶ୍ୱର: ମିଠା ପ୍ରେମୀଙ୍କ ପାଇଁ ଖୁସି ଖବର। ଶହ ଶହ ବର୍ଷ ପୂର୍ବରୁ ମଇଁଷି କ୍ଷୀର ଛେନାରୁ ନିର୍ମିତ ମଗଜି ଲଡୁକୁ ଜିଆଇ ଟ୍ୟାଗ ମିଳିଲା ପରେ ଢେଙ୍କାନାଳବାସୀଙ୍କ ଦୀର୍ଘ ବର୍ଷର ସ୍ୱପ୍ନ ପୂରଣ ହୋଇଛି । ୨୦୨୦ରେ ଓୟୁଏଟି ସହଯୋଗରେ ଢେଙ୍କାନାଳ ସୁଇଟ୍‌ ଆସୋସିଏଶନ ପକ୍ଷରୁ ମଗଜି ଲଡୁକୁ…