Latest Odisha News

BREAKING NEWS

Browsing Category

ଓଡିଶା

Odisha

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଶ୍ରାବଣୀ ନନ୍ଦ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଗୋଆରେ ଅନୁଷ୍ଠିତ ୩୭ ତମ ଜାତୀୟ କ୍ରୀଡ଼ା ୨୦୨୩ ଏବଂ ଅନ୍ୟ କ୍ରୀଡ଼ାରେ ଉଲ୍ଲେଖନୀୟ  ପ୍ରଦର୍ଶନ ଲାଗି ଆଥଲେଟ ଶ୍ରାବଣୀ ନନ୍ଦଙ୍କୁ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୯ଲକ୍ଷ ୪୦ ହଜାର ଟଙ୍କାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯାଇଛି  । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ…

ବିଜେପିରି ମିଶ୍ରଣ ପର୍ବ: କଂଗ୍ରେସ ଛାଡି ମିଶିଲେ ଶତାଧିକ ନେତା ଓ କର୍ମୀ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ବଳ ଗୋଟାଇବାରେ ଲାଗିଛି ବିଜେପି । କଂଗ୍ରେସ ଛାଡ଼ି ଆନୁଷ୍ଠାନିକ ଭାବେ ବିଜେପିରେ ମିଶିଛନ୍ତି କଂଗ୍ରେସର ବହୁ ନେତା ଓ କର୍ମୀ । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ରାଜ୍ୟ କଂଗ୍ରେସର ମୁଖପାତ୍ର ତଥା ଓବିସି…

ପୂର୍ବୋଦୟ ସମ୍ଭାବନା ସମ୍ପର୍କିତ ଆନ୍ତର୍ଜାତିକ ଆଲୋଚନାଚକ୍ର: ‘ଗ୍ଲୋବାଲ୍ ବେଞ୍ଚମାର୍କ ସ୍ଥାପନ କରିବ…

ଭୁବନେଶ୍ବର: ରାଜଧାନୀରେ ଆରମ୍ଭ ହୋଇଛି ପୂର୍ବୋଦୟ ସମ୍ଭାବନା ସମ୍ପର୍କିତ ଦୁଇ ଦିନିଆ ଆନ୍ତର୍ଜାତିକ ଆଲୋଚନା ଚକ୍ର। ଏହାର ଉଦଘାଟନୀ ଅବେଶନରେ ଯୋଗଦେଇଥିଲେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ରମନ୍ତ୍ରୀ…

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ଭଗବାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

ନବରଙ୍ଗପୁର: ଦୀର୍ଘ ୧୭ ଦିନର ସଂଘର୍ଷ ପରେ ଟନେଲ ରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇ ନବରଙ୍ଗପୁର ଫେରିଥିବା ଡାବୁଗାଁ ବ୍ଲକ ତାଳବେଢା ଗ୍ରାମର ଭଗବାନ ଭତ୍ରା ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା । ଏନେଇ ସ୍ଥାନୀୟ ମିଶନଶକ୍ତି ହଲ ଠାରେ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା…

ଡିସେମ୍ବର ୯ ଯାଏ ଭୋଟର ତାଲିକା ସଂଶୋଧନ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ଚାଲୁରହିବ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ। ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଚାଲିବ। ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ ଏବଂ ନୂତନ ଭୋଟର ଭାବେ ପଂଜିକରଣ…

ପୃଥକ୍ ଦୁର୍ଘଟଣା: ଗୋଟିଏ ଦିନରେ ୩ ଜଳ ସମାଧୀ, ଜଣେ ନିଖୋଜ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ରାଉରକେଲାରେ ଆଜି ଏକ ଦୁଃଖଦ ଘଟଣା ଘଟିଛି । ଜିଲ୍ଲାର ପ୍ରଧାନପାଲି ସ୍ଥିତ କୋଏଲ ନଦୀ ଘାଟରେ ଗାଧୋଇବାକୁ ଯାଇଥିବାବେଳେ, ବୁଡି ଯାଇଥିଲେ ଦୁଇ ଛାତ୍ର । ଯେଉଁଥିରେ ଜଣେ ଛାତ୍ରର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି । ଖବରମୁତାବକ, ଉଭୟ ବାସନ୍ତୀ…

ଏବେ କମିବ ପେଟ୍ରୋଲ ଓ ଡିଜେଲ ଦର! ତିନି ବର୍ଷ ପରେ ଭାରତ କରିବାକୁ ଯାଉଛି ଏପରି କାମ

ନୂଆଦିଲ୍ଲୀ: ଦେଶରେ ବତବର୍ଷ ଏପ୍ରିଲ ମାସରୁ ପେଟ୍ରୋଲ ଓ ଡିଜେଲର ଦରରେ କୌଣସି ପରିବର୍ତ୍ତନ ଆସିନି । ମାତ୍ର ଖୁବଶୀଘ୍ର ଏହି ସ୍ଥିତି ବଦଳିବାକୁ ଯାଉଛି । କାରଣ ଭାରତ ତିନି ବର୍ଷ ପରେ ବେନେଜୁଏଲାଠାରୁ ତେଲ ଆମଦାନୀ କରିବାକୁ ଯାଉଛି । ଆମେରିକା ଏହି ଲାଟିନ ଆମେରିକୀୟ ଦେଶ ଉପରୁ ପ୍ରତିବନ୍ଧକ…

ଉତ୍ତରାଖଣ୍ଡରୁ ଫେରିଥିବା ଶ୍ରମିକ ଭାଇମାନଙ୍କୁ ସ୍ୱାଗତ ଜଣାଇବା କେବଳ ଏକ ଡ୍ରାମାବାଜୀ: ତେଜେଶ୍ୱର ପରିଡା

ଭୁବନେଶ୍ୱର: ଗତକାଲି ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ୫ ଓଡିଆ ଶ୍ରମିକଙ୍କ ମଧ୍ୟରୁ ୪ ଜଣ ଓଡିଶା ଫେରିବା ପରେ “ଓଡ଼ିଶାରେ ଚାକିରି ନାହିଁ ତେଣୁ ପୁଣି ଥରେ ଅନ୍ୟ ରାଜ୍ୟକୁ କାମ କରିବା ପାଇଁ ସେହି ଟନେଲ ଭିତରକୁ ଫେରିଯିବୁ” ଏଭଳି କହି ନିଜ ଦୁଃଖ ବଖାଣିଥିଲେ ଉଦ୍ଧାର ଶ୍ରମିକ ମାନେ ।…

୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସରେ ମିଶିଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ

ଭୁବନେଶ୍ୱର:କୋରାପୁଟର ବରିଷ୍ଠ ନେତା ତଥା ବିଜେଡିର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ।ଭୁବନେଶ୍ୱର କଂଗ୍ରେସ ଭବନରେ ଆଜି ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ତାଙ୍କର ସମର୍ଥକଙ୍କ ସହ ଆଜି ଦଳରେ ସାମିଲ ହୋଇଛନ୍ତି…

ଶୃଙ୍ଖଳିତ ଜଗା ଦର୍ଶନ ପାଇଁ ବଡ଼ଦାଣ୍ଡରେ ହେବ ଏସି ଟନେଲ

ପୁରୀ: ବଡଦାଣ୍ଡରେ ହେବ କ୍ୟୁ ମ୍ୟାନେଜମେଣ୍ଟ ସିଷ୍ଟମ । ଜଗନ୍ନାଥ ଦର୍ଶନ ପାଇଁ ହେବ ସ୍ୱତନ୍ତ୍ର ଏସି ଟନେଲ । ଖରା, ତାତି ଓ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବାକୁ ନିଆଯାଇଛି ଏହି ପଦକ୍ଷେପ । ମାର୍କେଟ ଛକ ଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଏହି ଏସି ଟନେଲ ରେ ଯାଇ ଜଗାକୁ ଦର୍ଶନ କରିବେ ଭକ୍ତ ।…