Latest Odisha News

BREAKING NEWS

Browsing Category

ଓଡିଶା

Odisha

ବରମୁଣ୍ଡା ବସ୍ ଷ୍ଟାଣ୍ଡ ପରିଦର୍ଶନ କଲେ ୫-ଟି ଅଧ୍ୟକ୍ଷ, ଡିସେମ୍ବର ଶେଷ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି (ଶୁକ୍ରବାର) ବରମୁଣ୍ଡା ଠାରେ ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲ୍ (ଆଇଏସବିଟି) ବସ୍‌ ଷ୍ଟାଣ୍ଡ ପରିଦର୍ଶନ କରିଛନ୍ତି ନବୀନ ଓଡ଼ିଶା ଅଧ୍ୟକ୍ଷ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ । ବରମୁଣ୍ଡା ବସଷ୍ଟାଣ୍ଡରେ ଚାଲିଥିବା ନିର୍ମାଣ କାର୍ଯ୍ୟର ସମୀକ୍ଷା କରିବା ସହ ଏଥିରେ ନିୟୋଜିତ…

ପୁରୀ ଶ୍ରୀକ୍ଷେତକୁ ତୁଳସୀ ଯାତ୍ରା କଲା ରାଜ୍ୟ କଂଗ୍ରେସ

ଭୁବନେଶ୍ବର: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କଲା ‘ତୁଳସୀ ଯାତ୍ରା’ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସାରା ରାଜ୍ୟର ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରୁ ଶହଶହ କଂଗ୍ରେସ କର୍ମୀ ଓ ଶୁଭେଚ୍ଛୁମାନେ ଶ୍ରୀ ଜଗନ୍ନାଥ ମନ୍ଦିରର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକ, ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା…

ଭୁବନେଶ୍ଵର: ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ । ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି…

ଜାନୁଆରୀ ୨ରୁ +୨ ପ୍ରାକ୍ଟିକାଲ, ଫେବୃୟାରୀ ୧୬ରୁ ହୋଇପାରେ ଥିଓରୀ ପରୀକ୍ଷା

ଭୁବନେଶ୍ବର : +୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସୂଚନା। ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ୍‍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେବ। ଜାନୁଆରୀ ୨ତାରିଖରୁ ପ୍ରାକ୍ଟିକାଲ୍‍ ପରୀକ୍ଷା ଆରମ୍ଭ ହୋଇ ୧୨ ତାରିଖ ଯାଏ ଚାଲିବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର…

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ

ଭୁବନେଶ୍ବର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ ହୋଇଯାଇଛି। ସମାରୋହକୁ ଉଦଘାଟନ କରିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। କାର୍ଯ୍ୟକ୍ରମରେ ମନ୍ତ୍ରୀ କହିଛନ୍ତି…

ଝାରସୁଗୁଡା ଲଖନ୍‌ପୁରରେ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଆଇଟିଆଇ (ITI) ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ନବୀନ । ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ । ସୂଚନାଯୋଗ୍ୟ ଯେ,…

ନବରଙ୍ଗପୁରରେ ଡବଲ ମର୍ଡର, ୨ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ମଦ୍ୟପ ବାପ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ମୈଦଲପୁର ଥାନା ଅନ୍ତର୍ଗତ ବୁଜୁମାପଦର ଗ୍ରାମରେ ଡବଲ ମର୍ଡର । ଦୁଇ ବର୍ଷ ର ଛୁଆ କୁ ହତ୍ୟା କଲା ମଦ୍ୟପ ବାପ । ଏହା ସହ ମଦ୍ୟପ ଜଣଙ୍କ ପୋଡ଼ଶୀଙ୍କୁ ମଧ୍ୟ ହତ୍ୟାକରିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ଭିଜିଲାନ୍ସ ଟ୍ରାପରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସର କନିଷ୍ଠ କିରାଣି

ବାଲେଶ୍ବର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସର କନିଷ୍ଠ କିରାଣି। ଲାଞ୍ଚ ନେବାବେଳେ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ନାଥଙ୍କୁ ମାଡି ବସିଲା ଭିଜିଲାନ୍ସ ଟିମ୍। ଜଣେ ହିତାଧିକାରୀଙ୍କ ବାପାଙ୍କ ନାଁରେ ଥିବା ଜମିପଟ୍ଟା ରେକର୍ଡର ନକଲ ଦେବାପାଇଁ ୪୦୦୦ ଟଙ୍କା ଲାଞ୍ଚ…

ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା ଗିରଫ

ଭୁବନେଶ୍ଵର: ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା । ଦୀର୍ଘ ୨୩ ଦିନ ପରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା । ଅଭିଯୁକ୍ତକୁ ନେଇ ସିନ୍ ରିକ୍ରିଏଟ କରିଛି ଚନ୍ଦକା ଥାନା ପୋଲିସ । ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଛୁରୀ ଜବତ କରିଛି ପୋଲିସ । ସୂଚନା ଅନୁସାରେ, ଗତ କିଛି…