Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି କେତେ ଅଳଙ୍କାର?

ଭୁବନେଶ୍ବର: ସରିବ ଅପେକ୍ଷା । ଆସନ୍ତା ୧୪ତାରିଖରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରାଜ୍ୟ ସରକାରଙ୍କ ଅନୁମତି ମିଳିଲେ ୧୪ରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି । କମିଟିର ଦ୍ବିତୀୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି…

କ୍ରୀଡା ସଂଘଗୁଡ଼ିକରେ ବି ପରିବର୍ତ୍ତନର ସ୍ବର !

ଭୁବନେଶ୍ବର: ରାଜ୍ୟରେ ବଦଳିଛି ସରକାର । ୨୪ବର୍ଷ ପରେ ବିଜେଡି କ୍ଷମତାଚ୍ୟୁତ ହୋଇଛି ତ ପ୍ରଥମ ଥର ପାଇଁ ଶାସନ ଗାଦିରେ ବସିଛି ବିଜେପି । ସରକାର ବଦଳର ପ୍ରଭାବ କ୍ରୀଡା ସଂଘଗୁଡିକ ଉପରେ ବି ଦେଖିବାକୁ ମିଳିଲାଣି । ଚର୍ଚ୍ଚା ହେଉଛି ରାଜ୍ୟର ବିଭିନ୍ନ କ୍ରୀଡା ସଂଘରେ ପଦପଦବୀରେ ରହିଥିବା…

ଆସନ୍ତା ଦୁଇ ଦିନ ଯାଏଁ ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର: ଓଡିଶାରେ ବର୍ଷାର ପରିମାଣ କମିବା ପରେ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ନେଇ ମଙ୍ଗଳବାର ଦିନ ୟେଲୋ ଆଲର୍ଟ ଜାରି କରିଛି ଆଇଏମଡି। ଜୁଲାଇ ୯ରେ ବାଲ‌େଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖ‌ୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଏବଂ…

ରତ୍ନ ଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଦର୍ଶନ

ପୁରୀ: ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଆସନ୍ତା ୧୪ରେ ଖୋଲିବାକୁ ଯାଉଛି ମହାପ୍ରଭୁଙ୍କ ରତ୍ନ ଭଣ୍ଡାର । ଏନେଇ ଜଷ୍ଟିସ୍ ବିଶ୍ବନାଥଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଯାଇଛି । ଖାଲି ଯାହା ସରକାରଙ୍କ ଅନୁମତି ପରେ ଆସନ୍ତା ୧୪ରେ ଖୋଲିବ ରତ୍ନଭଣ୍ଡାର । ଖାଲି ଖୋଲିବନି…

ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ସତର୍କତା

ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ଆରମ୍ଭ ହୋଇଗଲାଣି। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛନ୍ତି। ଗତ ୫ବର୍ଷ ଭିତରେ ଯେଉଁ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା ତାହାକୁ ଚିହ୍ନଟ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ କରିବା ଲାଗି ନିର୍ଦ୍ଦେଶ…

୧୪ରେ ଖୋଲିବ ରତ୍ନଭଣ୍ଡାର! ଚାବି କାମ କରୁ କି ନକରୁ କିନ୍ତୁ ଖୋଲାଯିବ ନିଶ୍ଚୟ

ପୁରୀ: ଆସନ୍ତା ୧୪ ତାରିଖରେ ଖୋଲିପାରେ ରତ୍ନଭଣ୍ଡାର। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ। ୧୪ରେ ରତ୍ନ ଭଣ୍ଡାର ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି ଜଷ୍ଟିସ ରଥ। ସେହିଦିନ ତଦାରଖ କମିଟି ଆଗରେ ରତ୍ନଭଣ୍ଡାର ଚାବି…

ଡିପଥେରିଆ ପରେ ରାୟଗଡ଼ାରେ ମୁଣ୍ଡ ଟେକିଲାଣି ଡାଇରିଆ, ଜଣେ ମୃତ

ରାୟଗଡ଼ା: ଡିପଥେରିଆ ପରେ, ଏବେ ଝାଡାବାନ୍ତି ଆତଙ୍କ ରାୟଗଡ଼ା ବାସୀଙ୍କ ନିଦ ହଜେଇଲାଣି। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ୍ ଡିମିରିଗୁଡ଼ା ପଞ୍ଚାୟତ ଭଟାଙ୍ଗପଦର ଗାଁରେ ମୁଣ୍ଡ ଟେକିଛି ଝାଡ଼ାବାନ୍ତି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଡାକ୍ତରଖାନାରେ…

ବସୁଛି ବୈଠକ, ଚାଲିଛି ତର୍ଜମା: ଟ୍ରାକକୁ ଫେରିବା ପାଇଁ ଚାଲିଛି ବିଜେଡିର ପ୍ରାଣପ୍ରଣେ ଉଦ୍ୟମ

ବରଗଡ: ନିର୍ବାଚନ ହାରିବା ପରେ ଏବେ ଘନଘନ ବସୁଛି ବିଜେଡି ଦଳ ବୈଠକ । କାହିଁକି ହାରିଲା ଦଳ ଓ ଆଗକୁ ରୋଡ ମ୍ୟାପ୍ କ’ଣ ରହିବ, ଏନେଇ ସମସ୍ତ ଆଲୋଚନା କରାଯାଉଛି । ଏହି କ୍ରମରେ ବରଗଡ ଜିଲ୍ଲାରେ ବିଜେଡିର ବୈଠକ ବସିଛି । ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଏହି ବୈଠକ ଅନୁଷ୍ଠିତ ହୋଇଛି ।…

ରଥଯାତ୍ରା ଛିନତାଇ: ୧୨ ଜଣଙ୍କୁ ଗିରଫ କଲା ପୋଲିସ୍

ପୁରୀ: ସରିଯାଇଛି ଘୋଷଯାତ୍ରା । ରତ୍ନ ବେଦୀରୁ ଯାଇ ଶରଧା ବାଲିରେ ପହଞ୍ଚିଛନ୍ତି ରଥାରୂଢ ତିନି ଠାକୁର । ସନ୍ଧ୍ୟା ଆରତି ପରେ ଆଡପ ମଣ୍ଡପ ବିଜେ କରିବେ ମହାପ୍ରଭୁ । ତେବେ ୫୩ ବର୍ଷ ପରେ ବିରଳ ରଥଯାତ୍ରା ପାଳନ ହୋଇଥିବାରୁ ଏଥର ଦୁଇ ଦିନ ରଥଟଣା କାର୍ଯ୍ୟକ୍ରମ କରାଯାଇଛି । ଯେଉଁଥିରେ…

ଆଜିଠୁ କମିବ, ୧୧ ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ । ୧୧ ତାରିଖ ପର ଠାରୁ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି  ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଅନ୍ୟପଟେ…