Latest Odisha News

BREAKING NEWS

Browsing Category

ଓଡିଶା

Odisha

Dhauli Gang-Rape Case: ଧଉଳି ଗଣଦୁଷ୍କର୍ମ ମାମଲା: ଧରାପଡିଲା ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ

ଭୁବନେଶ୍ୱର: ବହୁଚର୍ଚ୍ଚିତ ଧଉଳି ଗଣଦୁଷ୍କର୍ମ ମାମଲା। ଧରାପଡିଲା ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ ହାତୀ ଓରଫ ହାପି। ସତ୍ୟ ପ୍ରକାଶକୁ ଗଞ୍ଜାମରୁ ଉଠାଇ ଆଣିଲା ସ୍ପେଶାଲ ସ୍କ୍ବାଡ୍। ତା’ର ଅନ୍ୟ ୨ ସହଯୋଗୀ ଏବେବି ଫେରାର୍‌ ଅଛନ୍ତି। ଖୁବଶୀଘ୍ର ପୋଲିସ ସେମାନଙ୍କୁ ଗିରଫ କରିବ। ଏନେଇ ପୋଲିସ…

ସହଜ ହେଲା ଆପାର୍ଟମେଣ୍ଟର କମନ୍ ଏରିଆ ରେଜିଷ୍ଟ୍ରେସନ୍, ୨୦ ହଜାର ଟଙ୍କାରେ କରିପାରିବେ ପଞ୍ଜିକରଣ

ଭୁବନେଶ୍ୱର: ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ। ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି। ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି। ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ…

Book festival: ଚଳିତ ବର୍ଷ ପୁସ୍ତକ ମହୋତ୍ସବରେ ୬.୫ କୋଟିର ବ୍ୟବସାୟ; ୧୨ ଦିନରେ ୧୦୦ରୁ ଉର୍ଦ୍ଧ୍ୱ ପୁସ୍ତକ…

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଉଦ୍‌ଯାପନୀ ସମାରୋହ ଗତ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପୁସ୍ତକ ମହୋତ୍ସବରେ ୬.୫ କୋଟି ଟଙ୍କାର ବ୍ୟବସାୟ ହୋଇଛି। ଏଥିସହ ୧୨ ଦିନ ମଧ୍ୟରେ ବିଭିନ୍ନ…

Odisha Police: ‘ଅପରେସନ ଧରପଗଡ’; ୩୬ ବନ୍ଧୁକ ସହ ୭୧ ଗୁଳି ଜବତ, ଗିରଫ ହେଲେଣି…

ଭୁବନେଶ୍ବର: ରାଜ୍ୟରେ ବେଆଇନ ବନ୍ଧୁକ ଚୋରା ଚାଲାଣ, ମାରଣାସ୍ତ୍ର ଓ ଅପରାଧିକ କାର୍ଯ୍ୟକଳାପ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଲଗାତାର କଠୋର ପଦକ୍ଷେପ ଗ୍ରହଣ କରାଯାଉଛି । ଏହି କ୍ରମରେ ଏହା ଉପରେ ରୋକ ଲଗାଇବା ପାଇଁ ଗତ କିଛି ଦିନ ଧରି ଓଡ଼ିଶା ପୋଲିସ ତରଫରୁ "ଅପରେସନ୍ ଧରପଗଡ" ଅଭିଯାନ…

ଏଏମ୍/ଏନ୍ଏସ୍ ଇଣ୍ଡିଆ ଏନଇସିଏ ୨୦୨୫ର ଶ୍ରେଷ୍ଠ ନବସୃଜନ ପୁରସ୍କାରରେ ସମ୍ମାନିତ

ନୂଆଦିଲ୍ଲୀ: ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍ / ଏନ୍ଏସ୍ ଇଣ୍ଡିଆ) କୁ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏବଂ ବ୍ୟୁରୋ ଅଫ୍ ଏନର୍ଜି ଏଫିସିଏନ୍ସି (ବିଇଇ) ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଜାତୀୟ ଊର୍ଜା ସଂରକ୍ଷଣ ପୁରସ୍କାର (ଏନଇସିଏ) ୨୦୨୫ ରେ ଶ୍ରେଷ୍ଠ ଉଦ୍ଭାବକ…

ମୟୂରଭଞ୍ଜ ଏବଂ ବରଗଡ଼ ରୋଡ୍‌-ନୂଆପଡ଼ା ରୋଡ୍‌ ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ଏହି ସୂଚନା ଦେଲେ ରେଳ…

ଭୁବନେଶ୍ବର: ମୟୂରଭଞ୍ଜରେ ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ଲୋକସଭାରେ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼-କେନ୍ଦୁଝର, ଗୋରୁମହିଷାଣୀ-ବାଙ୍ଗିରିପୋଷୀ ଏବଂ ବୁଢ଼ାମରା-ଚାକୁଲିଆ ରେଳ ଲାଇନ ନିର୍ମାଣ ପାଇଁ ବର୍ତ୍ତମାନ ଜମି ଅଧିଗ୍ରହଣ ଓ…

ଭୁବନେଶ୍ୱରରେ ହେବ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ 

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୨୦ ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ଐତିହାସିକ କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଶାସନ ଏବଂ ପ୍ରମୁଖ ସାର୍ବଜନୀନ କ୍ଷେତ୍ରରେ…

Silver City: କଟକ ସହରର ବିକାଶ ପାଇଁ ଖର୍ଚ୍ଚ ହେବ ୨୫୦ କୋଟି ଟଙ୍କା

କଟକ: କଟକ ମହାନଗର ନିଗମର ୩୭ ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇ ଯାଇଛି । ଅନେକ ଗୁରୁତ୍ତ୍ୱପୂର୍ଣ ପ୍ରସଙ୍ଗକୁ ନେଇ ଆଜି କାଉନସିଲ୍ ବୈଠକ ଆଲୋଚନା କରାଯାଇଥିଲା । ଚଳିତ ବର୍ଷର ଏହି ଅନ୍ତିମ କାଉନସିଲ୍ ବୈଠକରେ ମେୟର, କମିଶନର, ଡେପୁଟି ମେୟର, ସମସ୍ତ ୱାର୍ଡର କର୍ପୋରେଟର ତଥା ବିଭିନ୍ନ…

ବ୍ରହ୍ମପୁର-ଜୟପୁର ୬ ଲେନ ବିଶିଷ୍ଟ ରାସ୍ତା ପାଇଁ ୬୦୦୦ କୋଟି ଘୋଷଣା

ଭୁବନେଶ୍ୱର: ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ନିଜ ଉଦବୋଧନ ଦେଇ କହିଛନ୍ତି ଯେ, ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର । ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର…

ଡିସେମ୍ବର ୨୬ରୁ ୧ ଘଣ୍ଟା ବନ୍ଦ ରହିବ OPD ସେବା

ଭୁବନେଶ୍ୱର: ଡିସେମ୍ବର ୨୬ରୁ ୧ ଘଣ୍ଟା ବନ୍ଦ ରହିବ OPD ସେବା। ଏଭଳି ଘୋଷଣା କରିଛି ଓଡ଼ିଶା ଡାକ୍ତରୀ ସେବା ସଂଘ। ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଦାବିପତ୍ର ପ୍ରଦାନ କରିବାର ୧ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ…