Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୨ରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ, ୨୫ରେ ଉପସ୍ଥାପିତ ହେବ ବଜେଟ୍‌

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ବିଧାନସଭା ପକ୍ଷରୁ ସୂଚନା ମିଳିଛି। ତେବେ ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବ । ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌। ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ବିଧାନସଭା ଅଧିବେଶନ…

ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ରଥଯାତ୍ରାରେ ହେବେ ସାମିଲ

ଭୁବନେଶ୍ୱର: କାଲିଠୁ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି। ସେହିଦିନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ୭ରେ ମହାପ୍ରଭୁଙ୍କ ରଥ ଯାତ୍ରାରେ…

ଭିଜିଲାନ୍ସ ଜାଲରେ ଚନ୍ଦ୍ରପୁରୁ ତହସିଲଦାର

ରାୟଗଡା: ଭିଜିଲାନ୍ସ ଜାଲରେ ଚନ୍ଦ୍ରପୁରୁ ତହସିଲଦାର ବିଚିତ୍ରାନନ୍ଦ ନାୟକ । ଆଜି ଜିଲ୍ଲା ସଦ୍ଭାବନା ଗୃହରେ ରାଜସ୍ୱ ବୈଠକ ଚାଲିଥିବା ସମୟରେ ପୋଲିସ ତାଙ୍କୁ ଗିରଫ କରିଛି । ସୂଚନା ଅନୁସାରେ, କୌଣସି ଏକ ମାମଲା ପାଇଁ ଏକଲକ୍ଷ ପନ୍ଦର ହଜାର ଟଙ୍କା ଲାଞ୍ଚ ନେଇ ରାୟଗଡା ଜିଲ୍ଲାରେ ଆୟୋଜିତ…

ସେଲ୍ଫି ନେବା ହେଲା କାଳ, ଜଳ ଭଣ୍ଡାରରେ ବୁଡି ଜଣଙ୍କର ମୃତ୍ୟୁ

ଅନୁଗୁଳ - ସେଲ୍ଫି ନେବା ହେଲା କାଳ । ଜଳ ଭଣ୍ଡାର ଭିତରେ ପଶି ଡଙ୍ଗାରେ ଫଟୋ ଉଠାଉଥିବା ବେଳେ ହଠାତ୍ ଡଙ୍ଗାଟି ବୁଡି ଯାଇଥିଲା । ଫଳରେ ୪ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଅନୁଗୁଳ ଜିଲ୍ଲାର ୪ ଜଣ ଯୁବକ ଗୁରଙ୍ଗ ଜଳଭଣ୍ଡାରକୁ ବୁଲିବାକୁ ଯାଇଥିଲେ । ସେଠାରେ…

କୁସୁମା ପରିସରରେ ଥିବା ୯ଟି କଟେଜ୍‌ କ୍ରୀଡ଼ା ବିଭାଗର, ସ୍ପଷ୍ଟୀକରଣ ରଖିଲା କ୍ରୀଡା ବିଭାଗ

ଯାଜପୁର: ଯାଜପୁର କୁସୁମାରେ କଟେଜ୍‌ କେଳେଙ୍କାରୀ ଅଭିଯୋଗ ଘଟଣା । ପ୍ରେସମିଟ୍‌ କରି ପୌରପାଳିକା ଉପାଧ୍ୟକ୍ଷ ସନ୍ତୋଷ ମଲିକ ଏନେଇ ସ୍ପଷ୍ଟିକରଣ ଦେଇଥିଲେ ଯେ ଏହା କ୍ରୀଡା ବିଭାଗର ବ୍ୟୟ ବରାଦରେ ନିର୍ମାଣ କରାଯାଇଛି । କୁସୁମା ପରିସରରେ ଥିବା ୯ଟି କଟେଜ୍‌ କ୍ରୀଡ଼ା ବିଭାଗର । ସିଏସଆରରେ ୮…

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ସମସ୍ତ ପ୍ରାଧିକରଣର ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା ସରକାର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଓଡିଶାର ସମସ୍ତ ନଅଟି ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ସେ ବର୍ତ୍ତମାନ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ), କଟକ ଉନ୍ନୟନ ପ୍ରାଧିକରଣ (ସିଡିଏ), ବ୍ରହ୍ମପୁର…

ପ୍ରଫେସର ଘନଶ୍ୟାମ ଦାଶ ବୃତ୍ତି ୨୦୨୩: ୬ ଜଣ ବିଜେତାଙ୍କୁ ମିଳିଲା ୬ ଲକ୍ଷ ଟଙ୍କା

ଭୁବନେଶ୍ୱର: ଇମ୍ଫାର ସାମାଜିକ ବିକାଶ ସଂସ୍ଥା ବିଆଇପିଏଫ୍‌ ପକ୍ଷରୁ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଉଚ୍ଚ ଶିକ୍ଷା ନିମନ୍ତେ ପ୍ରଫେସର ଘନଶ୍ୟାମ ଦାଶ (ପିଜିଡିଏସ୍‌) ବୃତି ପାଇଁ ଚୟନ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଯାଇଛି । ୬ ଜଣ ବିଜେତାଙ୍କୁ ମିଳିଛି ୬ ଲକ୍ଷ ଟଙ୍କା ।…

ନର୍ସଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଗ୍ନିଶମ କର୍ମଚାରୀ ଗିରଫ

ଭୁବନେଶ୍ବର: ନର୍ସଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଗ୍ନିଶମ ବାହିନୀ କର୍ମଚାରୀ ଗିରଫ । ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଅନୁଗୁଳ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ କର୍ମଚାରୀ ଜିତୁ ରଞ୍ଜନ ଦାସ୍ । ଜିତୁଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କଲା ପାହାଳ ଥାନା ପୋଲିସ । ସୂଚନା ଅନୁସାରେ, ସୋସିଆଲ ମିଡ଼ିଆରେ…

ଓଡିଶାକୁ ଆସିବେ ୫ ମହାବଳ ବାଘ

ଭୁବନେଶ୍ଵର: ଓଡିଶାକୁ ଆସିବେ ୫ ମହାବଳ ବାଘ। ଡେବ୍ରିଗଡ ଅଭୟାରଣ୍ୟ ପାଇଁ ୩ଟି ଓ ଶିମିଳିପାଳ ପାଇଁ ୨ଟି ମହାବଳ ବାଘ ଅଣାଯିବ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ ପାଇଁ ଏବଂ ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶରୁ ବାଘ ଆସିବେ। ଏନେଇ ବନ ବିଭାଗ ପକ୍ଷରୁ ସୂଚନା…